ମେଟ୍ରୋ

ଆଇନମନ୍ତ୍ରୀଙ୍କ ସୂଚନା: ଆସନ୍ତାବର୍ଷଠୁ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର,୧୯।୮: ଆସନ୍ତାବର୍ଷଠୁ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ । ଚଳିତ ବର୍ଷଠାରୁ ପ୍ରସ୍ତୁତି ଆରମ୍ଭ କରିବା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ନୂଆ ସରକାରରେ ସମୟ ଅଭାବ ଯୋଗୁ ଆସନ୍ତାବର୍ଷରୁ ନିର୍ବାଚନ କରାଯିବ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିମାନଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ ଯୋଜନା

ଭୁବନେଶ୍ୱର,୧୯।୮: ଅନ୍ତ୍ୟୋଦୟ ଗୃହ ଯୋଜନା ନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାତ୍ୟା, ବନ୍ୟା କି ହାତୀ ଘର ନଷ୍ଟ କଲେ ଅନ୍ତ୍ୟୋଦୟ ଯୋଜନା ମିଳିବ। ବିଭିନ୍ନ କାରଣରୁ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଭଉଣୀ ରାସମଣି

ଭୁବନେଶ୍ୱର,୧୯।୮: ଆଜି ପବିତ୍ର ଗହ୍ମା ପୂର୍ଣ୍ଣମା ତଥା ପ୍ରଭୁ ଶ୍ରୀ ବଳଦେବଙ୍କ ଜନ୍ମ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି ତାଙ୍କ ଭଉଣୀ ରାସମଣି ମାଝୀ । ପୂର୍ବରୁ ରାସମଣୀ ଘରେ ଏକୁଟିଆ ଭାଇ ହାତରେ ରାଖୀ ବାନ୍ଧୁଥିଲେ।…

ରାଜଧାନୀରେ ସଶସ୍ତ୍ର ଡକାୟତି

ଭୁବନେଶ୍ବର,୧୯।୮: ରାଜଧାନୀ ତମାଣ୍ଡୋ ଥାନା ଭଗବାନପୁର ଅଞ୍ଚଳରେ ଏକ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଭଗବାନପୁରରେ ଥିବା ଏକ କୋରିଅର୍‌ ସଂସ୍ଥା କାର୍ଯ୍ୟାଳୟରେ ପଶି ୫ ଲକ୍ଷ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମିଳିଥିବା…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି…

ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର…

ମଜଭୁତ ହେଉ ଭଉଣୀ-ଭାଇ ସମ୍ପର୍କର ଡୋରି

ଭଉଣୀର ସୁରକ୍ଷା ପାଇଁ ଭାଇ ସବୁବେଳେ ତା’ସହ ରହିଥାଏ। ଆଉ ଭଉଣୀ ମଧ୍ୟ ସବୁବେଳେ ଭାଇର ଶୁଭ ମନାସିଥାଏ। ଭାଇ ଓ ଭଉଣୀର ଏହି ମଧୁର ସମ୍ପର୍କକୁ ଆହୁରି ମଜଭୁତ କରିଥାଏ ରାଖୀ। ଭାଇ ମନରେ ଭଉଣୀ ପ୍ରତି ଥିବା ପ୍ରତିବଦ୍ଧତା…

ଜୀବନ ଯିବା ପରେ ଡେଙ୍ଗୁ ଭୟ ବଢ଼ିଲା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍‌ଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମ୍‌ଙ୍କ ମୃତ୍ୟୁ ଘଟଣା ଏବେ ଚିନ୍ତା ବଢ଼ାଇ ଦେଇଛି। ଚଳିତ ବର୍ଷ ଏହା ରାଜ୍ୟର ପ୍ରଥମ ଡେଙ୍ଗୁ ମୃତ୍ୟୁ ବୋଲି କୁହାଯାଉଥିଲେ ମଧ୍ୟ ସରକାରୀ…

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ କେନ୍ଦ୍ରର…

୨୨ରେ ଡିଗ୍ରୀଧାରୀ ମାଧ୍ୟମିକ ଶିକ୍ଷକ ଆଶାୟୀଙ୍କ ଧାରଣା

ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା): ରାଜ୍ୟରେ ୮୦ ହଜାରରୁ ଊଦ୍ଧର୍‌ବ ମେଧାବୀ ଛାତ୍ରୀଛାତ୍ର ଦୁଇବର୍ଷିଆ ବି.ଏଡ୍‌ ପାଠ ପଢି ଘରେ ବେକାର ହୋଇ ବସିଛନ୍ତି। ତୁରନ୍ତ ନିଯୁକ୍ତି ଦାବି କରି ମାଧ୍ୟମିକ ଆଶାୟୀ ଶିକ୍ଷକ ସଂଘ ଆସନ୍ତା ୨୨ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି…

ଭୁବନେଶ୍ୱର ପରେ କଟକରେ ସିମ୍‌ ବକ୍ସ

ଭୁବନେଶ୍ୱର,୧୯ା୮(ସତ୍ୟଜିତ୍‌ ରାଉତ): ଓଡ଼ିଶାରେ ବାଂଲାଦେଶୀ ଆତଙ୍କୀଙ୍କ ଗୁମର ଖୋଲିବାରେ ଲାଗିଛି। ଭୁବନେଶ୍ୱର ପରେ କଟକରୁ ମଧ୍ୟ ସିମ୍‌ ବକ୍ସ ମିଳିଛି। ଏହି ଘଟଣାରେ ବିଦେଶୀ ଲିଙ୍କ୍‌ ମିଳିଥିବାରୁ କମିଶନରେଟ୍‌ ପୋଲିସ ଗୁରୁତ୍ୱର ସହ ନେଇ ଅଧିକ ତନାଘନା ଚଳାଇଛି। ଗିରଫ ହୋଇ…

ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୧୯।୮(ସତ୍ୟଜିତ ରାଉତ): ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ ଭୁବନେଶ୍ୱରରେ ମଦ୍ୟପାନ କରି ଗାଡ଼ି ଚାଳନା କରିବାବେଳେ କମିଶନରେଟ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେ ଚଳାଉଥିବା କାର୍‌ (ଓଡି୦୨-ଜେ-୭୫୮୫)କୁ ପୋଲିସ ଜବତ କରିଛି। ଶନିବାର ରାତିରେ ସେଫ୍‌ ସିଟି ଡ୍ରାଇଭ ଅଭିଯାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?