ମେଟ୍ରୋ

ସତ ଶୁଣିବାକୁ ଡର ଲାଗିବାରୁ ପଳାଇଲେ ବିରୋଧୀ

ଭୁବନେଶ୍ୱର, ୨୩।୮(ସୁନିତ୍‌ ମିଶ୍ର):ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ପର୍କିତ ଖର୍ଚ୍ଚଦାବି ଆଲୋଚନା ସମୟରେ ବିରୋଧୀ ମଦମୃତ୍ୟୁ ପ୍ରସଙ୍ଗକୁ ନେଇ ହୋହଲ୍ଲାକରି ଗୃହତ୍ୟାଗ କରିଥିଲେ। ହେଲେ ଶାସକ ଦଳ ସଦସ୍ୟମାନେ ବିନା ବିରୋଧୀରେ ଖର୍ଚ୍ଚଦାବି ଆଲୋଚନା କରିବା ସହ ମନ୍ତ୍ରୀ…

ଗଞ୍ଜାମର ଦେଶୀ ମଦ ରାଜଧାନୀରେ ଜବତ

ଭୁବନେଶ୍ୱର,୨୩ା୮(ସୂର୍ଯ୍ୟକାନ୍ତ ବେହେରା):ବ୍ରହ୍ମପୁର ଚିକିଟିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟଣା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଟାର୍ଗେଟ କରିଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଅବକାରୀ ବିଭାଗ…

ସିମ୍‌ବକ୍ସ ନେଟ୍‌ୱର୍କ:ଢାକାରୁ ସ୍ମାର୍ଟ ସୁଇଚ୍‌ରେ କରୁଥିଲେ ଅପରେଟ୍‌

ଭୁବନେଶ୍ୱର,୨୩ା୮(ସତ୍ୟଜିତ୍‌ ରାଉତ):ସିମ୍‌ବକ୍ସ ନେଟ୍‌ୱର୍କ ମାମଲାରେ କମିଶନରେଟ୍‌ ପୋଲିସ ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳଙ୍କୁ ରିମାଣ୍ଡରେ ଆଣି ଜେରା କରିବାବେଳେ ନୂଆ ନୂଆ ତଥ୍ୟ ମିଳିବାରେ ଲାଗିଛି। ମାଷ୍ଟରମାଇଣ୍ଡ ବାଂଲାଦେଶର ଆଶାଦ୍ଦୁର ଜମାନ୍‌ଙ୍କ ଫଟୋ ମିଳିଥିବାବେଳେ ତାଙ୍କ ବିଷୟରେ ମଧ୍ୟ ପୋଲିସ ଅଧିକ…

ପିସିସି ସଭାପତି ଚୟନକୁ ଲାଗିବ ୨ ମାସ

ଭୁବନେଶ୍ୱର,୨୩।୮(ସୁନୀତ ମିଶ୍ର): ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ…

ଚିକିଟି ମଦମୃତ୍ୟୁ: ଆର୍‌ଡିସି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଗଞ୍ଜାମ ଜିଲା ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଗୁରୁବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଡିସେମ୍ବର ସୁଦ୍ଧା ସବୁ ଶିକ୍ଷାନୁଷ୍ଠାନକୁ ଦିଆଯିବ ଜମିପଟ୍ଟା

ଭୁବନେଶ୍ୱର,୨୨।୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ବର୍ଷର ସରକାର…

ଲକ୍ଷ୍ମୀ ବସ୍ ଚଲାଇ କ୍ଷତି ସହୁଛନ୍ତି ସରକାର; ରାଜକୋଷରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା; ଆୟ ନାହିଁ

ଭୁବନେଶ୍ୱର,୨୨ା୮:କ୍ରମାଗତ ତୃତୀୟ ଦିନ ପାଇଁ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବିଧାନସଭା କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହାରି ମଧ୍ୟରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ପ୍ରଧାନ। ଏହି ସମୟରେ ବିଧାୟକ ପ୍ରଶ୍ନ କରି ଲକ୍ଷ୍ମୀ ବସ…

ଓଡ଼ିଶାରେ ସୁନାଖଣିର ସନ୍ଧାନ, ମନ୍ତ୍ରୀ କହିଲେ ଏସବୁ ଜିଲାରେ ନିଲାମ ପାଇଁ ଚାଲିଛି…

ଭୁବନେଶ୍ୱର,୨୨ା୮: ବିଧାନସଭା ଅଧିବେଶନରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି। ଦେବଗଡ଼ ଜିଳା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥରର ସନ୍ଧାନ ମିଳିଛି।…

ଅବକାରୀ ମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, କହିଲେ ଏଣିକି ମଦଭାଟିରେ ଚାଲିବ ବୁଲ୍‌ଡୋଜର

ଭୁବନେଶ୍ୱର,୨୨ା୮: ଚୋରା ମଦ କାରବାର ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍‌ଡୋଜର ଚଲାଇ ତାକୁ ଧୂଳିସାତ୍‌ କରାଯିବ। ସେ କହିଛନ୍ତି, ବର୍ତ୍ତମାନ ସାରା…

ହକି ଖେଳାଳିଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ନବୀନ, କହିଲେ ହକି ଓଡ଼ିଶାର…

ଭୁବନେଶ୍ୱର, ୨୨।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହକି ଖେଳାଳି ଭେଟିଛନ୍ତି। ଏହି ସାକ୍ଷାତକୁ ନବୀନ ତାଙ୍କ ସୋସିଆଲ ମିଡିଆ ପ୍ଲାର୍ଟଫର୍ମ ଏକ୍ସରେ ଶେୟାର କରିଛନ୍ତି। ନବୀନ ଲେଖିଛନ୍ତି, ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତିବା ପରେ ବିଜେତା ଭାରତୀୟ…

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…

ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮: ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?