ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!
ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ ଫଟୋ ଦେଖିବାକୁ ମିଳିଛି । ଯାହାକୁ ନେଇ ଆଲୋଚନା ତୀବ୍ର ହୋଇଛି।...
ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!
ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର...
ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍
ଭୁବନେଶ୍ୱର,୨୫।୪: ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍ ପଡିଥିବା ସୂଚନା ମିଳିଛି। ସନ୍ଦିଗ୍ଧ ଡ୍ରୋନ କାହାର ଜଣାପଡ଼ିନି। ଏନେଇ ବେଲପାହାଡ଼ ପୋଲିସ ତଦନ୍ତ ଚଳାଇଛି।...
ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ପିଲାଙ୍କ ଗଣିତ...
ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି
ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି ।...
ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡ଼ିଶା...
ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା...
ଆଜିଠୁ ଖରାଛୁଟି
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା...
ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର...
ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…
ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ ଦେଖାଯାଇଛି। ତେବେ ଆଜି ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ। ସୋନପୁର ରାମେଶ୍ୱରମ...
ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ...
ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍ଲାଇନ୍ ମୂଲ୍ୟାଙ୍କନ ଶେଷ ହୋଇଥିବା ବେଳେ ଅଫ୍ଲାଇନ୍ ମୂଲ୍ୟାୟନ ବୁଧବାର ସୁଦ୍ଧା ଶେଷ...
Archives


