ମେଟ୍ରୋ

ହାତରେ ଯୋଡ଼ି ଶଙ୍ଖ ଧରି ଏମିତି କହିଲେ ନବୀନ, ଭାଇରାଲ ହେଉଛି ଭିଡିଓ…

ଭୁବନେଶ୍ୱର,୨୨ା୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ଥିବା ବେଳେ ଭୋଟରଙ୍କୁ ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିବା ରାଜ୍ୟ ରାଜନୀତିକୁ ଆଉ ଟିକେ ସରଗରମ କରିଦେଇଛି। ନବୀନ ଦୁଇଟି ହାତରେ ଦୁଇଟି ଶଙ୍ଖ ଚିହ୍ନ...

ପଦ୍ମଶ୍ରୀ ଗ୍ରହଣ କଲେ ଗୋପୀନାଥ, ବିନୋଦ ପଶାୟତ

ଭୁବନେଶ୍ୱର,୨୨।୪(ଶର୍ମିଷ୍ଠା ପାଣିଗ୍ରାହୀ): ପଦ୍ମଶ୍ରୀ ଗ୍ରହଣ କଲେ ୨ ଓଡ଼ିଆ। କୃଷ୍ଣ ଲୀଳାର ସଙ୍ଗୀତକାର ଗୁରୁ ଗୋପୀନାଥ ସ୍ବାଇଁ ଓ ସମ୍ବଲପୁରର ନାଟ୍ୟକାର ତଥା ଗୀତିକାର ବିନୋଦ ପଶାୟତଙ୍କୁ ସୋମବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ...

ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ, ଏମାନଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ। ଜଗତ୍‌ସିଂହପୁର ଲୋକ ସଭା ସମେତ ୧୧ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ପାଇଛି। ରକେଶ ସେଠୀ ଜଗତ୍‌ସିଂହପୁରରୁ ସିପିଆଇ ଏମ୍‌ପି ପ୍ରାର୍ଥୀ। ସେହିପରି ଛତ୍ରପୁରରେ ଗୁରୁନାଥ ପ୍ରଧାନ,...

୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ ସୋମବାର ବିମ୍ବାଧର ପଦ୍ମ ଧରିଛନ୍ତି। ସୂଚନାଯୋଗ୍ୟ, ବିମ୍ବାଧର ବରଗଡ଼ ଜିଲାର ଭଟଲୀ...

ପ୍ରାର୍ଥିପତ୍ର ଦାଖଲ କଲେ ତାରା ବାହିନୀପତି

ଭୁବନେଶ୍ୱର,୨୨।୪: ପ୍ରାର୍ଥିପତ୍ର ଦାଖଲ କଲେ ଜୟପୁରରୁ କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନ ଲଢୁଥିବା ତାରାପ୍ରସାଦ ବାହିନୀପତି। ସୋମବାର ନିଜ ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ...

୪୩ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୨୨।୪: ଜଳୁଛି ଓଡ଼ିଶା। ସକାଳ ୮ .୩୦ରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଆଜି ଦିନ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ୪୦.୭ ଡିଗ୍ରୀ, ଚାନ୍ଦବାଲିରେ ୪୦.୪...

ତୁଷାରକାନ୍ତିଙ୍କୁ ଟିକେଟ୍‌ ମିଳିବା ପରେ କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି: ସୁରେନ୍ଦ୍ର

ଭୁବନେଶ୍ୱର,୨୨।୪: କାକଟପୁରରୁ ବିଜେଡି ତୁଷାରକାନ୍ତି ବେହେରାଙ୍କୁ ଟିକେଟ୍‌ ଦେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଟିକେଟ୍‌ ଆଶାୟୀ ଥିବା ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ। ସେ କହିଛନ୍ତି, ଆଜି କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି। ପ୍ରାର୍ଥୀ ହୋଇଥିବା ବ୍ୟକ୍ତି କାକଟପୁର ଯାଆନ୍ତିନି,...

ସ୍ବାମୀଙ୍କୁ ଲୋକ ସଭା, ସ୍ତ୍ରୀଙ୍କୁ ବିଧାନସଭା ଟିକେଟ୍‌ ଦେଲା ବିଜେଡି

ଭୁବନେଶ୍ୱର,୨୨।୪: ବିଜେଡି ସୋମବାର ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୪ ଜଣ ବିଧାୟକଙ୍କ ଟିକେଟ କଟିଥିବାବେଳେ ଦୁଇ ଜଣ ବିଧାୟକଙ୍କ ସ୍ତ୍ରୀଙ୍କୁ ଟିକେଟ ଦେଇଛି ଦଳ। ସବୁଠୁ ଏଥର ରୋଚକ ସ୍ଥିତି ମୟୁରଭଞ୍ଜରେ ଦେଖିବାକୁ...

୨ ବିଧାୟକଙ୍କ ସ୍ତ୍ରୀଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ବିଜେଡି ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୬ ପ୍ରାର୍ଥୀଙ୍କ ମଧ୍ୟରେ ୨ ବିଧାୟକଙ୍କ ସ୍ତ୍ରୀ ରହିଛନ୍ତି। ସେମାନେ ହେଲେ ବାଙ୍ଗିରିପୋଷିରେ ସୁଦାମ ମାର୍ଣ୍ଡିଙ୍କ...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି...

ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ...

ଓଡ଼ିଶାରେ ଇଣ୍ଡିଆ ମେଣ୍ଟରେ ଫାଟ

ଭୁବନେଶ୍ୱର,୨୨ା୪(ସୁନୀତ ମିଶ୍ର):କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ୨୮ଟି ବିରୋଧୀ ଦଳକୁ ନେଇ ଗଠିତ ‘ଇଣ୍ଡିଆ’ ମେଣ୍ଟ ଧୀରେ ଧୀରେ ପ୍ରଭାବଶୂନ୍ୟ ହେଉଥିବା ଦେଖିବାକୁ ମିଳୁଛି। କେରଳ, ଜମ୍ମୁ-କଶ୍ମୀର ଏବଂ ପଶ୍ଚିମବଙ୍ଗ ପରେ ଓଡ଼ିଶାରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri