‘ଦୀଘା ଜଗନ୍ନାଥ ଧାମ’ ନାମ ପରିବର୍ତ୍ତନ ପାଇଁ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯।୬: ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ସେ ‘ଦୀଘା ଜଗନ୍ନାଥ ଧାମ’ ନାମକରଣକୁ ପରିବର୍ତ୍ତନ…
ସୁଜାତା ଆର୍. ପାଣ୍ଡିଆନଙ୍କ ବିଜେଡିରେ ଯୋଗଦାନକୁ ନେଇ ଜୋର ଧରିଛି ଚର୍ଚ୍ଚା : ଏପଟେ ବୁଲେଇ ବଙ୍କେଇ ଏମିତି କିଛି କହିଦେଲେ ଭୂପିନ୍ଦର
ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍. ପାଣ୍ଡିଆନଙ୍କ ସମ୍ଭାବ୍ୟ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ସେ ଦଳର ଗତ ନିର୍ବାଚନୀ…
ଚାଲୁଥିଲା ଅନୁଭବଙ୍କ କାର୍ଯ୍ୟକ୍ରମ: ମଝିରେ ପଶି ଅଟକାଇଲା ପୋଲିସ, ଆଉ ତା’ପରେ…
ଭୁବନେଶ୍ୱର,୯।୬: ଓଲିଉଡ ସୁପରଷ୍ଟାର୍ ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ପୁଣି ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ଏହାକୁ ଅଧାରୁ ବନ୍ଦ…
ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍
ଭୁବନେଶ୍ୱର, ୯।୬: ରାଜ୍ୟସଭା ଉପନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ଭାଜପା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ଯାଞ୍ଚ ସମୟରେ ତାଙ୍କ ଦାଖଲ କରିଥିବା ସମସ୍ତ ଦସ୍ତାବେଜ ଓ ପ୍ରସ୍ତାବକଙ୍କ ବିବରଣୀ…
ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ବର,୯।୬: ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ସେ ଥିଲେ ଜଣେ ଅପ୍ରତିଦ୍ୱନ୍ଦୀ ଜନନାୟିକା। ଓଡ଼ିଶାର ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ…
ବର୍ଷକୁ ୧୦ ଦିନ ସ୍କୁଲକୁ ବ୍ୟାଗ୍ ନେବେନି ପିଲା: ଜାଣନ୍ତୁ କେବେ, କାହିଁକି
ଭୁବନେଶ୍ୱର,୯ା୬(ସୁଚିସ୍ମିତା ସାହୁ):ଗତ କିଛିବର୍ଷ ଧରି କୋମଳମତି ଶିଶୁମାନେ ପାଠ ପଢ଼ିବାଠାରୁ ବେଶି ବସ୍ତାନି ବୋଝ ଉଠାଉଥିଲେ। ଏହି ବୋଝକୁ ରାଜ୍ୟ ସରକାର ହାଲୁକା କରିଛନ୍ତି। ଜାତୀୟ ଶିକ୍ଷା ନୀତି(ଏନ୍ଇପି)-୨୦୨୦କୁ ବିଦ୍ୟାଳୟସ୍ତରରେ ବାସ୍ତବ ରୂପ ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
ବିମାନଯାତ୍ରା ନେଇ ବାବୁଙ୍କୁ ତାଗିଦ: ଲାଗିଲା କଟକଣା
ଭୁବନେଶ୍ୱର,୯।୬(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛିଦିନ ତଳେ ପେଟ୍ରୋଲ, ଡିଜେଲର ବ୍ୟବହାର କମ୍ କରିବା ପାଇଁ କହିବା ପରଠାରୁ ସାଧାରଣରେ ଲୋକଙ୍କ ଭିତରେ ଏକ ପ୍ରକାର ଭୟ ରହିଛି। ସମାନଭାବେ ବର୍ତ୍ତମାନ ରାଜ୍ୟର ପେଟ୍ରୋଲ ପମ୍ପଗୁଡ଼ିକୁ ଆବଶ୍ୟକତା ଅନୁଯାୟୀ ତୈଳ…
୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ ମିଳିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ…
ବାହାରିଲା OJEE ରେଜଲ୍ଟ: ଟପ୍ପର ହେଲେ…
ଭୁବନେଶ୍ୱର, ୮।୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ରେଜଲ୍ଟ। ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ। ଗତ ମେ ୪ରୁ ୧୦ ପର୍ଯ୍ୟନ୍ତ ହୋଇଥିଲା OJEE ପରୀକ୍ଷା। ମୋଟ ୯୨ ହଜାର…
ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…
ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ଅବତରଣ କରିଛି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। ଫଳରେ ଏକ ବଡ଼ ଅଘଟଣ ଟଳିଛି।…
କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି ଆସିଛି। ଏହାର ପ୍ରଭାବରେ ଦୁଇ ସହରର ଆକାଶ ଘନ କଳା ମେଘରେ ଆଚ୍ଛାଦିତ…
ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…
ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି।…

