ମେଟ୍ରୋ

ମୋହନ ମାଝି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ସୁନିତ୍‌ ମିଶ୍ର): ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି।…

ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…

୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ  କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି ଘୋଷଣା ପରେ ଭାଜପା ଶିବିରରେ ଉତ୍ସାହ ସହ କର୍ମୀମାନେ ବାଣ ଫୁଟାଇ ଏବଂ…

ମାଝୀଙ୍କୁ ମିଠା ଖୁଆଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର, କହିଲେ ଜଣେ ଓଡ଼ିଆ ପୁଅ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଥିବା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଜଣେ ଓଡ଼ିଆ ପୁଅ ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ମୋହନ ମାଝୀଙ୍କ ପତ୍ନୀ କହିଲେ- ସେ ମନ୍ତ୍ରୀ ହେବେ ବୋଲି ଭାବିଥିଲି, କିନ୍ତୁ…

ଭୁବନେଶ୍ୱର,୧୧।୬: ଶିଶୁ ମନ୍ଦିରରେ ଗୁରୁଜୀ, ପରେ ଓ୍ବାର୍ଡମେମ୍ବର, ସରପଞ୍ଚ ହୋଇଥିଲେ। ଧିରେ ଧିରେ ରାଜନୀତିରେ ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ୨୦୦୦ରେ ବିଧାୟକ ହୋଇଥିଲେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ଘୋଷଣା ହେବା ପରେ…

ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…

ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି। ୪ଥର…

ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ

ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ…

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…

ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ମାରିଛି ଭାଜପା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା…

କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର…

ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri