ମେଟ୍ରୋ

ଚାରିଆଡ଼େ ଡେଙ୍ଗୁ ଆତଙ୍କ: ଚିନ୍ତା ବଢାଉଛି ସୁନ୍ଦରଗଡ଼

ଭୁବନେଶ୍ୱର,୨୭।୮: ରାଜ୍ୟର ଚାରିଆଡ଼େ ଏବେ ଡେଙ୍ଗୁ ଆତଙ୍କ। ଏହା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇ ଦେଇଛି। ମଙ୍ଗଳବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୭୫୯ରେ ପହଞ୍ଚିଛି। ଏପରିକି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ହଜାର ଟେଷ୍ଟିଂ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ…

ନାମାଙ୍କନରୁ ଓହରି ଗଲେ ଜଗନ୍ନାଥ

ଭୁବନେଶ୍ୱର,୨୭।୮: ରାଜ୍ୟ ସଭା ପାଇଁ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରି ମଙ୍ଗଳବାର ଓହରି ଯାଇଛନ୍ତି ଭାଜପା ନେତା ଜଗନ୍ନାଥ ପ୍ରଧାନ। ଜଗନ୍ନାଥ ମଙ୍ଗଳବାର ବିଧିବଦ୍ଧ ଭାବେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ବର୍ତ୍ତମାନ ଭାଜପାର ମମତା ମହାନ୍ତ ଜଣେମାତ୍ର ପ୍ରାର୍ଥୀ…

ସମସ୍ତଙ୍କୁ ମିଳବ ସୁଭଦ୍ରା ଟଙ୍କା, କାହିଁକି ହଠାତ୍‌ ପୁଣି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮: ‘ସୁଭଦ୍ରା’ ପ୍ରସଙ୍ଗକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡିକୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା…

ନାମାଙ୍କନ ପ୍ରତ୍ୟାହାର କରିନେବେ ଜଗନ୍ନାଥ

ଭୁବନେଶ୍ୱର,୨୭।୮: ରାଜ୍ୟ ସଭା ପାଇଁ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ ପ୍ରଧାନ। ହେଲେ ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବା ପାଇଁ ଜଗନ୍ନାଥ ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ରାଜ୍ୟ…

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୭।୮: ଆସନ୍ତା ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର,୨୭।୮(ଅନିଲ ଦାସ): ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ସଂରକ୍ଷଣ ଦାବି ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ଦୀର୍ଘ ବର୍ଷ…

ଜାଣନ୍ତୁ କେଉଁଠୁ ପାଇବେ ‘ସୁଭଦ୍ରା’ ଫର୍ମ

ଭୁବନେଶ୍ୱର,୨୭।୮(ବନ୍ଦନା ସେଠୀ): ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଯୋଜନାର ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିସହ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ସମସ୍ତ ଜିଲାପାଳ ଏବଂ ମ୍ୟୁନିସିପାଲ କମିଶନରଙ୍କୁ ଚିଠି କରିଛନ୍ତି। ସୁଭଦ୍ରା ଯୋଜନାର ଲାଭ ଯେପରି…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣା: ସାର୍ବଜନୀନ ହେବ ରିପୋର୍ଟ ଏମିତି କହିଲେ…

ଭୁବନେଶ୍ୱର,୨୭।୮(ଅନିଲ ଦାସ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ନେଇ ଆଲୋଚନା ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ଏଭଳି ସୂଚନା ଦେଇଛନ୍ତି। ମନ୍ତ୍ରୀ…

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮(ଅନୁରାଧା ମହାରଣା): ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରୁ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଥିବା ମନ୍‌ସୁନ୍‌ ଟ୍ରପ୍‌ ଲାଇନ ପାଇଁ ବର୍ଷା ଜାରି ରହିଛି। ତେବେ ସୃଷ୍ଟ ଲଘୁଚାପ ୨୮ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…

ଗାଡ଼ିରୁ ମିଳିଲା ୫୦ କେଜି ସୁନା, ୨ କୁଇଣ୍ଟାଲ ରୁପା

ଭୁବନେଶ୍ୱର,୨୭ା୮(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରୁ ସୋମବାର ୫୦ କେଜି ସୁନା ଓ ୨୦୦ କେଜି ରୁପା ଜବତ ହୋଇଛି। ଦୁଇଟି ଲଜିଷ୍ଟିକ୍‌ ଗାଡ଼ିରୁ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବାକର (ସିଟି ଆଣ୍ଡ ଜିଏସ୍‌ଟି)…

ସୁଭଦ୍ରା ଯୋଜନାରେ ଠକାମୀ ଜଗିବ ପୋଲିସ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୬ା୮: ରାଜ୍ୟରେ ମହିଳା ସଶକ୍ତିକରଣ ପାଇଁ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ ୫ ବର୍ଷ ମଧ୍ୟରେ, ୫୦ ହଜାର ଟଙ୍କା ନଗଦ ସୁବିଧା ପାଇବେ। ପ୍ରତିବର୍ଷ ୧୦ ହଜାର ଟଙ୍କା କିସ୍ତିରେ ଏହା ରାଜ୍ୟର ୩୦…

ସୁଭଦ୍ରା ଯୋଜନା: କେଉଁଠୁ ମିଳିବ ଫର୍ମ, କିପରି କରିବେ ଆବେଦନ, ଜାଣିନିଅନ୍ତୁ…

ଭୁବନେଶ୍ୱର,୨୬।୮: ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?