ମେଟ୍ରୋ

ନାମାଙ୍କନ ଭରିବା ପରେ ବିସ୍ଫୋରକ ବୟାନ ଦେଲେ ଦେବାଶିଷ, ବିଜେଡିକୁ ନେଇ କହିଲେ ଏତେ ବଡ଼ କଥା; ରାଜ୍ୟରେ ଚହଳ

ଭୁବନେଶ୍ୱର, ୫।୬: ରାଜ୍ୟ ସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଦେବାଶିଷ ସାମନ୍ତରାୟ। ଭାଜପା ପ୍ରାର୍ଥୀ ଭାବେ ସେ ଶୁକ୍ରବାର ନାମାଙ୍କନ ଭରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ତେବେ ନାମାଙ୍କନ ଦାଖଲ କରିବା ପରେ ଦେବାଶିଷ ବିସ୍ଫୋରକ…

ଆସନ୍ତା ୧୦ରେ ବସ୍‌ ଧର୍ମଘଟ ହେବ ନା ନାହିଁ? ବଡ଼ ଘୋଷଣା କଲା ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୫।୬: ୧୦ରେ ହେବନି ବସ୍‌ ଧର୍ମଘଟ। ଶୁକ୍ରବାର ଏସ୍‌ଟିଏ କମିଶନଙ୍କ ସହ ଆଲୋଚନା ପରେ ବସ୍‌ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି। ଏଥିସହିତ ରାଜ୍ୟ ସରକାରଙ୍କୁ ୩୦ ତାରିଖ ଯାଏ ସଂଘ ସମୟ ଦେଇଛି ସଂଘ। ଦାବି ନ…

ଓଡ଼ିଶାରେ କଙ୍ଗନା: ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ…

ଭୁବନେଶ୍ବର,୫।୬: ବଲିଉଡ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଭୁବନେଶ୍ବରରେ ପହଞ୍ଚିଛି। ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସେ ପ୍ରିମିୟର ଶୋ’ ଦେଖିବେ।…

ଖରାଛୁଟି ବଢ଼ିବା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ସୂଚନା, କହିଲେ ରାଜ୍ୟରେ…

ଭୁବନେଶ୍ୱର,୫ା୬: ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ପ୍ରକାଶ ଥାଉକି, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ସରକାରଙ୍କ ପକ୍ଷରୁ ଗଠିତ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଚଳିତମାସ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା । ପ୍ରାର୍ଥୀ ହେଲା ପରେ ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମୁଖ୍ୟମନ୍ତ୍ରୀ…

IAS ଚାକିରି ଛାଡ଼ି ସାହିତ୍ୟ ସାଧନା କରିଥିଲେ ଡ. ଜଗନ୍ନାଥ ପ୍ରସାଦ ଦାସ, ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୪ା୬: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ଓଡ଼ିଶାରେ କଳା ଓ ସଂସ୍କୃତିର ବଡ଼ ଗବେଷକ ଭାବେ ସେ ବେଶ୍‌ ସୁପରଚିତ ଥିଲେ। ସବୁଠାରୁ ବଡ଼ କଥା ହେଉଛି ଭାରତୀୟ ପ୍ରଶାସନିକ ସେବା…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀ…..

ଭୁବନେଶ୍ବର,୪।୬: ଜୁନ୍ ୪ ତାରିଖ ୨୦୨୪ ମସିହାରେ ଭାଜପା ବିଜେଡିକୁ ପରାଜୟର ସ୍ବାଦ ଚଖାଇଥିଲା । ଆଜକୁ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଆଜି ଜୁନ୍…

ମୌସୁମୀ ଛୁଇଁବା ପରେ ଓଡ଼ିଶାକୁ ଜାରି ହେଲା ଆଲର୍ଟ, ୪ ଦିନ ଯାଏ…

ଭୁବନେଶ୍ୱର,୪।୬: କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ ଛୁଇଁବା ନେଇ ଆକଳନ କରିଥିଲା IMD । କିନ୍ତୁ ଏହା ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ନଅ…

ଓଡ଼ିଶା ମୁହାଁ ‘ସୁପର ଏଲ୍‌ ନିନୋ’, ରାଜ୍ୟରେ ପଡିବ ମରୁଡ଼ି! ଜାଣନ୍ତୁ କ’ଣ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୪।୬: ଓଡ଼ିଶାର ପାଣିପାଗକୁ ନେଇ ଆସିଛି ଏକ ଚିନ୍ତାଜନକ ଖବର। ଚଳିତ ବର୍ଷ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେଉଥିବା ‘ସୁପର ଏଲ ନିନୋ’ (Super El Ni୦o) ପ୍ରଭାବରେ ଓଡ଼ିଶାରେ ମୌସୁମୀ ବର୍ଷାର ପରିମାଣ ହ୍ରାସ ପାଇବା ସହ ସ୍ଥିତି ଗମ୍ଭୀର…

ଓଡ଼ିଶାକୁ କେନ୍ଦ୍ରର ବଡ଼ ଉପହାର: ଏହି ୪ ଜିଲା ହେବେ ଉପକୃତ, ୮,୩୦୦.୭୯ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ…

ଭୁବନେଶ୍ୱର, ୪/୬ (ସୁନିତ୍‌ ମିଶ୍ର): ଓଡ଼ିଶାର ଯୋଗାଯୋଗ ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ବରୂପ କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଓଡ଼ିଶାର ରାମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଏକ ନୂତନ ଉପକୂଳ ରାଜପଥ (କୋଷ୍ଟାଲ…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ ସହ ଛାତ୍ରୀଛାତ୍ର, ମହିଳା, କୃଷକ, ଯୁବବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?