ମେଟ୍ରୋ

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର କୌଣସି ଦଳ ନାହିଁ। ଆଉ ଚଳିତ ନିର୍ବାଚନ ଲଢିବି କି ନାହିଁ ଜାଣିନି’।...

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ ଆସନ୍ତାକାଲି ଅର୍ଥାତ ବୁଧବାର ମଧ୍ୟ କଟକକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟପଟେ, ସାଢ଼େ ୧୧ ସୁଦ୍ଧା ତାପମାତ୍ରା ୪୪ ଟପିଛି।...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା।...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ ବ୍ୟକ୍ତିଙ୍କଠାରୁ ଏହି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଜଣେ ଦିଲ୍ଲୀରୁ ଆଉ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସଭାପତି ପ୍ରତାପ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଜେଲ ହାଜତକୁ...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା ପାଇଁ ଚିନ୍ତା କରିପାରିବେ ନାହିଁ ା କିନ୍ତୁ ଓଡ଼ିଶା ଭାଜପା ସଂସ୍କୃତିକୁ ପ୍ରଥମେ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri