ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….
ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର । ଆଜି…
ଆସୁ ଆସୁ ଆକ୍ସନ ମୋଡ୍ରେ ଅନୁ ଗର୍ଗ: ନିଯୁକ୍ତି ପ୍ରକ୍ରିୟାକୁ ନେଇ କହିଲେ…
ଭୁବନେଶ୍ୱର,୫ା୧(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟରେ ଯେଉଁ ଅର୍ଥ ଭିତ୍ତିଭୂମି ତଥା କାର୍ଯ୍ୟକ୍ରମ ବାବଦରେ ରଖାଯାଉଛି ତାହାକୁ ତ୍ୱରିତ ଭାବରେ ଖର୍ଚ୍ଚ କର। ଏହାସହିତ ଇଂଲିଶ ନୂଆବର୍ଷଠାରୁ ଯେତେସବୁ ବିଭାଗୀୟ ନିଯୁକ୍ତି ପରୀକ୍ଷା ହେବ, ସେଥିରେ ଯେଭଳି କୌଣସି ତ୍ରୁଟି ନ…
ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…
ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି । ପ୍ରଣବ ପ୍ରକାଶ ଦାସ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ପୂର୍ବତନ ସାଂସଦ ଶର୍ମିଷ୍ଠା…
ପରିବହନ ବିଭାଗର କଡ଼ା ନିର୍ଦ୍ଦେଶ: ସଚିବ ଉଷା ପାଢ଼ୀ କହିଲେ ଆମ ବସ୍ ଚଳାଇକୁ ହେଲେ ଡ୍ରାଇଭରଙ୍କ…
ଭୁବନେଶ୍ୱର,୪।୧: ଆମ ବସ୍ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ବସ୍ ଚଳାଚଳ ଉପରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଡ୍ରାଇଭରଙ୍କ ଏଣିକି…
ଆମ ବସ୍କୁ ଧୂପଦୀପ ଦେଇ ଯମ ରୂପେ କଲେ ପୂଜା: ଅଧିଆ ପଡ଼ି କହିଲେ…
ଭୁବନେଶ୍ୱର,୪।୧: ଆମ ବସ୍କୁ ଯମ ରୂପେ ଧୂପ ଦେଇ ପୂଜା କଲେ। ବସ୍ ଆଗରେ ଅଧିଆ ପଡ଼ିଲେ। ପ୍ରାର୍ଥନା କଲେ ଏତିକିରେ ଶାନ୍ତି ହେଇଯା ଆଉ ମଣିଷ ମାରନି।ଏଭଳି ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି ଭୁବନେଶ୍ୱର ଗାଡ଼କଣ ଆମ ବସ ଡିପୋରୁ।…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଆମ ବସ୍ ଡ୍ରାଇଭରଙ୍କୁ ଦିଆଯିବ ନିୟମିତ ଟ୍ରେନିଂ
ଭୁବନେଶ୍ୱର,୪ା୧: ରାଜ୍ୟ ସରକାରଙ୍କ ‘ଆମ ବସ୍’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ…
ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ଭୁବନେଶ୍ୱର,୪।୧: ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।…
ଆମ ବସ୍ ଦୁର୍ଘଟଣା: ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ
ଭୁବନେଶ୍ୱର,୪।୧: ଭୁବନେଶ୍ୱର ରୁପାଲି ଛକରେ ‘ଆମ ବସ’ ଦୁର୍ଘଟଣାର ପ୍ରତିବାଦ କରିଛି ଅଟୋ ମହାସଂଘ। କ୍ରୁଟ୍ର ଗାଡ଼କଣ ବସ୍ ଡିପୋ ଆଗରେ ବିକ୍ଷୋଭ କରାଯାଇଛି। ଅନ୍ ଲାଇନ ସ୍ମାର୍ଟ ସିଟି ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ ହୋଇଛି। ଶନିବାର ମୋ ବସ୍…
ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ: ଗିରଫ କଲା…
ଭୁବନେଶ୍ୱର,୪।୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ…
ବର୍ଷର ପ୍ରଥମ ପଥ ଉତ୍ସବ: ରାଜପଥରେ ଯାନବାହନ ଚଳାଚଳ ନିଷିଦ୍ଧ
ଭୁବନେଶ୍ୱର,୪।୧: ଆଜି ପଥ ଉତ୍ସବ। ସକାଳ ୬ଟାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଥ ଉତ୍ସବ ଆରମ୍ଭ ହୋଇଛି। ମାଷ୍ଟର୍ କ୍ୟାଣ୍ଟିନ ଛକଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ଉପରେ ନାଚଗୀତ ହେଉଛି। ବର୍ଷର ପ୍ରଥମ ପଥ ଉତ୍ସବ ପାଇଁ ରାଜପଥରେ…
୭ରୁ ୧୫ ବିଧାନସଭା ଘେରିବ କଂଗ୍ରେସ
ଭୁବନେଶ୍ୱର, ୪।୧(ସୁନିତ୍ ମିଶ୍ର): କେନ୍ଦ୍ର ସରକାର ଏମ୍ଜିଏନ୍ଆର୍ଇଜିଏସ୍ର ନାମ ବଦଳାଇ ବିଭି-ଜି ରାମ ଜି ରଖିବା କେବଳ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଉପରେ ଆକ୍ରମଣ ନୁହେଁ, ବରଂ ଦେଶର ବହୁ କୋଟି ଗରିବ, ଖଟିଖିଆ, ଶ୍ରମିକଙ୍କ ରୋଟି ଉପରେ ଆକ୍ରମଣ। ଗଡ୍ସେଙ୍କ…
ବିମାନବନ୍ଦରରୁୁ ପୁଣି ୮କୋଟିର ମାରିଜୁଆନା ଜବତ
ଭୁବନେଶ୍ୱର,୪।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ବିଦେଶୀ ଗଞ୍ଜେଇ (ମାରିଜୁଆନା) ଜବତ କରାଯାଇଛି। ଜବତ ମାରିଜୁଆନାର ମୂଲ୍ୟ ୮କୋଟି ହେବ ବୋଲି ଅନୁମାନ କରାଯାଉଛି। ଜଣେ ଯାତ୍ରୀଙ୍କ ଉପରେ ସନ୍ଦେହ ହେବାରୁ ତାଙ୍କୁ ରାଜସ୍ୱ ଗୋଇନ୍ଦା ନିର୍ଦ୍ଦେଶାଳ(ଡିଆର୍ଆଇ) ଯାଞ୍ଚ କରିଥିଲା। ଯାଞ୍ଚ…
Archives


