ମେଟ୍ରୋ

କାନ୍ଦୁଛନ୍ତି ଏଲିନା ଦାଶ, କାନ୍ଦି କାନ୍ଦି ନବୀନଙ୍କୁ…

ଭୁବନେଶ୍ୱର,୭।୬: ଅଭିନୟରୁ ରାଜନୀତିକୁ ଏଣ୍ଟ୍ରି ମାରିଥିବା ଏଲିନା ଦାଶ କାନ୍ଦୁଛନ୍ତି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓଟି ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ଭାଇରାଲ ଭିଡିଓରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଙ୍କୁ ସାର୍‌ ବୋଲି ସମ୍ବୋଧନ କରୁଛନ୍ତି।…

କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ

ଭୁବନେଶ୍ୱର,୭।୬: କଟକ ଜିଲା ସଭାପତି ମାନସ ଚୌଧୁରୀଙ୍କୁ ବଡ଼ ଝଟକା। ତାଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଛି।  ଦଳ ବିରୋଧୀ କାର୍ଯ୍ୟ ଯୋଗୁ ପିସିସି ସଭାପତି ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।  …

୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୭।୬: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ତେବେ ଏହା ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ…

BSKY କାର୍ଡ ବଦଳରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେଉଁମାନେ ପାଇବେ ଲାଭ

ଭୁବନେଶ୍ୱର,୭।୬: ଓଡ଼ିଶାରେ ଭାଜପା ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ…

ବିଜେଡିର ଶୋଚନୀୟ ପରାଜୟର ବଡ଼ କାରଣ, ଜାଣିଶୁଣି ସର୍ଭେ ରିପୋର୍ଟ ଲୁଚାଉଥିଲେ କିଏ? ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍‌ ଏହାର ମୁଖ୍ୟ କାରଣ ତ…

ପୁରୂଣା ଯୋଜନାରେ ନୂଆ ଷ୍ଟିକର ଲାଗିବା ଚର୍ଚ୍ଚା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ନୂତନ ସରକାର ଗଠନ ପରେ ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଇଁ କାର୍ଯ୍ୟାରମ୍ଭ ହେବ ବୋଲି ରାଜ୍ୟବାସୀ ଅପେକ୍ଷା କରିରହିଛନ୍ତି। ମାତ୍ର ନିର୍ବାଚନୀ ପଳାଫଳର ଘୋଷଣା ପରେ ପରେ କେବଳ ବିଜେଡି ସରକାର ସମୟରେ କରାଯାଇଥିବା ବିଭିନ୍ନ ଯୋଜନା…

୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ଏଥର ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି। ସ୍ବାଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ…

ଆସନ୍ତା ୧୦ରେ ଜନତା ମଇଦାନରେ ହେବ ଭାଜପା ସରକାରର ଶପଥ ଗ୍ରହଣ ସମାରୋହ

ଭୁବନେଶ୍ୱର,୬।୬: ରାଜ୍ୟରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ତେବେ ଭାଜପା ସରକାରର ଶପଥ ସମାରୋହ ଆସନ୍ତା ୧୦ତାରିଖରେ ଜନତା ମଇଦାନ ଠାରେ ଆୟୋଜନ ହେବ। ଦଳର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଶପଥ ନେବେ। ଆଜି ଏ ନେଇ ସରକାରୀ…

ପ୍ରେସମିଟ୍‌ କରି ସ୍ପଷ୍ଟ କଲା ବିଜେଡି, କେଉଁଠି ଅଛନ୍ତି ପାଣ୍ଡିଆନ୍‌

ଭୁବନେଶ୍ୱର,୬।୫: ବିଜେଡିର ପରାଜୟ ପରେ ପାଣ୍ଡିଆନ୍‌ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ବିଜେଡି ଏହାର ସ୍ପଷ୍ଟୀକରଣ ରଖିଛି। ଖବରଦାତା ସମ୍ମିଳନୀ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଗୁରୁବାର ସୂଚନା ଦେଇ କହିଛନ୍ତି ନବୀନଙ୍କ ନିର୍ଦ୍ଦେଶରେ ପାଣ୍ଡିଆନ୍‌ ଦିଲ୍ଲୀ…

ପାଣ୍ଡିଆନ୍‌-ନବୀନଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ପ୍ରଣବ ପ୍ରକାଶ, କହିଦେଲେ ଏମିତି…

ଭୁବନେଶ୍ୱର,୬।୬: ପରାଜିତ ପ୍ରାର୍ଥୀଙ୍କୁ ନେଇ ଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକ ପରେ ବିଜେଡି ଓ ନବୀନଙ୍କ ସମ୍ପର୍କରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ବଡ଼ ବୟାନ ଦେଇଛନ୍ତି।…

ନିର୍ବାଚନ ସରିବା ପରେ ହଟିଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର,୬।୬: ରାଜ୍ୟରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ହଟାଯାଇଛି। ଏନେଇ ନିର୍ବାଚନ ଆୟୋଗ ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।…

ପାଣ୍ଡିଆନ୍‌ଙ୍କୁ ହଟାଇ ଦେଲେ କି ନବୀନ! ପ୍ରଫୁଲ୍ଲ ସାମଲଙ୍କ ବଡ଼ ବୟାନ ପରେ ତେଜିଲା ରାଜନୀତି

ଭୁବନେଶ୍ୱର,୬।୫: ନବୀନ ନିବାସରେ ଗୁରୁବାର ପରାଜିତ ପ୍ରାର୍ଥୀଙ୍କୁ ଡାକି ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବୈଠକ ପରେ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ। ସେ କହିଛନ୍ତି ପାଣ୍ଡିଆନ୍‌ଙ୍କ ବିନା ନବୀନ ସବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri