ମେଟ୍ରୋ

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ସୁଜାତାଙ୍କ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ ଏବଂ ଏହା “ଶତ…

ଧଉଳିରେ ଲଜ୍ଜା, ହଷ୍ଟେଲରୁ ନେଇ ହୋଟେଲରେ ବଳାତ୍କାର କଲେ ପୁରୁଷବନ୍ଧୁ!

ଭୁବନେଶ୍ୱର,୮।୬: ପୁଣି ରାଜଧାନୀରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଧଉଳି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ,…

ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି । ଏହି ବୈଠକରେ ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ ଆହୁରି ଆଗାମୀ କିଛି ଦିନ ଏଭଳି ସ୍ଥିତି ରହିବା ନେଇ ଭୁବନେଶ୍ବର ପାଣିପାଗ…

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଦ୍ଧପରିକର। ଶିକ୍ଷା କ୍ଷେତ୍ରରେ ସର୍ବାଙ୍ଗୀନ ବିକାଶ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଏକାସଙ୍ଗେ ୪୩ ଜଣ ପୁଲିସ ଇନ୍ସପେକ୍ଟରଙ୍କୁ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏନେଇ…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା ଏବଂ ସ୍ନାନଯାତ୍ରା ଆୟୋଜନ କରୁଛି। ଏହା ଶାସ୍ତ୍ର ଓ ପରମ୍ପରାର ସମ୍ପୂର୍ଣ୍ଣ ବିରୋଧ…

ନାମାଙ୍କନ ଭରିବା ପରେ ବିସ୍ଫୋରକ ବୟାନ ଦେଲେ ଦେବାଶିଷ, ବିଜେଡିକୁ ନେଇ କହିଲେ ଏତେ ବଡ଼ କଥା; ରାଜ୍ୟରେ ଚହଳ

ଭୁବନେଶ୍ୱର, ୫।୬: ରାଜ୍ୟ ସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ। ଭାଜପା ପ୍ରାର୍ଥୀ ଭାବେ ସେ ଶୁକ୍ରବାର ନାମାଙ୍କନ ଭରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ତେବେ ନାମାଙ୍କନ ଦାଖଲ କରିବା ପରେ ଦେବାଶିଷ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?