ଏସ୍ସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ
କଟକ,୯।୬ (ଶିଳ୍ପା ପ୍ରିୟଦର୍ଶିନୀ): ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୧୧ ଦିନ ପରେ ଆଜି କଟକ ଏସ୍ସିବିରୁ ଡିସଚାର୍ଜ କରାଯାଇଛି। ଗତ ମେ’ ୨୯ ତାରିଖରେ ସେ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ ବିଭାଗରେ ଭର୍ତ୍ତି ହୋଇଥିଲେ।…
ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ
କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର…
ମୋଦି କ୍ୟାବିନେଟରେ ଓଡ଼ିଶାର ଏହି ନେତାଙ୍କୁ ମିଳିବ ବାଚସ୍ପତି ପଦ!
ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି…
କାର୍ଯ୍ୟରତ ଅବସରପ୍ରାପ୍ତ କର୍ମଚାରୀଙ୍କ ତାଲିକା ମାଗିଲା ଗୃହ ବିଭାଗ
ଭୁବନେଶ୍ୱର,୯ା୬(ଅନିଲ ଦାସ)ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘ ସମୟ ଧରି ଅବସରପ୍ରାପ୍ତ କର୍ମଚାରୀମାନେ ଆଡ୍ଡା ଜମାଇ ରହିଥିଲେ। ନୂଆ ସରକାର ଆସିବା ପୂର୍ବରୁ ସେହି ସେମାନଙ୍କ ମନରେ ଛନକା ପଶିଛି। କେଉଁ ବିଭାଗରେ କେତେ ଅବସରପ୍ରାପ୍ତ କର୍ମଚାରୀ ଅଛନ୍ତି, ସେ ସମ୍ପର୍କିତ ସବିଶେଷ…
ପାଣ୍ଡିଆନ ଖେଳିଲେ ପୁତୁରା କାର୍ଡ
ଭୁବନେଶ୍ୱର,୯ା୬(ଅନିଲ ଦାସ)ବିଜେଡିର ପରାଜୟ ପରେ ଦଳ ଭିତରେ ଅସନ୍ତୋଷ ତେଜିବାରେ ଲାଗିଛି। ବରିଷ୍ଠ ନେତାମାନେ ଏ ପର୍ଯ୍ୟନ୍ତ ପାଟି ଫିଟାଇ ନ ଥିବା ବେଳେ ଏହି ନିର୍ବାଚନରେ ମୁଖ୍ୟ ଭୂମିକା ନେଇଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ଦଳର ମଧ୍ୟମ ବର୍ଗ ନେତା ଓ…
ବିଜେଡିର ପରାଜୟ ପରେ ମୁହଁ ଖୋଲିଲେ ପ୍ରଦୀପ ମାଝି, କହିଲେ ଆମେ…
ଭୁବନେଶ୍ୱର,୮ା୬: ବିଜେଡିର ଶୋଚନୀୟ ପରାଜୟକୁ ନେଇ ପ୍ରଦୀପ ମାଝି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଆମେ ଯେପରି ଲଢ଼ିଥିଲୁ ଆଶାତୀତ ନ ଥିଲା। ଆମେ ଡିଫେନ୍ସିଭ ହୋଇ ନିର୍ବାଚନ ଲଢ଼ିଲୁ। ନବୀନଙ୍କୁ କାଉଣ୍ଟର କଲାଭଳି ଭାଜପା…
ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କାହିଁକି ସ୍ତ୍ରୀ,ପିଲାଙ୍କୁ ବିଦେଶ ପଠାଇଥିଲେ ପାଣ୍ଡିଆନ, ରିପୋର୍ଟ କହୁଛି…
ଭୁବନେଶ୍ୱର,୮ା୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ଶୋଚନୀୟ ପରାଜୟ ବରଣ କରିଛି। ତେବେ ଏହା ପଛରେ କାର୍ତ୍ତିକ ପାଣ୍ଡିଆନଙ୍କ ଭୂମିକା ରହିଛି ବୋଲି ଚାରିଆଡ଼େ ଚର୍ଚ୍ଚା ହେଉଛି। ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି ପାଣ୍ଡିଆନ କେଉଁଆଡ଼େ ଚାଲିଯିବା ଏବଂ ସ୍ତ୍ରୀ…
ମୁଖ୍ୟମନ୍ତ୍ରୀ ରେସ୍ରୁ ବାଦ୍ ପଡ଼ିପାରନ୍ତି ଧର୍ମେନ୍ଦ୍ର, କାରଣ…
ଭୁବନେଶ୍ୱର,୮ା୬: ସଦ୍ୟ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାକୁ ବହୁମତ ମିଳିଛି। ରାଜ୍ୟରେ ମଧ୍ୟ ଭାଜପା ସରକାର ଗଢ଼ିବ ବୋଲି ସ୍ଥିର ହୋଇଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ କୌଣସି ସ୍ପଷ୍ଟତା ଏ ପର୍ଯ୍ୟନ୍ତ ଆସିପାରୁନାହିଁ। ନେତାଙ୍କୁ ଭୋଟ୍ ଦେଇ…
ଭାଜପାରେ ଯୋଗ ଦେଲେ ପ୍ରସନ୍ନ ପାଟ୍ଟଶାଣୀ
ଭୁବନେଶ୍ୱର,୮ା୬: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ଶନିବାର ଦଳ ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ। ସେ ପାଞ୍ଚ ଥର ପାଇଁ ଏମ୍ପି ଭାବରେ ନିର୍ବାଚିତ…
ପାଣ୍ଡିଆନଙ୍କୁ ନେଇ ଗଣମାଧ୍ୟମ ଆଗରେ ଖୋଲାଖୋଲି ଏମିତି କହିଦେଲେ ନବୀନ
ଭୁବନେଶ୍ୱର,୮।୬: ବିଜେଡି ରାଜ୍ୟରେ ପରାଜୟ ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଗଣମାଧ୍ୟମ ଆଗରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ନବୀନ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା। ଦୀର୍ଘଦିନ କ୍ଷମତାରେ ରହିବା ପରେ ହାରିବାକୁ ସ୍ବୀକାର କରୁଛୁ।…
ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର,୮।୬: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଆସନ୍ତା ୨-୩ ଦିନ…
ବିଜେଡିରେ ଅସନ୍ତୋଷ, ଶଙ୍ଖ ଭବନରେ ପାଣ୍ଡିଆନଙ୍କ ବିରୋଧରେ ନାରା
ଭୁବନେଶ୍ୱର,୮।୬: ପରାଜୟ ପରେ ବିଜେଡିରେ ଅସନ୍ତୋଷ। କ୍ଷୁବ୍ଧ ହୋଇଛନ୍ତି ଯୁବ ଓ ଛାତ୍ର ନେତା। କୌଣସି ପରିସ୍ଥିତିରେ ପାଣ୍ଡିଆନ କିମ୍ବା ତାଙ୍କ ସମର୍ଥକଙ୍କୁ ଶଙ୍ଖ ଭବନରେ ପୂରାଇ ଦିଆଯିବ ନାହିଁ ବୋଲି ବିଜେଡିର ଯୁବ ଓ ଛାତ୍ରନେତା ମାନେ ଚେତାବନୀ ଦେଇଛନ୍ତି।…
Archives


