ମେଟ୍ରୋ

ତାତିଲେ ପ୍ରମିଳା: କହିଲେ ଭାଜପା କେବଳ ବାହାସ୍ଫୋଟ…

ଭୁବନେଶ୍ୱର,୫।୮: ଭାଜପା ବିଧାୟକ ଅଶୋକ ମହାନ୍ତିଙ୍କ ବିସ୍ଫୋରକ ବୟାନ ପରେ, ଏହାର ଜବାବ ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ତେବେ ସୋମବାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ବିଧାୟକ ଅଶୋକ ମହାନ୍ତି କହିଥିଲେ, ବିଜେଡିର ଅନେକ…

ଦିଲ୍ଲୀରେ ଓଡ଼ିଶା ରାଜନୀତି: ଜୟରାମ ରମେଶ କହିଲେ, ବିଚରା ନବୀନ ବାବୁ…

ଭୁବନେଶ୍ୱର,୫।୮: ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ଉଠୁଛି ପଡୁଛି। ମମତା ରାଜ୍ୟ ସଭା ସଦସ୍ୟ ସହ ବିଜେଡି ଛାଡିଛନ୍ତି। ଏଥିସହ ଇସ୍ତଫା ଦେବାର ଗୋଟିଏ ଦିନ ପରେ ଭାଜପାରେ ଯୋଗ ଦେଇଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼: ଠେଲା ପେଲା ଦଳାଚକଟା

ଭୁବନେଶ୍ୱର,୫।୮: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏମିତିକି ନାହିଁ ନ ଥିବା ଭିଡ ସହ ଠେଲା ପେଲା ଦଳାଚକଟା ମଧ୍ୟ ହୋଇଛି। ପଞ୍ଜୀକରଣ ପାଇଁ ଲୋକଙ୍କ…

ଦିଲ୍ଲୀରୁ ଫେରିବା ପରେ ତାରାଙ୍କ ବିସ୍ଫୋରକ ବୟାନ, କହିଲେ..

ଭୁବନେଶ୍ୱର,୫।୮: ଦିଲ୍ଲୀରୁ ଭୁବନେଶ୍ୱର ଫେରିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଗଣମାଧ୍ୟମର ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବିଧାୟକ ଦଳର ନେତା ହେବା ତାଙ୍କର ଅଧିକାର ଥିଲା। ଅନ୍ୟପକ୍ଷେ ସେ ପିସିସି…

ଭାଜପା ନେତାଙ୍କ ବିସ୍ଫୋରକ ବୟାନ, ବହୁ ବିଜେଡି ନେତା ଅଛନ୍ତି ଯୋଗାଯୋଗରେ…

ଭୁବନେଶ୍ୱର,୫।୮: ଭାଜପା ନେତାଙ୍କର ବିସ୍ଫୋରକ ବୟାନ। ବିଜେଡିର ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଏପରି ବଡ଼ ବୟାନ ଦେଇଛନ୍ତି ପାଲଲହଡା ଭାଜପା ବିଧାୟକ ଅଶୋକ ମହାନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ…

ଚାହିଦା ପୂରା କରିପାରିଲାନି ୟୁପି! ପୁଣି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୫୧୮: ଓଡ଼ିଶାରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ପୁଣି ଏକ ରାଜ୍ୟରୁ ଆଳୁ ଆଣିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏବେ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ପରେ ଅନ୍ୟ ଏକ ରାଜ୍ୟରୁ ଆଳୁ ଆସିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ…

ଦୁଃଖ ଜଣାଇବାକୁ ଆସିଛନ୍ତି ଶତାଧିକ ଲୋକ, ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୮: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପଞ୍ଜୀକରଣ ପାଇଁ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜୀକରଣ କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ଅଭିଯୋଗ ତଥା ଦୁଃଖ ଶୁଣାଇବା ପାଇଁ ଏକାଠି ହୋଇଛନ୍ତି ଶତାଧିକ ଲୋକ। ମୁଖ୍ୟମନ୍ତ୍ରୀ…

