ମେଟ୍ରୋ

ବିତ୍ତିିହୋତ୍ର ମହାନ୍ତିଙ୍କ ପରଲୋକ: ୨୦୦୬ରେ ଆସିଥିଲା ସାଂଘାତିକ ଅଭିଯୋଗ, ଶୁଣାଣିର ୯ ଦିନରେ…

ଭୁବନେଶ୍ୱର,୧୨।୮: ବହୁ ଚର୍ଚ୍ଚିତ ବିତ୍ତିିହୋତ୍ର ମହାନ୍ତିଙ୍କ ପରଲୋକ ହୋଇଛି । ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ କ୍ୟାନ୍‌ସରରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ । ପୂର୍ବତନ ଜେଲ ବିଭାଗ ଡିଜି ବିଦ୍ୟାଭୂଷଣ…

ପୁଣି ୨ ବିଧାୟକଙ୍କୁ ଝଟ୍‌କା: ହାଇକୋର୍ଟ ପଠାଇଲେ ନୋଟିସ୍‌  

କଟକ,୧୨।୮: ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍‌କା। ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ହୋଇଥିବା ବେଳେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମଧ୍ୟ ନୋଟିସ ହୋଇଛି। ନିର୍ବାଚନରେ ଅନିୟମିତତା…

ଆଜି ସନ୍ଧ୍ୟାରେ ଦିଲ୍ଲୀଯିବେ ମୁଖ୍ୟମନ୍ତ୍ରୀ, ଏସବୁ ଉପରେ ଫୋକସ

ଭୁବନେଶ୍ୱର,୧୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସୋମବାର ସାରେ ଦିଲ୍ଲୀ ଗସ୍ତରେ ଯିବେ। ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା କରିବେ।…

ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଏମିତି କହିଲେ ଭାଜପା ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୧୨।୮: ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ରାଜ୍ୟରେ ହାଇ ଆଲର୍ଟ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅନୁପ୍ରବେଶକାରୀଙ୍କ ଉପରେ ନଜର ରଖାଯାଇଛ। ଜଳ ଓ ସ୍ଥଳପଥ…

ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୨।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆର୍‌ଆଣ୍ଡ୍‌ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍‌ ହୋଇଥିବା ଜଣାପଡିଛି। ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି।…

ସୁରକ୍ଷା ଖୋଜୁଛି ଗଜରାଜ

ଭୁବନେଶ୍ୱର,୧୨ା୮(ଅସମାପିକା ସାହୁ):ଅଗଷ୍ଟ ୧୨ ସୋମବାର ହେଉଛି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କୁ ସୁରକ୍ଷା ଦେବା ସହ ସେମାନଙ୍କ ସଂରକ୍ଷଣ ଦିଗରେ ସଚେତନତା କରିବା ପାଇଁ ଏହି ଦିବସ ପାଳନ କରାଯାଉଛି। କିନ୍ତୁ ବାସ୍ତବରେ ଏମାନଙ୍କ ସୁରକ୍ଷାରେ ଅବହେଳା ଓ ହାତୀ-ମଣିଷ ଲଢ଼େଇ…

କିଏ, କଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ…

ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା…

ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…

ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ…

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆଇନମନ୍ତ୍ରୀ , କହୁ କହୁ କହିଦେଲେ…

ଭୁବନେଶ୍ୱର,୧୧।୮: ନିର୍ବାଚନ ସୟରେ ଏବଂ ତା ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ସାରା ଓଡ଼ିଶା ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ଭାଜପା ଆକ୍ସନମୋଡରେ ଅଛି। ପୂର୍ବରୁ ପରିବହନ ମନ୍ତ୍ରୀ ବିଭୂତି ଜେନା…

୩ ଜିଲାରେ ଜମି କିଣିଛି ରଙ୍ଗିଲା ସତ୍ୟଜିତ

ଭୁବନେଶ୍ୱର,୧୧ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ବହୁ ମହିଳାଙ୍କୁ ବିବାହ ବାହାନାରେ ଲକ୍ଷ ଲକ୍ଷ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ ସାମଲଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଶନିବାର ସକାଳେ ତାଙ୍କୁ ଝାରପଡ଼ା ଜେଲରୁ ଆଣିବା…

୧୪ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର, ୧୧ା୮(ଅସମାପିକା ସାହୁ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ବର୍ଷା ଲାଗି ରହିଛି। ଶନିବାର ନୟାଗଡ଼ରେ ସର୍ବାଧିକ ୨୫.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ମାଲକାନଗିରିରେ ୧୩.୪, ସୋନପୁର ୧୨, ବାରିପଦା ୮.୪, ବଲାଙ୍ଗୀର ୮, ଢେଙ୍କାନାଳ ୭.୬ ଓ ରାଉରକେଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?