କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି। ଚଳିତ ବର୍ଷ ଯୋଗ ଦିବସ ପାଳନର…
ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ
ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ…
ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୬: ଗୁରୁବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁ ରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି । ଚଳିତ…
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଚାଉଳ ATM ଖୋଲିବେ ରାଜ୍ୟ ସରକାର
ଭୁବନେଶ୍ୱର,୨୦।୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ATM ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା…
ଆସିଲା ବଡ଼ ଅପ୍ଡେଟ୍: ଏହିଦିନରୁ ସ୍ବାଭାବିକ ହେବ ସମସ୍ତ ବିଦ୍ୟାଳୟ
ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍ ୨୧ ଯାଏ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ।…
ନବୀନ ବିରୋଧୀ ଦଳ ନେତା ହେବା ପରେ ତାରା ଦେଲେ ବଡ଼ ବୟାନ
ଭୁବନେଶ୍ୱର,୨୦।୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ଆୟୋଜିତ ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବେ ଚୟନ କରାଯାଇଛି।୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ନବୀନ ବିରୋଧୀ ଦଳ ନେତା ହୋଇଛନ୍ତି। ଏହାକୁ ନେଇ ଏବେ କଂଗ୍ରେସ…
ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ରାଜ୍ୟ ଅତିଥି ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗମ୍ର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ…
ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ଦୋଷ ଲଦିଦେଲା ବିଏମସି
ଭୁବନେଶ୍ୱର,୨୦।୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି BMCକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ…
ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୬: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ବୁଧବାର ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…
ବଢିବ କି ଖରାଛୁଟି! ଗଣଶିକ୍ଷା ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୦।୬: ପ୍ରବଳ ଖରାକୁ ଦେଖି କିଛି ସ୍କୁଲ ଖୋଲିଥିଲେ ମଧ୍ୟ କିଛି ସ୍କୁଲ ଆଜି ଯାଏଁ ବନ୍ଦ ରହିଛି। ତେବେ ଖରାଛୁଟି ବଢିବ କି ନାହିଁ ସମ୍ପର୍କରେ ପ୍ରତିକ୍ରିୟା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ସ୍କୁଲ ସମ୍ପର୍କରେ…
ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୬: ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଳିଙ୍ଗ ଷ୍ଟାଡିୟମଠାରେ ସକାଳ ୭ଟାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ଏମ୍ପି ଓ…
ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ…
Archives


