ଶନିବାର ଓଡ଼ିଶା ଆସିବେ ଜୟଶଙ୍କର
ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା...
ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…
ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଥିବା ବେଳେ ନଗଦ ନଗଦ ୨ ଲକ୍ଷ ଟଙ୍କା...
ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍
ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ୍ ଦେବାରୁ ସେ ବିଜେଡି ଛାଡ଼ିଥିଲେ। ବିଜେଡି ଟିକେଟ୍ରେ...
ବିଜେଡିରେ ସାମିଲ ହେଲେ ଜିନା ସାମଲ
ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବା ଜିନା...
ବିଜେଡି ଛାଡ଼ିଲେ ରବିନାରାୟଣ
ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ...
ନିର୍ବାଚନ ଲଢ଼ିବେ ଦେବାଶିଷ
ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ ମୁଁ ନିର୍ବାଚନ ଲଢ଼ିବି। ବରୀବାସୀ ମୋ’ ବଳ। ଦଳ ମୋ’ ପାଇଁ ବଡ଼...
କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା
ଭୁବନେଶ୍ୱର,୩।୫(ସୁନିତ୍ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ତାଙ୍କ ବଦଳି ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସେ...
ବାଦ୍ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା
ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭ ବିଧାୟକଙ୍କ ମଧ୍ୟରୁ ୪ ଜଣଙ୍କୁ ଦଳରୁ ବହିଷ୍କାର କରିଥିବା ବେଳେ ୩୫ ଜଣ...
୨୯୨ ଆପତ୍ତିଜନକ ପୋଷ୍ଟ୍ ବ୍ଲକ୍ କଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର,୩ା୫(ସତ୍ୟଜିତ୍ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ ଡିଜିଟିଲ୍ ଦୁନିଆକୁ ନେତାମାନେ ଆପଣାଇଥିବାବେଳେ ସମର୍ଥକମାନେ ବିଭିନ୍ନ ଆପତ୍ତିଜନକ ପୋଷ୍ଟ କରିବାକୁ ମଧ୍ୟ...
ବଦଳିଲେ ମିଶନଶକ୍ତି ସଚିବ
ଭୁବନେଶ୍ୱର,୩।୫(ସୁନିତ୍ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି...
ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି। ମିଶନ ଶକ୍ତି...
ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର...
Archives


