ମେଟ୍ରୋ

ରାଜ୍ୟରେ ମାଡି ଚାଲିଛି ଡେଙ୍ଗୁ: ରୋଗୀ ସଂଖ୍ୟା ୨୪ ଶହ ଟପିଲା

ଭୁବନେଶ୍ୱର,୨୩।୮: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି…

ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ…

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ…

ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା…

ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା ସେ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ

ଭୁବନେଶ୍ୱର,୨୩।୮: ସମ୍ବଲପୁର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ କରିଛନ୍ତି। ସମ୍ବଲପୁର ଲୋକସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ମାମଲାରେ ଏହି ନୋଟିସ ଜାରି ହୋଇଛି। ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ଏହି ନୋଟିସ ହୋଇଛି। ତ୍ରୁଟିପୂର୍ଣ୍ଣ…

ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌

ଭୁବନେଶ୍ୱର,୨୩।୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ…

ସ୍କୁଲରେ ଶୋଇ ପଡ଼ିଲେ ଶିକ୍ଷକ: ପିଲା ଚିତ୍କାର କରି ଠେଲିଲେ ପେଲିଲେ ବି ଉଠୁ ନାହାନ୍ତି

ଭୁବନେଶ୍ୱର,୨୩।୮: ନିଶାଶକ୍ତ ଅବସ୍ଥାରେ ସ୍କୁଲ ଆସିଲେ ଶିକ୍ଷକ । ପାଠ ପଢାଇବେ କଣ, ସିଧା ଶୋଇପଡ଼ିଲେ। ଛାତ୍ରୀଛାତ୍ର ଡାକିଡାକି ନୟାନ୍ତ। ହେଲେ ସାରଙ୍କ ନିଦ ଭାଙ୍ଗୁନି। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ନୂଆଟିପିଲେଇ ପ୍ରାଥମିକ ବିଦ୍ୟାଳୟରେ…

ବନ୍ଧାହେଲେ କୁବେର ରେଞ୍ଜର, କେବଳ ଓଡ଼ିଶା ନୁହେଁ ହାଇଦ୍ରାବାଦରେ ଥିଲା ଫ୍ଲାଟ୍‌

ଡେଙ୍କାନାଳ,୨୩।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର ଶୁକ୍ରବାର ଗିରଫ ହୋଇଛନ୍ତି। ତାଙ୍କୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ରେଞ୍ଜରଙ୍କ ଭୁବନେଶ୍ବରରେ ଗୋଟିଏ, ହାଇଦ୍ରାବାଦରେ ୨ଟି ଫ୍ଲାଟ ଠାବ ହୋଇଛି। ଅନ୍ୟପକ୍ଷେ ଭୁବନେଶ୍ବର ଓ…

ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା: ଜଣେ ନୁହେଁ, ଜଣଙ୍କ ପରେ ଜଣେ ବିଧାୟକ ଚଢ଼ିଗଲେ ବାଚସ୍ପତିଙ୍କ ପୋଡିୟମ ଉପରକୁ

ଭୁବନେଶ୍ୱର,୨୩।୮: ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଆଜି ମଧ୍ୟ ଆରମ୍ଭରୁ ବିଧାନସଭା ସରଗରମ ହୋଇପଡ଼ିଛି। ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ ତଳେ…

ବିଏମ୍‌ସିକୁ ସୁହାଇଲା ଏନ୍‌ଜିଟି ରାୟ

ଭୁବନେଶ୍ୱର,୨୩ା୮ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଅସ୍ଥାୟୀ ଡମ୍ଫିୟାର୍ଡ ବା ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେଶନ (ଟିଟିଏସ୍‌) ମାମଲାକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି) ଶୁଣାଣି ଶେଷ କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଦାଖଲ କରାଯାଇଥିବା ସତ୍ୟପାଠରେ…

ଅଳକା ଖନନ ଠିକ୍‌ ଭାବେ ହୋଇ ପାରିନାହିଁ: ମୁଖ୍ୟମନ୍ତ୍ରୀ

ଜଗତସିଂହପୁର,୨୩ା୮(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଏକଦା ଲାଇଫଲାଇନ୍‌ କୁହାଯାଉଥିବା ଅଳକା ନଦୀ ଆଜି ମୃତପ୍ରାୟ। ଏହି ନଦୀର ଅନେକ ସ୍ଥାନ ଜବରଦଖଲରେ ଅଛି। ଏହାକୁ ନେଇ ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଚିନ୍ତାପ୍ରକଟ କରିଛନ୍ତି। ଏହି ନଦୀକୁ ଜମି ମାଫିଆ…

OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୩ା୮: ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?