ମେଟ୍ରୋ

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ ସରିଯିବା ଓ ଏଥିପାଇଁ ଟଙ୍କା ମାଗିବାରୁ ପ୍ରଥମେ ବଚସା ପରେ ଉତ୍‌କ୍ଷିପ୍ତ ହୋଇ ସୁଶାନ୍ତଙ୍କୁ…

ବାପାଙ୍କ ପରେ ପୁଅଙ୍କୁ ମିଳିଲା ଆଇନ ବିଭାଗ

ଭୁବନେଶ୍ୱର,୧୬ା୬(ଅନିଲ ଦାସ)ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହୋଇଛି। ମନ୍ତ୍ରିମଣ୍ଡଳରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିଛି। ତାଙ୍କୁ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ଦାୟିତ୍ୱ ମିଳିଛି। ତାଙ୍କ ବାପା ତଥା ଛତିଶଗଡ଼…

ସଞ୍ଜୟଙ୍କୁ ଯୁବ, ମାନସଙ୍କୁ ବାଲ୍‌

ଭୁବନେଶ୍ୱର,୧୬।୬ (ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଲ୍‌ ପୁରସ୍କାର – ୨୦୨୪ ଶନିବାର ଘୋଷଣା କରାଯାଇଛି। ଓଡ଼ିଆ ଭାଷାରେ ଯୁବ କଥାକାର ସଞ୍ଜୟ ପଣ୍ଡା ‘ଯୁବ ପୁରସ୍କାର’ ପାଇବା ପାଇଁ ମନୋନୀତ ହୋଇଛନ୍ତି। ତାଙ୍କ ଗଳ୍ପ ପୁସ୍ତକ ‘ହୁ…

ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ…

ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫।୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଶନିବାର ପରଲୋକ ହୋଇଛି। ମୁରଲୀଧରଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର…

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ବିଭାଗ ମିଳିଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ହାତରେ ମହିଳା ଓ ଶିଶୁ…

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ ନେଇଥିବା ବେଳେ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ନୂଆ ମନ୍ତ୍ରୀମାନଙ୍କୁ ବିଭାଗ…

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ…

ଲୋକଙ୍କ ପ୍ରତି ଭଲ ବ୍ୟବହାର କର, ପୋଲିସକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୬: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି। ପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri