ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର
ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
ବରଗଡ଼ ଜିଲା ଭେଡେନ୍ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ
କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍ ବାଗ୍ଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ଆଦେଶ...
ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’
କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍ଆର୍ଆର୍ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର ପାଳିତ ହୋଇଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ଡ. ଅମରେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ...
ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ
ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି...
ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ
ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିନି । ସିଦ୍ଧାନ୍ତ ମହାପାତ୍ର, ଆକାଶ...
ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ
ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ସୀମା। ସୂଚନାଥାଉ କି, ଗତକାଲି ରାତିରେ ବିଜେଡିରୁ ଇସ୍ତଫା...
ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍ ନେତା
ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ...
ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ
ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା।...
ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…
ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସେ କହିଛନ୍ତି, ରାସେଶ୍ୱରୀଙ୍କ ଇସ୍ତଫା ଦଳ...
ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ
ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସୋମବାର ରାଜଧାନୀର...
୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍ ମିଳିବା ପରେ ଏମିତି କହିଲେ ଅମର
ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯିଏ ପ୍ରାର୍ଥୀ ହୋଇଛନ୍ତି ତାଙ୍କୁ ଦଳରୁ କେହି ବିରୋଧ କରୁନାହାନ୍ତି। କିନ୍ତୁ ମୋତେ...
ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍
ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ...
Archives


