ମେଟ୍ରୋ

ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।…

ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍‌ପି ନବଚରଣ ମାଝି, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୨।୬: ନବନିର୍ବାଚିତ ଏମ୍‌ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍‌ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍‌ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ…

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି।…

ବିଧାୟକଙ୍କ ଦୁର୍ନୀତିକୁ ଲୋକଲୋଚନକୁ ଆଣିବି: ଅମରେଶ

ଭୁବନେଶ୍ୱର, ୨୨।୬ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ ଶୁକ୍ରବାର ବିଏମ୍‌ସି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ୨୦୨୨ ଓ ୨୦୨୩ରେ ଦୁଇଥର ପବ୍ଲିକ ଓ୍ବାର୍କସ କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିବା ଭୁବନେଶ୍ୱର ମଧ୍ୟ…

ପରୀକ୍ଷା ଅନିୟମିତତା: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୨୨।୬(ସୁନିତ୍‌ ମିଶ୍ର): ୟୁଜିସି-ନେଟ୍‌ ଓ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଘୋର ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଓଡ଼ିଶା କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି।  ଶୁକ୍ରବାର ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ…

କୋଟିଏ ଟଙ୍କା ଲୋଭରେ ନିଜକୁ ଅପହରଣ

ଟଙ୍କା ଲୋଭରେ ନିଜକୁ ଅପହରଣ କରିବାକୁ ବି ପଛାଇ ନାହାନ୍ତି ଜଣେ ମହିଳା। ସ୍ବାମୀ ପରିତ୍ୟକ୍ତା ସ୍ମୃତିରେଖା ପାଣି ବେଙ୍ଗାଲୁରୁରେ ରହୁଥିବା ନିଜ ଟ୍ରେଡର ଭାଇଙ୍କଠାରୁ କୋଟିଏ ଟଙ୍କା ଠକିନେବାକୁ ଅପହରଣ ନାଟକ ରଚିଥିଲେ। ସେ ପ୍ରେମିକଙ୍କ ସହ ରାଜସ୍ଥାନ ପଳାଇଯିବାକୁ…

କାହିଁକି ଭର୍ତ୍ତୁହରିଙ୍କୁ ହେଉଛି ବିରୋଧ, ସମ୍ବିଧାନର ନିୟମ ହେଉଛି…

ନୂଆଦିଲ୍ଲୀ,୨୧।୬: ଆସନ୍ତା ସୋମବାରଠାରୁ ହେବାକୁ ଯାଉଛି ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ । ଯାହା ଉପରେ ରହିଛି ସାରା ଦେଶର ନଜର । ନବ ନିର୍ବାଚିତ ଏମପିମାନେ ଶପଥ ନେବାକୁ ଯାଉଛନ୍ତି । ପ୍ରୋଟେମ ସ୍ପିକର୍‌ ତାଙ୍କୁ ଶପଥ ପାଠ କରାଇବେ ।…

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପରିବାର

ଭୁବନେଶ୍ୱର,୨୧।୬: ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୁକ୍ରବାର ରାଜ୍ୟପାଳ ରଘୁବାର ଦାସଙ୍କୁ ଏକ ସୌଜନମୂଳକ ସାକ୍ଷାତକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ସପରିବାର ରାଜ୍ୟପାଳଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ରାଜ୍ୟର ବିକାଶମୂଳକ ଯୋଜପା ତଥା ସମସାମୟିକ ଘଟଣା ଉପରେ ଆଲୋଚନା…

ପ୍ରଦୀପଙ୍କ ପରେ କିଏ ହେବେ ମୁଖ୍ୟ ଶାସନ ସଚିବ, ରେସ୍‌ରେ ବଡ଼ ବଡ଼ ଆଇଏଏସ ଅଫିସର

ଭୁବନେଶ୍ୱର,୨୧।୬: କିଏ ହେବ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ? ପ୍ରଦୀପ ଜେନା ରହିବେ ନା ତାଙ୍କ ସ୍ଥାନ ଆଉ କିଏ ନେବ। ନୂଆ ସରକାର ଗଠନ ହେବା ପରେ ଏ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି, ସରକାର…

ଜୁଲାଇରେ ପୂର୍ଣ୍ଣାଙ୍ଗ ନୁହେଁ କାମଚଳା ବଜେଟ ଆଣିବେ ମୋହନ ସରକାର

ଭୁବନେଶ୍ୱର,୨୧।୬: ରାଜ୍ୟରେ କ୍ଷମତାସୀନ ଭାଜପା ସରକାର ଆସନ୍ତା ଜୁଲାଇ ମାସରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ(ଲେଖାନୁଦାନ) ବିଧାନସଭାରେ ଉପସ୍ଥାପନ କରିବେ । ପ୍ରଥମଥର ପାଇଁ ସରକାର ଗଢିଥିବା ଭାଜପା ନିଜର ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ପୂର୍ବ ସରକାରରେ ନିୟୋଜିତ ବିଭିନ୍ନ ବିଭାଗର…

ଭୁବନେଶ୍ୱର,୨୧।୬(ଅସମାପିକା ସାହୁ): ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ଏହାଦ୍ୱାରା ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବା ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ…

ଆସନ୍ତା ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ, ପଢ଼ନ୍ତୁ ସମ୍ପୂର୍ଣ୍ଣ ସୂଚନା…

କଟକ,୨୧ା୬ (କାର୍ତ୍ତିକ ସାହୁ)- ଚଳିତ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପେପର-୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri