ମେଟ୍ରୋ

ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍‌ ୧୮ରେ ପିଏମ୍‌-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍‌-କିଷାନ ଉତ୍ସବ ଦିବସ ଆକାରରେ ପାଳନ କରାଯାଉଛି। ଓଡ଼ିଶାରେ ମଧ୍ୟ ମଙ୍ଗଳବାର ଅପରାହ୍ନ ୪ଟା ୩୦ରୁ…

କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ

ଭୁବନେଶ୍ୱର, ୧୭।୬(ଅସମାପିକା ସାହୁ): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ…

ଏହି ସବୁ ଜିଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୭।୬: ଖରାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଏବେ ଜିଲାପାଳ ନେବେ। ତେବେ ଅନେକ ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୧୮ ତାରିଖରେ ସ୍କୁଲ ଖୋଲୁଥିବା ବେଳେ…

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦୁଝର ଉପଜିଲାପାଳ ଭାବେ ସେ ଦାୟିତ୍ୱରେ ଥିଲେ।…

ଜାଣନ୍ତୁ କେଉଁ ଜିଲାରେ ଖୋଲିବ ସ୍କୁଲ, କେଉଁଠି ରହିବ ବନ୍ଦ

ଭୁବନେଶ୍ୱର,୧୭।୬: ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲାପାଳମାନେ ସ୍କୁଲ ଖୋଲିପାରିବେ। ଏହି କ୍ରମରେ ଆସନ୍ତାକାଲି ଦେବଗଡ଼…

ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ଘଟଣାରେ ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିକ୍ରିୟା ରଖିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲାପାଳଙ୍କ ସହ ଆଲୋଚନା କରି ସ୍ଥିତି ସମ୍ପର୍କରେ ଅବଗତ ହେବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କଡ଼ା ନିର୍ଦ୍ଦେଶ…

ସ୍କୁଲ ଖୋଲିବାକୁ ନେଇ ଆସିଲା ବଡ଼ ଅପଡେଟ୍‌, ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍‌ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ…

ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ…

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ ୮ଟା ବାଜିଲେ ବି ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ୨୦ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ…

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ…

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ ଖୋଜା ଆରମ୍ଭ ହୋଇଛି। ତେବେ ଡିପ୍‌ଥେରିଆ ରୋଗରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri