ଆଜି ବିଜେଡିର ବିଧାୟକ ଦଳ ବୈଠକ
ଭୁବନେଶ୍ୱର, ୧୯।୬(ସୁନିତ୍ ମିଶ୍ର):ବିଜେଡି ବିଧାୟକ ଦଳ ବୈଠକ ବୁଧବାର ଅପରାହ୍ନ ସାଢେ ୪ଟା ସମୟରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହେବ। ଏଥିରେ ଦଳର ସମସ୍ତ ୫୧ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କ ଉପସ୍ଥିତିରେ କାହାକୁ ବିରୋଧୀ ଦଳ ନେତା କରାଯିବ…
କେବେ ଘୋଷଣା ହେବ କଂଗ୍ରେସ ବିଧାୟକ ଦଳ ନେତା: ପ୍ରଭାରୀ କଲେ ଘୋଷଣା
ଭୁବନେଶ୍ୱର, ୧୯।୬(ସୁନିତ୍ ମିଶ୍ର):ଆସନ୍ତା ୩ରୁ ୪ ଦିନ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା କିଏ ହେବେ ତାହା ଘୋଷଣା ହୋଇଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଭାରୀ ଅଜୟ କୁମାର କହିଛନ୍ତି। ଅନ୍ୟପଟେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଅଫିସରଙ୍କୁ ବଦଳି
ଭୁବନେଶ୍ୱର,୧୯ା୬(ଅନିଲ ଦାସ):ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା…
୨୦ରେ ବାଚସ୍ପତି ନିର୍ବାଚନ, ଆଜି ନାମାଙ୍କନ
ଭୁବନେଶ୍ୱର,୧୯ା୬(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ଯେଉଁମାନେ ଶପଥ ନେଇନାହାନ୍ତି ସେମାନେ ବୁଧବାର ନେବେ। ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପଦ ଲାଗି ନିର୍ବାଚନ ହେବ। ଏହି ପଦବୀ ଲାଗି ବୁଧବାର…
ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…
ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…
ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ ଖୋଜିବାକୁ ନଳ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଥିଲେ ହେଁ ସେ କମିଟି…
ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୮।୬: ପୁଣି ବଢିଲା ଖରାଛୁଟି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ ଜିଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ତେବେ ଖରାଛୁଟି ପର୍ବରୁ ମଙ୍ଗଳବାର ଅର୍ଥାତ୍ ଜୁନ୍…
ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ
ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ…
ଡ୍ରେନ୍ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ ଯଥାଶୀଘ୍ର…
ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ…
ବିଧାନସଭାରେ ଏହିଠି ନବୀନଙ୍କ ସିଟ୍, ଆଗରେ ଏମାନେ…
ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ ଏବେ ରାଜ୍ୟ କମାଣ ଭାଜପାକୁ ଧରାଇଛନ୍ତି। ଏହି କ୍ରମରେ ଭାଜପାରେ ରାଜ୍ୟର ମଙ୍ଗ…
ଡ୍ରେନ୍ରେ ଭାସିଯାଇଥିବା ନାବାଳକ ହେଲେ ଉଦ୍ଧାର
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।
Archives


