ମେଟ୍ରୋ

ରାଷ୍ଟ୍ରପତିଙ୍କୁ ଭେଟିଲେ ଅଶ୍ୱିନୀ:ଓଡ଼ିଶାରେ ଏହି କାର୍ଯ୍ୟ ପାଇଁ କଲେ ଆଲୋଚନା

ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା):କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେବାକୁ ଥିବା ୬ଟି ନୂଆ ରେଳ ଲାଇନର ମଞ୍ଜୁରୀ ସମ୍ବନ୍ଧରେ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି। ଏହି ରେଳପ୍ରକଳ୍ପଗୁଡ଼ିକ ଓଡ଼ିଶାର ଉପାନ୍ତ…

ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ…

ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର…

ରାଜ୍ୟ ସଭା ଟିକେଟ ଦେବାକୁ କେହି କମିଟମେଣ୍ଟ କରି ନ ଥିଲେ: ମମତା ମହାନ୍ତ

ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।…

+୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା

ଭୁବନେଶ୍ୱର, ୨୦ା୮(ଅସମାପିକା ସାହୁ): ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ…

ସରକାରଙ୍କ ସମସ୍ତ ବିଭାଗ ଗୋଟିଏ ଟିମ୍‌ ହୋଇ କାମ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି…

ରାଜ୍ୟରେ ଅଛନ୍ତି ଏତିକି ହାତୀ, ବାଘ; ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୦।୮: ରାଜ୍ୟରେ ସମ୍ପ୍ରତି କରାଯାଇଥିବା ପଶୁ, ପକ୍ଷୀ ଏବଂ ବନ୍ୟପ୍ରାଣୀ ଗଣନାରୁ ମହାନଦୀରେ ୧୪ଟି ଘଡିଆଳ କୁମ୍ଭୀର ରହିଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି । ବିଧାନସଭାରେ ଆଜି ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ…

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଓଡ଼ିଶାରୁ…

ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।…

ଆଳୁ ସଙ୍କଟ ମଧ୍ୟରେ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୫ ଦିନ ଭିତରେ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖା ଦେଇପାରେ। ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ସୂଚନା ଦେବା ପରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା ଆସିଛି। ମନ୍ତ୍ରୀ କହିଛନ୍ତି, ଟ୍ରେନରେ ପାଖାପାଖି ୪୮…

ବୁଧବାର ଓଡ଼ିଶା ଆସିବେ ଅଲିମ୍ପିକ୍ସ ପଦକ ବିଜେତା ହକି ଟିମ: ଦିଆଯିବ ପୁରସ୍କାର ରାଶି

ଭୁବନେଶ୍ୱର,୨୦।୮: ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍‌ ବୁଧବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ହକି ଦଳ ଆସିବା ନେଇ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଦେଇଛନ୍ତି। ଦିନ ସାଢ଼େ ୧୨ଟାରେ ବିମାନ ବନ୍ଦରରେ…

ସୁଭଦ୍ରା ଯୋଜନା ଏସ୍‌ଓପିକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ, ବାହିନୀପତି କହିଲେ…

ଭୁବନେଶ୍ୱର,୨୦।୮(ଅନିଲଦାସ): ଅଗଷ୍ଟ ୧୫ ତାରିଖ ସୁଦ୍ଧା ‘ସୁଭଦ୍ରା’ ଯୋଜନାର ଏସ୍‌ଓପି ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଥିଲେ। ସ୍ବାଧୀନତା ଦିବସ ଯାଇ ରାଖୀ ଆସିଲାଣି। ହେଲେ ‘ସୁଭଦ୍ରା’ ଯୋଜନାର ଏସ୍‌ଓପି ଆସିଲା ନାହିଁ। କୁଆଡ଼େ ଗଲା ‘ସୁଭଦ୍ରା’…

୧ କୋଟି ସଦସ୍ୟ ସଂଗ୍ରହ କରିବ ଭାଜପା: ମନମୋହନ

ଭୁବନେଶ୍ୱର,୨୦।୮(ଅନିଲଦାସ): ଭାଜପା ସେପ୍ଟେମ୍ବର ୧ ତାରିଖରୁ ରାଷ୍ଟ୍ରୀୟ ସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିବ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଓଡ଼ିଶାରେ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?