ମେଟ୍ରୋ

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ…

ସମ୍ବଲପୁରବାସୀଙ୍କୁ କ୍ଷମା ମାଗିଲେ ଧର୍ମେନ୍ଦ୍ର: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):ସମ୍ବଲପୁର ଲୋକ ସଭା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଭିଡିଓ ଜାରିକରି ସମ୍ବଲପୁରୀ ଭାଷାରେ ଶୀତଳଷଷ୍ଠୀର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନଠାରୁ ଶୀତଳଷଷ୍ଠୀ ପର୍ବ ଆରମ୍ଭ ହେବା ଅତ୍ୟନ୍ତ ଆନନ୍ଦ ଓ…

୫ ବର୍ଷ ପରେ କ୍ୟାବିନେଟ୍‌କୁ ଫେରିଲେ ଜୁଏଲ

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):କେନ୍ଦ୍ରରେ ଗଠନ ହୋଇଥିବା ନୂଆ ଏନ୍‌ଡିଏ ସରକାରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ…

ଆଗକୁ ବଢ଼ୁନି ମୌସୁମୀ, ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୧ା୬(ଅସମାପିକା ସାହୁ):ମୌସୁମୀ ପ୍ରବେଶ ସତ୍ତ୍ୱେ ରାଜ୍ୟରେ ବର୍ଷା ନାହିଁ। ଅସହ୍ୟ ତାତି ସହ ଗୁଳୁଗୁଳି ଲାଗିରହିଛି। ସୋମବାର ୨୦ ସହରର ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିବାବେଳେ ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏ ସମ୍ପର୍କରେ…

ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା: ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର,୧୧ା୬(ଅସମାପିକା ସାହୁ):ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ମଙ୍ଗଳବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ। ଆସନ୍ତା ୧୨ ତାରିଖରେ ଆବେଦନ ଶେଷ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର…

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ…

କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ମହମ୍ମଦ ଆକବର

ଭୁବନେଶ୍ୱର,୧୦।୬: କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ତଥା ବଲାଙ୍ଗୀରର ଯୁବନେତା ମହମ୍ମଦ ଆକବର ଖାନ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଛନ୍ତି। ମିଡିଆରେ ବିବୃତ୍ତି ଦଳୀୟ ଶୃଙ୍ଖଳା ଭଙ୍ଗ କରୁଥିବା ଦର୍ଶାଇ କାର୍ଯ୍ୟାନୁଷ୍ଠାନ…

ଶପଥ ଗ୍ରହଣ ସମାରୋହରେ ଅଧାଦିନ କାମ କରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୦।୬: ବୁଧବାର ଅପରାହ୍ନ ୪ଟା ୪୫ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ପୂର୍ବରୁ ଜୁନ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଏହାକୁ ବଦଳାଇ ଜୁନ ୧୨ ତାରିଖକୁ ଅର୍ଥାତ୍‌ ବୁଧବାର ଦିନ…

ହୋଇଗଲା ଫାଇନାଲ! ଏହି ହେବେ ବିରୋଧୀ ଦଳ ନେତା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଏନେଇ ନବୀନ ନିବାସରେ କିଛି ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ କରାଯାଇଛି।…

୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍‌ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଜନଶକ୍ତି ଜାଗ୍ରତ ହୋଇଛି। ଅତ୍ୟାଚାରୀ ସରକାରର ଅନ୍ତ ହୋଇଛି। ଆସନ୍ତାକାଲି ୪.୩୦ରେ ବିଧାୟକ ଦଳ…

ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର ନେଉଥିବା ଘୋଷଣା କରିବା ସହ ହାତ ଯୋଡି ବିଜେଡି କର୍ମକର୍ତ୍ତାଙ୍କୁ ଭୁଲ ମାଗିଛନ୍ତି ।…

ପାଣ୍ଡିଆନ୍‌ ରାଜନୀତିରୁ ସନ୍ୟାସ ନେବା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ଅରିନ୍ଦମ

ଭୁବନେଶ୍ୱର,୧୦।୬: କାର୍ତ୍ତିକ ପାଣ୍ଡିଆନ୍‌ ପ୍ରତ୍ୟକ୍ଷ ରାଜନୀତିରୁ ସନ୍ୟାସ ନେଇଥିବା କଥାକୁ ଗ୍ରହଣ କରିନାହାଁନ୍ତି ଭାଜପା ନେତା ତଥା ଅଭିନେତା ଅରିନ୍ଦମ ରାୟ। ଅରିନ୍ଦମ କହିଛନ୍ତି ଏହା କେବଳ କେବଳ ଆଇୱାସ । ବର୍ତ୍ତମାନ ପରିସ୍ଥିତିକୁ ଦେଖି ସେ ଏଭଳି କରିଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri