ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!
ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ...
୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି
ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର...
ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ
ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ ଆଚାର୍ଯ୍ୟ ବୋଲି ଜଣାପଡିଛି। ଘଟଣାକୁ ନେଇ ରହସ୍ୟ ସୃଷ୍ଟି ହୋଇଛି। ପ୍ରାରମ୍ଭିକ ରିପୋର୍ଟ...
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ
ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ...
୨ଦିନ ପରେ ହ୍ରାସ ପାଇବ ତାପମାତ୍ରା
ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା...
୨୧ରୁ ତାତିରେ ଲାଗିବ ବ୍ରେକ୍, ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...
‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’
ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର...
ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!
ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ...
ଚାଞ୍ଚଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..
ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ...
ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ
ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩ ଜଣ ଦୁର୍ବୃତ୍ତ ଧରିତ୍ରୀ ଖବରଦାତା ସରୋଜ ଜେନାଙ୍କୁ ଆକ୍ରମଣ କରିଛନ୍ତି। ଅଫିସରୁ...
ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼
ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ ପାଇଥିବାରୁ ଜଣକ ପରେ ଜଣେ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି।...
ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ
ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି ଯେ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଛି।...
Archives


