ଭିଆର୍ଏସ୍ ନେଲେ ଆଇପିଏସ୍ ସଞ୍ଜୟ ସିଂ
ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍ ସଞ୍ଜୟ ସିଂ ଭିଆରଏସ୍ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍ ଆଇପିଏସ୍ ସଞ୍ଜୟ ସିଂଙ୍କୁ ଭିଆରଏସ୍ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।
ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍, କଲେ ଏଭଳି ଅପିଲ୍
ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି,...
ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…
ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର...
ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ
ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା ।...
ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା
ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହି କ୍ରମରେ ବିଜେଡି ଛାଡ଼ି ଗୁରୁବାରି କଂଗ୍ରେସରେ ଯୋଗ...
ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର,୧୮।୪: ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବାପରେ ବର୍ଷା କହିଛନ୍ତି, ମୁଁ ନବୀନ ପଟ୍ଟନାୟକଙ୍କ ବଡ଼...
ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି
ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର...
ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍; ଜାଣନ୍ତୁ…
ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ...
ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର,୧୮।୪: ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ...
ବିଜେଡିକୁ ଶକ୍ତ ଝଟ୍କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ
ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଥିଲେ। ନିକଟରେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା...
ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା
ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଗୁରୁବାର ଦିନ ସାଢ଼େ...
ଟିକେଟ୍ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ
ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ଟିକେଟ୍ କଟିଛି। ସମୀର ଦାସଙ୍କ ସ୍ଥାନରେ ଦିଲୀପ ନାୟକଙ୍କୁ ଦଳ ପ୍ରାର୍ଥୀ...
Archives


