ମେଟ୍ରୋ

ଆଳୁ ସଙ୍କଟ: ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ, କହିଲେ ନିଜ ସରକାରକୁ ବଞ୍ଚାଇବା ପାଇଁ…

ଭୁବନେଶ୍ୱର,୨୪।୮: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ। ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା…

କାନ୍ଥ ଖୋଳି ଅଣ୍ଡରଗ୍ରାଉଣ୍ଡ: ସିକ୍ରେଟ ଚାମ୍ବର ଭିତରେ ୱାଇଫାଇ, ଏସିରେ ଚାଲିଥିଲା ମଦ କାରଖାନା

ଭୁବନେଶ୍ୱର,୨୪।୮: ଗଞ୍ଜାମ ଜିଲା ଚିକିଟି ମଦ ମୃତ୍ୟୁ ମାମଲା ପରେ ସରକାର ଆକ୍ସନ ମୁଡ୍‌ରେ ଅଛନ୍ତି । ଦେଶୀ ମଦ ଭାଟି ଉପରେ ପୋଲିସର ଘନ ଘନ ରେଡ ଚାଲିଛ। ତେବେ ଦେଶୀ ମଦକୁ ନେଇ ତତ୍ପର ହୋଇଛି କମିସନରେଟ ପୋଲିସ…

ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କୁ ଚେତାବନୀ ଦେଲେ ବିଧାୟକ ଅଶୋକ,କହିଲେ…

ଭୁବନେଶ୍ୱର,୨୪।୮: ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କ ବିରୋଧରେ ତଦନ୍ତ ଚାଲିଛି ବୋଲି ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ସେ କହିଛନ୍ତି, ତଥ୍ୟ ସଂଗ୍ରହ ଚାଲିଛି। ‘ଆଶିଷ ସିଂ ଓ ଡିଏସ କୁଟ୍ଟେଙ୍କ ବିରୋଧରେ ବହୁ ଦିନରୁ…

ବିଡିଏ ଓ ବିଏମ୍‌ସିକୁ ବଡ଼ ଝଟ୍‌କା

ଭୁବନେଶ୍ୱର,୨୪।୮: ବିଡିଏ ଓ ବିଏମ୍‌ସିକୁ ଲାଗିଲା ଝଟ୍‌କା।। ସାଧାରଣ ପ୍ରଶାସନ ବିଭାଗ ବିଡିଏ ଓ ବିଏମ୍‌ସିକୁ ସ୍ପଷ୍ଟୀକରଣ ମାଗିଛି। ସରକାରୀ ଜମି ବିଲ୍ଡର୍ସଙ୍କୁ ଦେବା ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ମଗାଯାଇଛି। କେଉଁ ପରିସ୍ଥିତିରେ ବିଭାଗର ବିନା ଅନୁମତିରେ ବିଲ୍ଡର୍ସଙ୍କୁ ରାସ୍ତା ପାଇଁ…

ଗିରଫ ହେଲେ କୁବେର ଓଏସ୍‌ଆର୍‌ଟିସି ସିଏଓ, କେରଳରେ ବି କରିଛନ୍ତି ଘର

ଭୁବନେଶ୍ୱର,୨୪ା୮: ଓଏସ୍‌ଆର୍‌ଟିସିର ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ) ବିଜୟ ମଙ୍ଗରାଜ ଶନିବାର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଆଜି ତାଙ୍କୁ ଗିରଫ କରିଛି। ବିଜୟଙ୍କର ଖାଲି ଓଡ଼ିଶାରେ ନୁହେଁ କେରଳରେ ମଧ୍ୟ ଘର ରହିଥିବା ତଦନ୍ତ…

ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ, ବଡ଼ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪।୮: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ…

ଛାତ୍ର ସଂସଦ ନିର୍ବାଚନ ଦାବି ତେଜିଲା

ଭୁବନେଶ୍ୱର, ୨୪ା୮(ଅସମାପିକା ସାହୁ): ଏବର୍ଷ ନୁହେଁ, ଆସନ୍ତା ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଇନ ମନ୍ତ୍ରୀ କହିବା ପରେ ରାଜ୍ୟରେ ଛାତ୍ର ସଙ୍ଗଠନଗୁଡ଼ିକ ଏହା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବି କରି…

ସୁଭଦ୍ରା ଯୋଜନାର ଏସ୍‌ଓପି ଆସିବା ପରେ ଭାଜପାକୁ ନେଇ ଏମିତି କହିଦେଲେ ସୁଲତା

ଭୁବନେଶ୍ୱର,୨୪।୮ (ଅନିଲଦାସ): ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସ୍‌ଓପି ଆସିବା ପରେ ଭାଜପା ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ ଚଞ୍ଚକତା କରିଥିବା ଦେଖିବାକୁ ମିଳିଛି । ଏହି ଯୋଜନା ବହୁ ଆଡ଼ମ୍ବରରେ ଲଘୁକ୍ରିୟାରେ ପରିଣତ…

ବାଚସ୍ପତିଙ୍କୁ ବିଜେଡିର ବ୍ୟବହାର ଲଜ୍ଜାଜନକ: ଏଶ୍ୱର୍ଯ୍ୟା

ଭୁବନେଶ୍ୱର, ୨୪।୮(ସୁନିତ୍‌ ମିଶ୍ର): ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ ଓ ଦୁର୍ଭାଗ୍ୟଜନକ। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା ବଦଳରେ ବିରୋଧୀ ଦଳର ଏପରି ବ୍ୟବହାର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। ମହିଳାଙ୍କୁ…

ସରକାରଙ୍କ ନିୟନ୍ତ୍ରଣରେ ନାହାନ୍ତି ଅଫିସର: ବିଜେଡି

ଭୁବନେଶ୍ୱର,୨୪।୮(ଅନିଲ ଦାସ): ଚିକିଟି ମଦମୃତ୍ୟୁକୁ ନେଇ ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ବିରୋଧୀ ଓ ଶାସକ ଦଳ ସଭ୍ୟମାନେ ମୁହାଁମୁହିଁ ହୋଇଥିଲେ। ଶୂନ୍ୟକାଳ ଆରମ୍ଭ ହେବା ମାତ୍ରେ ବାଚସ୍ପତି ବିଜେଡି ସଭ୍ୟ ବ୍ୟୋମକେଶ ରାୟଙ୍କୁ କହିବାକୁ ଅନୁମତି ଦେଇଥିଲେ। ସେ କହିଥିଲେ, ଭାଜପା…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି…

ସୁଭଦ୍ରା ଯୋଜନା ଏସଓପି ଘୋଷଣା ପରେ ଭାଜପାକୁ ଟାର୍ଗେଟ କଲେ ନବୀନ: କହିଲେ-ଗ୍ୟାରେଣ୍ଟି ନା ଧୂଆଁବାଣ?

ଭୁବନେଶ୍ୱର,୨୩।୮: ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି। ଏହି ଘୋଷଣା ପରେ କେଉଁମାନେ ଏହି ଯୋଜନାରେ ଉପକୃତ ହେବେ ଏବଂ କେଉଁମାନେ ବାଦ ପଡ଼ିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ବିଧାନସଭା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?