ମେଟ୍ରୋ

୬ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୬ ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ତେବେ ଏଫ୍‌ ଆଣ୍ଡ ଏଆର୍‌ଡି ବିଭାଗରେ କାର୍ଯ୍ୟ କରୁଥିବା ଅନୁ ସଚିବ ପ୍ରଦୀପ କୁମାର ସାମଲଙ୍କୁ ବଦଳିକରି ସଂସଦୀୟ ବ୍ୟାପାର ବିଭାଗ…

ପଦ ଚାଲିଯିବା ଭୟରେ ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି: କଂଗ୍ରେସ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ପୁରୀ ରାଜଭବନରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ଏବଂ ତାଙ୍କର ୫ ଜଣ ଝାଡ଼ଖଣ୍ଡୀ ବନ୍ଧୁ ଅତି ନୃଶଂସ ଭାବେ ଶାରୀରିକ ନିର୍ଯାତନା ଦେବାପରେ ଏହି ଘଟଣାକୁ ନେଇ ରାଜ୍ୟରେ ହଟଚମଟ ସୃଷ୍ଟି ହୋଇଛି।…

ମିଶନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ: ଦେଲେ ଏମିତି ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୭(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ଅନ୍ତର୍ଗତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଗୁରୁବାର ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମିଶନ ମୋଡ୍‌ରେ ଅପପୁଷ୍ଟି ଦୂର…

ବଙ୍ଗୋପସାଗରରେ ଲଘୁଚାପ: ୨୨ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ):କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ସମ୍ପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା…

ଆଜି ରସଗୋଲା ଦିବସ: ଜାଣନ୍ତୁ କାହିଁକି କରାଯାଏ ପାଳନ

ନୀଳାଦ୍ରି ବିଜେରେ ପ୍ରତିବର୍ଷ ପାଳନ ହୁଏ ରସଗୋଲା ଦିବସ। ୨୦୧୫ରୁ ଓଡ଼ିଶାରେ ଏହି ଦିବସ ପାଳନ କରାଯାଇଆସୁଛି। ଗୁଣ୍ଡିଚା ମନ୍ଦିରରେ ନଅ ଦିନ ରହି ମାଉସୀ ମା’ ଘର ପାଖରେ ଅଟକି ବାଟରେ ପୋଡ଼ପିଠା ଖାଇ ମହାପ୍ରଭୁ ଶ୍ରୀମନ୍ଦିର ଫେରିଥିଲେ। ବାହୁଡ଼ା…

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣଙ୍କ ବିରୋଧରେ ହାଇକୋର୍ଟ ଗଲେ ଭାଜପା ନେତା ଜଗନ୍ନାଥ

ଭୁବନେଶ୍ୱର,୧୮।୭: ହାଇକୋର୍ଟ ଗଲେ ଭୁବନେଶ୍ବର ମଧ୍ୟ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା ରୁଜୁ କରିଛନ୍ତି। ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ କରି ପିଟିଶନ ଦାଖଲ କରିଥିବା ଜଗନ୍ନାଥଙ୍କ ପକ୍ଷରୁ ଲଢୁଥିବା…

ନବୀନଙ୍କ ପାୱାରଫୁଲ ଅଫିସରଙ୍କୁ ସିଏମଓରୁ ହଟାଇଲେ ମୋହନ ସରକାର

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ ଦାୟିତ୍ୱ…

ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ…

ବିଜେଡିର ଛାୟା କ୍ୟାବିନେଟକୁ ନେଇ ସମୀରଙ୍କ ତେର୍ଚ୍ଛାବାଣ, କହିଲେ ନବୀନ ବାବୁ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନକୁ ନେଇ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ସରକାରରେ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳୁ ନ ଥିଲା, ଏବେ ବିଧାୟକଙ୍କୁ ବିଭାଗ ମିଳୁଛି। ନିଜର ଆତ୍ମସନ୍ତୋଷ ପାଇଁ,…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ…

କିଏ ସେହି ଅରିନ୍ଦମ ଡାକୁଆ ଯିଏ ମୁଖ୍ୟମନ୍ତ୍ରୀ ମୋହନଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ ନିଯୁକ୍ତି ପାଇଛନ୍ତି। ସେହିପରି ୨୦୧୨ ବ୍ୟାଚ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ…

ଆହାର କେନ୍ଦ୍ରରେ ଖାଇ ମନ୍ତ୍ରୀ କଲେ ବଡ଼ ଘୋଷଣା, ‘ବନ୍ଦ ହେବନି ଆହାର ଯୋଜନା’

ଭୁବନେଶ୍ୱର,୧୮ା୭: ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହାର କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri