ମେଟ୍ରୋ

ସରକାରୀ ପ୍ରତିଷ୍ଠାନରେ ଭିଡିଓ, ଫଟୋ, ରିଲ୍ସକରି ଛାଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୪।୧(ସୁନିତ୍‌ ମିଶ୍ର): ସାମାଜିକ ଗଣମାଧ୍ୟମରେ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ରିଲ୍ସ, ଭିଡିଓ ଉତ୍ତୋଳନ ଉପରେ ସରକାର କଟକଣା ଲଗାଇଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଧିବଦ୍ଧ ନୋଟିସ ଜାରି କରାଯାଇଛି। ଉକ୍ତ ନୋଟିସରେ…

ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ ଚିହ୍ନ ନାହିଁ କି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ନାହିଁ। ଯାହାକୁ ନେଇ…

ମୋକିମଙ୍କୁ ଅତୃପ୍ତ ଆତ୍ମା କହି ବର୍ଷିଲେ ଭକ୍ତ: କହିଲେ ମହାପ୍ରଭୁ ଭରସା

ଭୁବନେଶ୍ୱର,୩।୧: ମହମଦ୍‌ ମୋକିମଙ୍କୁ ଅତୃପ୍ତ ଆତ୍ମା କହି ଟାର୍ଗେଟ କଲେ ପସିସି ସଭାପତ ଭକ୍ତ ଦାସ। ସେ କହିଛନ୍ତି ଗୋଟିଏ ଦଳରେ ଶୃଙ୍ଖଳିତ ଭାବେ ରହି ପାରିଲେ ନାହିଁ। ଏବେ ନୂଆ ଦଳ ଗଢ଼ିବେ କହୁଛନ୍ତି, କରୁନାହାନ୍ତି, କିଏ ମନା କରୁଛି।ସେ…

ରୁପାଲି ଛକକୁ ବାଛିଛି ଆମ ବସ୍‌: ଅଟୋ ପରେ ପୁଣି ସ୍କୁଟିକୁ …

ଭୁବନେଶ୍ୱର,୩।୧: ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍‌। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। କିଛି ସମୟ ପୂର୍ବରୁ ‘ଆମ ବସ’ ଧକ୍କାରେ ଜଣଙ୍କର ଜୀବନ ଯାଇଥିଲା। ଜଣେ ଗୁରୁତର ହୋଇଥିଲେ। ଏକ ଅଟୋ…

ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…

ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି ସିବିଆଇ ତଦନ୍ତ କଲେ ବି କିଛି ହେବନି। ଆକ୍ରୋଶମୂଳକ ଭାବେ ତଦନ୍ତ କଲେ କିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR

ଭୁବନେଶ୍ୱର,୨।୧: ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଚଳିକା ମୁହାଣ ପୋତି ହେବା କାରଣରୁ…

ଜାନକୀଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ, କହିଲେ କଂଗ୍ରେସର ପତନ ପାଇଁ…

ଭୁବନେଶ୍ୱର,୩ା୧: ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ମୃତି ସଭାରେ ବର୍ଷିଲେ ମୋକିମ । କଂଗ୍ରେସ ହାଇକମାଣ୍ଡଙ୍କୁ ଟାର୍ଗେଟ କରି ସେ ବର୍ଷିଛନ୍ତି । ତେବେ ରାଜ୍ୟରେ କଂଗ୍ରେସ ପତନ ପାଇଁ କେବଳ ଦିଲ୍ଲୀ ସୁପ୍ରିମୋ ହିଁ ଦାୟୀ । ପିସିସି ସଭାପତି ପଦ…

ସିଭିଲ ସର୍ଭିସ ପରୀକ୍ଷା ଆଶାୟୀଙ୍କ ପାଇଁ ଖୁସି ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୩ା୧: ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ଏଥିରେ ଓଏଏସ୍‌, ଓଆର୍‌ଏସ୍‌ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି…

ରୁପାଲି ଛକରେ ଭୟଙ୍କର ଦୁର୍ଘଟଣା: ଆମ ବସ୍‌ ନେଲା ଜୀବନ

ଭୁବନେଶ୍ୱର,୩।୧: ପୁଣି ଆମ ବସ୍‌ ନେଲା ଜୀବନ। ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ୍‌ ଉପରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଅଟୋ ପଛରୁ ପିଟିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି । ଜଣେ ଗୁରୁତର ହୋଛନ୍ତି ।…

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ପରିବହନ ମନ୍ତ୍ରୀ । ବିଭୂତି ଭୂଷଣ ଜେନାଙ୍କ କହିବା ଅନୁସାରେ, ଏହି…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ…

ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଭୁବନେଶ୍ୱର,୩।୧: ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା। ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri