ଆଜି ମା’ ଜଗତଜନନୀଙ୍କ ମହାଷ୍ଟମୀ ପୂଜା: ଗାଁଠୁ ସହର ଚଳଚଞ୍ଚଳ
ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ...
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ: ୩ ସପ୍ତାହ ମଧ୍ୟରେ ରିଲିଭ୍ ହେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୩୦।୯(ସୁନିତ୍ ମିଶ୍ର):ରାଜ୍ୟରୁ ଓଡ଼ିଶା କ୍ୟାଡରର ଆଉ ଦୁଇ ଜଣ ଆଇଏଏସ୍ ଅଫିସର୍ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍ ଆଇଏଏସ୍ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ।...
ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ: ନବମୀ, ଦଶମୀରେ ଅଧିକ ବର୍ଷା
ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ମଙ୍ଗଳବାର ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା...
ଭୁବନେଶ୍ୱରରେ ୭ଟି ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’: ଜାଣନ୍ତୁ
ଭୁବନେଶ୍ୱର,୨୯।୯: ବିଜୟା ଦଶମୀ ଅବସରରେ ରାଜଧାନୀ ଭୁବନେଶ୍ୱରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଏହି ଉତ୍ସବ ଦେଖିବା ଲାଗି ବହୁ ଲୋକଙ୍କ ଭିଡ଼ ଆଶଙ୍କା ରହିଛି। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ,...
ବଙ୍ଗୋପସାଗରରେ ନୂଆ ଲଘୁଚାପ: ଦୁର୍ଗାପୂଜାରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର,୨୯।୯: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାରୁ ଓଡ଼ିଶାରେ ଦୁର୍ଗାପୂଜା ଉତ୍ସବ ମଳିନ କରିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍ଡି ପୂର୍ବାହ୍ନ ବୁଲେଟିନ୍ରେ କହିଛି,...
ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି: ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରି
ଭୁବନେଶ୍ୱର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧନ ଅନୁଯାୟୀ,...
ପୂଜା ପାଇ ଟ୍ବିନସିଟିରେ ସୁରକ୍ଷା କଡ଼ାକଡି
ଭୁବନେଶ୍ୱର,୨୯।୯: ପାର୍ବଣ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଥିବା ବେଳେ ଟ୍ବିନସିଟି କଟକ-ଭୁବନେଶ୍ୱର ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଟ୍ବିନସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ...
ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ: 5T ନାଁରେ ଭଙ୍ଗା କାନ୍ଥରେ…
ଭୁବନେଶ୍ୱର,୨୯।୯: କ୍ୟାବିନେଟ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପୂବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଥିଲା। 5T ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ।ଭିତ୍ତିଭୂମି ବିକାଶ ହୋଇ...
ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁ RBI ଡେପୁଟି ଗଭର୍ଣ୍ଣର ନିଯୁକ୍ତ; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୯।୯: କେନ୍ଦ୍ର ସରକାର ଓଡ଼ିଶାର ଶିରିଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି। ମନ୍ତ୍ରୀମଣ୍ଡଳର ନିଯୁକ୍ତି କମିଟି ତାଙ୍କୁ ୯ ଅକ୍ଟୋବର କିମ୍ବା ତା’ପରେ ଯୋଗଦେବା ତାରିଖଠାରୁ ତିନି ବର୍ଷ ପାଇଁ...
ରାଜଧାନୀରେ ଚାଞ୍ଚଲ୍ୟ: ଫୁଲ ତୋଳାକୁ ନେଇ ମହିଳାଙ୍କୁ କଷିଦେଲେ ବିଧା ଗୋଇଠା
ଭୁବନେଶ୍ବର,୨୯।୯: ରାଜଧାନୀ ଭୁବନେଶ୍ୱର ଜିଜିପି କଲୋନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଫୁଲ ତୋଳାକୁ ନେଇ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ମହିଳାଙ୍କୁ ତଳେ ପକାଇ ବିଧା ଗୋଇଠା ମାଡ଼ ମାରିଥିଲେ। ଏନେଇ ମହିଳା ଜଣକ...
କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘଟଗାଁ ତାରିଣୀ ପୀଠ ପାଇଁ…
ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬, କାରଖାନା...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ , କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ...
Archives


