ମେଟ୍ରୋ

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡରେ...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬, ମାଲକାନଗିରି ଓ କେନ୍ଦୁଝରରେ ୩୫, ଭବାନୀପାଟଣାରେ ୩୪.୪, ଭୁବନେଶ୍ୱରରେ ୩୩.୮, ଜଗତସିଂହପୁରରେ ୩୩.୪,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ ପ୍ରାୟ ୮୩ ପ୍ରତିଶତ ଯୁବପିଢ଼ି ଅଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମୁଦ୍ରାନୀତି କମିଟି...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ ଭିକ୍ଷୁକମାନେ ବସୁ ନାହାନ୍ତି, ତଥାପି ଏବେ ବି ଅନେକ ସ୍ଥାନରେ ଭିକାରୀ ଭିକ୍ଷାବୃତ୍ତି...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା ସର୍କୁଲାରରେ ସେବା (ଅପ୍ଟ-ଆଉଟ କିମ୍ବା ଅପ୍ଟ-ଇନ) ଚୟନ କରିବାକୁ ଯାତ୍ରୀମାନଙ୍କୁ ସ୍ବାଧୀନତା ଦେବା...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ଉନ୍ମୋଚନ ସହ...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାବେଳେ ଖାରବେଳନଗର ଥାନା ପୋଲିସ ୨ ଭାଇଙ୍କ ସମେତ ୩...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌ ଭାବେ ତନିସ୍କ ଏହାକୁ ଗ୍ରାହକ ନିକଟରେ ଉପସ୍ଥାପନ କରିଛି। ରିଭା ନିଜର ବିବିଧ...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri