ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ
ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ...
୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ
ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ...
ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା...
ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ ହୋଇଛି। ସେ ଭାଜପାରେ ଅଛନ୍ତି ଆଉ ରହିବେ ମଧ୍ୟ । ଆବଶ୍ୟକ...
ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ
ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୩୦ରେ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ମଧ୍ୟ ଦାଖଲ...
ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ
ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ...
ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ
ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ସଞ୍ଜୟ ଦାସବର୍ମାଙ୍କ ସମର୍ଥକ ପୁରୀ ଜିଲାପାଳଙ୍କ ଅଫିସ ପରିସରରେ ପ୍ରବଳ...
ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ
ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ...
ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡରେ...
ରାହୁଲଙ୍କ ଭାଷଣକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର, ୨୯।୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ...
କଂଗ୍ରେସ ଛାଡ଼ିଲେ ଦୁଲାଲ
ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ...
ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼
ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬, ମାଲକାନଗିରି ଓ କେନ୍ଦୁଝରରେ ୩୫, ଭବାନୀପାଟଣାରେ ୩୪.୪, ଭୁବନେଶ୍ୱରରେ ୩୩.୮, ଜଗତସିଂହପୁରରେ ୩୩.୪,...
Archives


