ମେଟ୍ରୋ

ରାଜ୍ୟ ସରକାରଙ୍କୁ ବଡ଼ ଅନୁରୋଧ କଲେ ନବୀନ; ପ୍ରକାଶ କଲେ ଦୁଃଖ

ଭୁବନେଶ୍ୱର,୧୩।୮: ବାଂଲାଦେଶରେ ଦେଖା ଦେଇଥିବା ଅଶାନ୍ତିକର ସ୍ଥିତି କାରଣରୁ ଏହାର ପ୍ରଭାବ ପଡୋଶୀ ଦେଶ ତଥା ଭାରତ ଉପରେ ପଡିଛି। ସେଠାରେ ବସବାସ କରୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ହେଉଥିବାର ଖବର ଆସିବା ମଧ୍ୟରେ ସେଠାରୁ ଅନେକ ବାଂଲାଦେଶୀ…

ମୋହନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର; ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୧୩।୮: ଆଇନ ଓ ନିୟାମକ ଢାଞ୍ଚା ଅନୁଯାୟୀ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୦ ରେ ଥିବା ଅସଙ୍ଗତିକୁ ଠିକ୍ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି। ମାଝୀଙ୍କୁ ଲେଖିଥିବା…

ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୧୩।୮(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଓ ପୁରୀ ପର୍ଯ୍ୟନ୍ତ ୬୦ କି.ମି. ରାସ୍ତାକୁ ୬ ଲେନ୍‌ ବିଶିଷ୍ଟ କରାଯିବ। ଏଥିଲାଗି ଆନୁମାନିକ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଚଣ୍ଡିଖୋଲ-ବଡ଼ବିଲ ପର୍ଯ୍ୟନ୍ତ ୨୦୦ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ମଧ୍ୟ…

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର, ସମ୍ଭାଳିବେ ଶ୍ରୀ ମନ୍ଦିର…

ଭୂବନେଶ୍ୱର,୧୩।୮: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ। ଶ୍ରୀମନ୍ଦିର ଅଧିନିୟମ ୧୯୫୫…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୂବନେଶ୍ୱର,୧୩।୮: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା…

ନବୀନଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଶୋକଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୧୩।୮: ବିଜେଡିର ଜନଜାଗରଣ ଅଭିଯାନ ନେଇ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୋସିଆଲ ମିଡିଆ ପୋଷ୍ଟ ପରେ ଏବେ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଜନତା ଜାଗିକି ଅଛନ୍ତି, ୨୪ ବର୍ଷର ସରକାରକୁ ସେଥିପାଇଁ ହଟେଇଛନ୍ତି ବୋଲି ଭାଜପା ବିଧାୟକ ଅଶୋକ ମହାନ୍ତି କହିଛନ୍ତି।…

ଫିଟିବ ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର: ଆଇନ ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୧୩।୮: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ ପୁଣି ଖୋଲିବାକୁ ଯାଉଛନ୍ତି ଭାଜପା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିନ୍ତି, ଖୁବ୍‌ଶୀଘ୍ର ଏହି ମାମଲା…

ସୁଭଦ୍ରା ଯୋଜନାକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ, କେଉଁମାନଙ୍କୁ ମିଳିବ ଟଙ୍କା, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୩।୮: ସୁଭଦ୍ରା ଯୋଜନାକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ନେଇ ମହିଳାଙ୍କୁ ଭ୍ରମିତ କରନ୍ତୁ ନାହିଁ। ଏସଓପି ନଆସିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ଭ୍ରମିତ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆବେଦନ…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୩।୮: ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବା ସହ ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରଛନ୍ତି…

ଗିରଫ ହେଲେ ଜମିଦାର ଯନ୍ତ୍ରୀ, ଘରେ ରଖିଥିଲେ ସୁନାର ଗଣେଶ

ଭୁବନେଶ୍ୱର,୧୩।୮: ଆର୍‌ଆଣ୍ଡବି(ସିଭିଲ୍‌) ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ବାନ୍ଧିନେଇଛି। ସୂଚନାଯୋଗ୍ୟ ସୌଖୀନ ଦାମୀ କାର୍‌ ଚଢ଼ୁଥିଲେ, ରଖିଥିଲେ ବିପୁଳ ସୁନା ଅଳଙ୍କାର। ଭୁବନେଶ୍ୱରରେ ବିଭିନ୍ନ ଦାମୀ ଆପାର୍ଟମେଣ୍ଟରେ ଫ୍ଲାଟ୍‌…

ମୋହନ ସରକାରଙ୍କ ବଡ଼ ଭେଟି: ଏହି ତାରିଖରେ ହିତାଧିକାରୀଙ୍କୁ ମିଳିବ ଭତ୍ତା ରାଶି!

ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ…

ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଆଇଆଇଟି ମାଡ୍ରାସ

ଭୁବନେଶ୍ୱର,୧୩।୮(ଅସମାପିକା ସାହୁ): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ରାଙ୍କିଙ୍ଗ୍‌ ଫ୍ରେମ୍‌ୱର୍କ(ଏନ୍‌ଆଇଆର୍‌ଏଫ୍‌) ୨୦୨୪ ଘୋଷଣା କରାଯାଇଛି। ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ପୁଣିଥରେ ଆଇଆଇଟି ମାଡ୍ରାସ ବିବେଚିତ ହୋଇଛି। ଉଭୟ ସାମଗ୍ରିକ (କ୍ରମାଗତ ଷଷ୍ଠଥର) ଏବଂ ଇଞ୍ଜିନିୟରିଂ (ଅଷ୍ଟମଥର) ବର୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?