ଆଜି ଆସିବ ରତ୍ନଭଣ୍ଡାରର ବଡ଼ ନିଷ୍ପତ୍ତି

ପୁରୀ,୫ା୮: ରତ୍ନଭଣ୍ଡାରର ମରାମତି ପାଇଁ ସୋମବାର ବାଜିପାରେ ମୋହର। ଏନେଇ ଶ୍ରୀମନ୍ଦିରର ଗୁରୁତ୍ୱପୂର୍ଣ୍ଣ ପରିଚାଳନା କମିଟି ବୈଠକ ବସିବ। ଆଜିର ଏହି ବୈଠକ ପରେ ଚୂଡ଼ାନ୍ତ ରୂପରେଖ ନେଇ ବଡ଼ ନିଷ୍ପତ୍ତି ସାମ୍ନାକୁ ଆସିବ। ରତ୍ନ ସ୍ଥାନାନ୍ତର ପରେ ମରାମତି ଆଡ଼କୁ…

କିଏ ହେବେ ରାଜ୍ୟ ପୋଲିସ ମୁଖିଆ, ୩ ବରିଷ୍ଠ IPS ଙ୍କୁ ଗଲା ଚିଠି

ଭୁବନେଶ୍ୱର,୫।୮: ରାଜ୍ୟରେ ସାଧାରଣ ନିର୍ବାଚନ ଶୃଙ୍ଖଳାର ସହିତ ଶେଷ ହୋଇଛି। ନକ୍ସଲ ଉପଦ୍ରୁତ ଅଞ୍ଚଳରେ ବି। ଏଥିପାଇଁ ଖୋଦ ଜାତୀୟ ନିର୍ବାଚନ କମିଶନର ଓଡ଼ିଶା ପୋଲିସକୁ ପ୍ରଶଂସା କରିଛନ୍ତି। ତେବେ ଏହାରି ଭିତରେ ମୋହନ ମାଝି ସରକାର ପୋଲିସ ମହାନିର୍ଦ୍ଦେଶକ ଅରୁଣ…

ବିଜେଡିକୁ ନେଇ ବିସ୍ଫୋରକ ବୟାନ ଦେଲେ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର,୫।୮: ବିଜେଡିରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ରାଜନୈତିକ ବୟାନବାଜି ବଢିବାରେ ଲାଗିଛି। ଏହାକୁ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଏକ ବିସ୍ଫୋରକ ମନ୍ତବ୍ୟ ନେଇଛନ୍ତି। ମମତା ମହନ୍ତ ଦଳ ଛାଡିବା ଏକ ଟ୍ରେଲର ଥିଲା, ଆଗକୁ ଲୋକ…

ଖୋଲୁଛି ସତ୍ୟଜିତଙ୍କ ପ୍ରେମପେଡ଼ି, ୪୯ ମହିଳାଙ୍କ ମଧ୍ୟରୁ ୧୧ ଜଣଙ୍କ ସହ ଯୋଗାଯୋଗ କଲା ପୋଲିସ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ବିବାହ ଏଗ୍ରିମେଣ୍ଟ କରି ଲକ୍ଷ ଲକ୍ଷ ଟଙ୍କା, ଗାଡି ଆଦି ଠକି ନେଇଥିବା ୫ ମହିଳାଙ୍କ ସ୍ବାମୀ ସତ୍ୟଜିତ୍‌ ସାମଲ ଏବେ ଜେଲରେ ଦିନ ଗଣୁଛନ୍ତି। ତାଙ୍କୁ ଜେଲ ପଠାଇବା ପରେ କମିଶନରେଟ ପୋଲିସ…

ବାରବାଟୀର ରୂପାନ୍ତରୀକରଣ ନେଇ ସରକାର ସ୍ପଷ୍ଟ କରନ୍ତୁ: ସୁବାସ ସିଂ

କଟକ,୫ା୮(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମର ରୂପାନ୍ତରୀକରଣ ହେବ କି ନାହିଁ ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ ବୋଲି ସିଧାସଳଖ ପ୍ରଶ୍ନ କରିଛନ୍ତି କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ। କଟକ ଗଡ଼ଖାଇସ୍ଥିତ ରେସିଡେଣ୍ଡଣ୍ଟଠାରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?