ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ…
ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ…
ଅବସର ନେଲେ ୨୨ ଓଏସଏସ କ୍ୟାଡର ଅଧିକାରୀ, ତାଲିକାରେ ପ୍ରଦୀପ…
ଭୁବନେଶ୍ୱର,୨୨।୬(ଅସମାପିକା ସାହୁ): ଅବସର ନେଇଛନ୍ତି ୨୨ ଓଏସଏସ କ୍ୟାଡର ଅଧିକାରୀ।ଏନେଇ ଗୃହ ବିଭାଗ ନୋଟିସ ଜାରି କରିଛି।
ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା: ସନ୍ତୋଷ ସିଂ ସାଲୁଜା ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୨।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। କିଏ କାହିଁକି ଏଭଳି କାଣ୍ଡ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼…
ବରିଷ୍ଠ ଆଇଏଏସ୍ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୨।୬: ବରିଷ୍ଠ ଆଇଏଏସ୍ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି…
ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।…
ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ଏମ୍ପି ନବଚରଣ ମାଝି, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୨୨।୬: ନବନିର୍ବାଚିତ ଏମ୍ପି ମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ଓଡ଼ିଶାର ୨୧ ଏମ୍ପି ମଧ୍ୟ ଶପଥ ଗ୍ରହଣ କରିବେ । ତେବେ ଏମ୍ପିମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୟୂରଭଞ୍ଜରୁ…
ସବୁ ଜିଲାକୁ ଛୁଇଁଲା ମୌସୁମୀ
ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି।…
ବିଧାୟକଙ୍କ ଦୁର୍ନୀତିକୁ ଲୋକଲୋଚନକୁ ଆଣିବି: ଅମରେଶ
ଭୁବନେଶ୍ୱର, ୨୨।୬ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ ଶୁକ୍ରବାର ବିଏମ୍ସି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ୨୦୨୨ ଓ ୨୦୨୩ରେ ଦୁଇଥର ପବ୍ଲିକ ଓ୍ବାର୍କସ କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିବା ଭୁବନେଶ୍ୱର ମଧ୍ୟ…
ପରୀକ୍ଷା ଅନିୟମିତତା: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିକଲା କଂଗ୍ରେସ
ଭୁବନେଶ୍ୱର,୨୨।୬(ସୁନିତ୍ ମିଶ୍ର): ୟୁଜିସି-ନେଟ୍ ଓ ଏନ୍ଇଇଟି-ୟୁଜି ପରୀକ୍ଷାରେ ଘୋର ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଓଡ଼ିଶା କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି। ଶୁକ୍ରବାର ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ…
କୋଟିଏ ଟଙ୍କା ଲୋଭରେ ନିଜକୁ ଅପହରଣ
ଟଙ୍କା ଲୋଭରେ ନିଜକୁ ଅପହରଣ କରିବାକୁ ବି ପଛାଇ ନାହାନ୍ତି ଜଣେ ମହିଳା। ସ୍ବାମୀ ପରିତ୍ୟକ୍ତା ସ୍ମୃତିରେଖା ପାଣି ବେଙ୍ଗାଲୁରୁରେ ରହୁଥିବା ନିଜ ଟ୍ରେଡର ଭାଇଙ୍କଠାରୁ କୋଟିଏ ଟଙ୍କା ଠକିନେବାକୁ ଅପହରଣ ନାଟକ ରଚିଥିଲେ। ସେ ପ୍ରେମିକଙ୍କ ସହ ରାଜସ୍ଥାନ ପଳାଇଯିବାକୁ…
କାହିଁକି ଭର୍ତ୍ତୁହରିଙ୍କୁ ହେଉଛି ବିରୋଧ, ସମ୍ବିଧାନର ନିୟମ ହେଉଛି…
ନୂଆଦିଲ୍ଲୀ,୨୧।୬: ଆସନ୍ତା ସୋମବାରଠାରୁ ହେବାକୁ ଯାଉଛି ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ । ଯାହା ଉପରେ ରହିଛି ସାରା ଦେଶର ନଜର । ନବ ନିର୍ବାଚିତ ଏମପିମାନେ ଶପଥ ନେବାକୁ ଯାଉଛନ୍ତି । ପ୍ରୋଟେମ ସ୍ପିକର୍ ତାଙ୍କୁ ଶପଥ ପାଠ କରାଇବେ ।…
Archives


