ମେଟ୍ରୋ

‘ଭାରତ ମାତା କି ଜୟ’ ଏମିତି ଲେଖିଦେଲେ ରାଜସ୍ବ ମନ୍ତ୍ରୀ: ସୁଧାରିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ସାରା ଦେଶରେ ପୁଣି ଥରେ ହର୍‌ ଘର୍‌ ତ୍ରିରଙ୍ଗର ଅଭିଯାନ ଆରମ୍ଭ ହୋଇଛି ।୧୩ ରୁ ୧୫ ଅଗଷ୍ଟରେ ନିଜ ଘର ଏବଂ ପ୍ରତିଷ୍ଠାନରେ ଜାତୀୟ ପତାକା ଲଗାଇବା ପାଇଁ ଆହ୍ବାନ ଦିଆଯାଇଛି। ରାଜ୍ୟ…

ଆଳୁ ପାଇଁ ସରକାର ଅନ୍ଧାରରେ ବାଡ଼ି ବୁଲାଉଛନ୍ତି : ବିଜେଡି

ଭୁବନେଶ୍ୱର,୧୩।୮(ଅନିଲଦାସ): ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ଆଳୁ ସମସ୍ୟା ସୃଷ୍ଟି ହୋଇଛି । ଏହାର ସମାଧାନ ପାଇଁ ସରକାରଙ୍କ ପାଖରେ କୌଣସି ଯୋଜନା ନ ଥିଲା କି ଏ କ୍ଷେତ୍ରରେ କି ପଦକ୍ଷେପ ନେବେ ତା’ର ସ୍ପଷ୍ଟ ନୀତି ନାହିଁ…

ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା

ଭୁବନେଶ୍ୱର,୧୩।୮(ଅନିଲଦାସ): ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ…

ବିଜେଡି ଟପିଗଲା ସବୁ ସୀମା କାହିଁକି ଏମିତି କହିଲେ…

ଭୁବନେଶ୍ୱର, ୧୨।୮(ସୁନିତ୍‌ ମିଶ୍ର): ବିଜେଡି ସବୁ ସୀମା ଟପିଛି। ଯେତେବେଳେ ହତାଶ ଏବଂ ପରାଜୟ ଗ୍ଳାନିରେ ନିରାଶ ଭାବକୁ ପ୍ରକାଶ କରିବା ପାଇଁ କୌଣସି ରାସ୍ତା ନ ଥାଏ, ସେତେବେଳେ ଏଭଳି ‘ଔଷଧ ବିକଳରେ ତାଟିଆ କାମୁଡିବା’ ପ୍ରକୃତି ଦେଖାଯାଏ। ୨୫…

ବିଜେଡି ସଭାପତିଙ୍କୁ ଭେଟିଲେ ପୁରୀ, ଭଦ୍ରକ,ନବରଙ୍ଗପୁର ଜିଲା ପ୍ରତିନିଧି

ଭୁବନେଶ୍ୱର,୧୩।୮(ଅନିଲଦାସ): ପୁରୀ ଓ ନବରଙ୍ଗପୁରର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି ତଥା ଭଦ୍ରକ ପୌର ପରିଷଦର ସଭ୍ୟମାନେ ସୋମବାର ନବୀନ ନିବାସ ଠାରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ବିଜେଡିକୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା କାଉନସିଲର

ନୀଳଗିରି,୧୩।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏଏସି)ରେ କିଛିଦିନ ହେଲା ରାଜନୈତିକ ହଟଚମଟ ଲାଗି ରହିଛି। ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଆସନ୍ତା ୧୪ ତାରିଖରେ ଅନସ୍ଥା ଭୋଟ ଗ୍ରହଣ କରାଯିବ। ଏଥିପାଇଁ ପୂର୍ବରୁ ସମସ୍ତ କାଉନସିଲରଙ୍କୁ ନୋଟିସ୍‌…

ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା  

ଭୁବନେଶ୍ୱର,୧୨।୮: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ…

ଚାଷୀଙ୍କ ପାଇଁ ଖୁସି ଖବର: କୃଷକଙ୍କୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ, ଜାଣନ୍ତୁ କେବେ ଆଉ କେଉଁମାନଙ୍କୁ ମିଳିବ

ଭୁବନେଶ୍ୱର,୧୨।୮: ଚାଷୀଙ୍କ ପାଇଁ ଖୁସି ଖବର ଆସିଛି। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏନେଇ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବଜେଟରେ ମୋହନ ସରକାର ସିଏମ କିଷାନ ଯୋଜନା ବିଷୟରେ ଘୋଷଣା…

ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି: ଟୁଇଟ୍‌ କରି ମୋହନ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଦେଲେ ଏମିତି

ଭୁବନେଶ୍ୱର,୧୨।୮: ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ୍‌ କରିଛନ୍ତି। ଟୁଇଟ୍‌ କରି ନବୀନ କହିଛନ୍ତି, ୩ ହଜାରରୁ ୩୫୦୦ ଭତ୍ତା ବୃଦ୍ଧି ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ,…

ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦଙ୍କ ଅମାପ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୨।୮: ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରରେ ୭ଟି ଓ ଝାରସୁଗୁଡ଼ାରେ ରହିଛି ୩ଟି ଫ୍ଲାଟ ରହିଛି। ୨.୭ କୋଟିର ବ୍ୟାଙ୍କ ଡିପୋଜିଟ, ପ୍ରାୟ ଦେଢ଼ କେଜି ସୁନା ଠାବ ହୋଇଛି। ଏଥିସହ ନଗଦ…

ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି…

ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଜମି ପଟ୍ଟା ଦେବେ ରାଜ୍ୟ ସରକାର, ପଢନ୍ତୁ କ’ଣ କହିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୧୨।୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?