ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର,୮।୬: ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ…
ଓଡ଼ିଶାକୁ ଉପମୁଖ୍ୟମନ୍ତ୍ରୀ ଦେବ ଭାଜପା, ଏହି ନେତାଙ୍କ ନାଁରେ ଲାଗିଲା ମୋହର!
ଭୁବନେଶ୍ୱର,୮।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ହେଲେ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବେ ସେନେଇ ଏଯାଏ କୌଣସି ଘୋଷଣା ହୋଇନାହିଁ। ସେପଟେ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ…
ଦଳରୁ ବହିଷ୍କାର ପରେ ବିଜେଡି-କଂଗ୍ରେସ ବିଷୟରେ ଭିତିରି କଥା କହିଦେଲେ ମାନସ
ଭୁବନେଶ୍ୱର,୮।୬: କଂଗ୍ରେସର କଟକ ଜିଲା ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି। ଯାହା ପରେ ସେ କଂଗ୍ରେସ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ମାନସ କହିଛନ୍ତି, ଏଥର ନିର୍ବାଚନରେ ରାଜ୍ୟ କଂଗ୍ରେସ ସଭାପତି ଶରତ…
ନବୀନ ନିବାସରେ ଅରୁଣ ପଟ୍ଟନାୟକ, ହେବେ କି ନବୀନଙ୍କ ଉତ୍ତରାଧିକାରୀ, ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୮।୬: ବିଜେଡିର ଶୋଚନୀୟ ପରାଜୟ ପରେ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ ଶୁକ୍ରବାର ଓଡ଼ିଶା ଆସିଛନ୍ତି। ତେବେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି । ନବୀନଙ୍କ ଉତ୍ତରାଧିକାରୀ ହୋଇ ଅରୁଣ ବିଜେଡିର…
କିଏ ହେବେ ମୁଖ୍ୟମନ୍ତ୍ରୀ, ହେଲା ସ୍ପଷ୍ଟ
ଭୁବନେଶ୍ୱର, ୮।୬(ସୁନିତ୍ ମିଶ୍ର): ଓଡ଼ିଶାରେ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ବିଜେଡିକୁ ହରାଇ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭାହୋଇ ସରକାର ଗଠନ ଦିଗରେ ଅଗ୍ରସର ହୋଇଛି। ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋର୍ଦାର ଚାଲିଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ…
ଓଟିଡିସି ଅଧ୍ୟକ୍ଷ ଲେନିନ୍ ମହାନ୍ତି ଇସ୍ତଫା ଦେଲେ
ଭୁବନେଶ୍ୱର,୮।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଅଧ୍ୟକ୍ଷ ଲେନିନ୍ ମହାନ୍ତି ତାଙ୍କ ପଦବୀରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ସେ ୨୦୨୨ରେ ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇଥିଲେ। ଏଥିସହ ମହାନ୍ତି ବିଜୁ ଜନତା ଦଳର ମୁଖପାତ୍ର ଅଛନ୍ତି। ଗତ ୪ ତାରିଖରେ…
୨୦ସୁଦ୍ଧା ଡ୍ରେନ୍ କାମ ସାରିବାକୁ ମେୟରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୮।୬ (ବନ୍ଦନା ସେଠୀ): ଆସନ୍ତା ୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ହେଲେ ରାଜଧାନୀ ଭୁବନେଶ୍ୱରରେ ଏଯାଏ ଡ୍ରେନ୍ ସଫେଇ ସରିନାହିଁ। ଅସରାଏ ବର୍ଷା ହେଲେ ସହରରେ…
ସହରସାରା ଅଘୋଷିତ ବଜାର
ଭୁବନେଶ୍ୱର, ୮।୬(ବନ୍ଦନା ସେଠୀ): ରାଜଧାନୀ ସାରା ଜବରଦଖଲ ମାଡିଗଲାଣି। ସ୍ମାର୍ଟ ସିଟି ଭୁବନେଶ୍ୱର ଦିନକୁ ଦିନ ଅବ୍ୟବସ୍ଥିତ ହୋଇପଡିଲାଣି। ସହରର ବିଭିନ୍ନ ପ୍ରମୁଖ ଛକ, ରାସ୍ତାକଡ଼, ଫୁଟ୍ପାଥ, ସାଇକେଲ୍ଟ୍ରାକ୍ ସବୁଠି ଏବେ ଅଘୋଷିତ ବଜାର ସୃଷ୍ଟି ହୋଇ ସାରିଲାଣି। ଫଳରେ ଲୋକଙ୍କ…
୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର…
ଜଣାପଡିଲା ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ! ଏଥିପାଇଁ ଧର୍ମେନ୍ଦ୍ର…
ଭୁବନେଶ୍ୱର,୭।୬: ନିର୍ବାଚନ ସରିବା ପରେ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ କାହାକୁ ମୁଖ୍ୟମନ୍ତ୍ରୀ କରିବ ସେ ନେଇ ସସପେନ୍ସ ଲାଗି ରହିଛି। ତେବେ ଏହାର ଫାଇନାଲ ନିଷ୍ପତ୍ତି ପାଇଁ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ପୃଥିୀରାଜ ହରିଚନ୍ଦନଙ୍କ ସହିତ ଏମପିମାନେ…
ନବୀନଙ୍କୁ ସମାଲୋଚନା କଲେ ଅନୁଭବ, କହିଲେ ଲାଜ କରନ୍ତୁ…
ଭୁବନେଶ୍ୱର,୭।୬: ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ଅନୁଭବ ମହାନ୍ତି। ସେ କହିଛନ୍ତି, ନବୀନଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଲେଖିବା ବନ୍ଦ କରନ୍ତୁ। ଏହା ସମ୍ପୂର୍ଣ୍ଣ ସତ ନୁହେଁ। ବିଜୁ ଜନତା ଦଳ…
ଶନିବାର ଭାଜପା ବିଧାୟକ ଦଳ ବୈଠକ ସମ୍ଭାବନା, ମୁଖ୍ୟମନ୍ତ୍ରୀ ନାଁରେ ଲାଗିପାରେ ମୋହର
ଭୁବନେଶ୍ୱର,୭।୬: ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି ତାହା ଏପର୍ଯ୍ୟନ୍ତ ନିର୍ଣ୍ଣୟ କରିପାରି ନାହିଁ। ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର…
Archives


