ମେଟ୍ରୋ

୩ରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’

ଭୁବନେଶ୍ୱର,୨।୮(ଅସମାପିକା ସାହୁ):ଦୈନିକ ଇଂଲିଶ୍‌ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଆୟୋଜନ କରିବ। ଆସନ୍ତା ୩ ତାରିଖରୁ ଏହା ଆରମ୍ଭ ହେବ। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ…

ଶିଳ୍ପମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୫ ହଜାର ଯୁବତୀଯୁବକଙ୍କ ଲାଗି ନିଯୁକ୍ତି ସୁଯୋଗ ହେବ ସୃଷ୍ଟି

ଭୁବନେଶ୍ୱର,୨।୮(ଅନିଲ ଦାସ):ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଡେରାସ ସ୍ଥିତ ସି-ଫୁଡ୍‌ ପାର୍କ ଶିଳ୍ପାଞ୍ଚଳ ଗସ୍ତକରି ଗୁରୁବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଅଂଶୀଦାରମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କର…

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨।୮: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ଏହା ଲଘୁଚାପରେ ପରିବର୍ତ୍ତିତ ହୋଇପାରେ । ଏହା ପ୍ରଭାବରେ…

ପିଏମ୍‌ଏଫ୍‌ବିଓ୍ବାଇ ଅବଧି ଅଗଷ୍ଟ ୧୦ ବଢିଲା, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମନମୋହନ

ଭୁବନେଶ୍ୱର, ୧।୮: ଭାଜପା ସରକାର କୃଷି ଓ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିଶୃତିବଦ୍ଧ। ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତିରୁ ଚାଷୀମାନଙ୍କୁ ଫସଲର ସୁରକ୍ଷା ଓ ଚିନ୍ତାମୁକ୍ତ ରଖିବା ପାଇଁ ୨୦୧୬ ଫେବୃଆରୀ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା…

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପଶ୍ଚିମବଙ୍ଗରୁ ନୁହେଁ ଏଣିକି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୧।୮(ଅସମାପିକା ସାହୁ): ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ…

ମମତା ଭାଜପାରେ ସାମିଲ ନେଇ ବିଜେଡି ଦେଲା ସାଂଘାତିକ ପ୍ରତିକ୍ରିୟା

ଭୁବନେଶ୍ୱର,୧।୮: ଭାଜପାରେ ମମତା ମହାନ୍ତ ସାମିଲ ହେବା ନେଇ ବିଜେଡି ପ୍ରତିକ୍ରିୟା ଦେଇଛି। ମମତା ବ୍ୟକ୍ତିଗତ ସ୍ବାର୍ଥ୍ୟ ପାଇଁ ଇସ୍ତଫା ଦେଇଛନ୍ତି ବୋଲି ବିଜେଡି ନେତା ଲେନିନ ମହାନ୍ତି କହିଛନ୍ତି। ଅନ୍ୟପଟେ, ମମତା ଯେଉଁ ମନ୍ତବ୍ୟ ଦେଇଛନ୍ତି, ତାହା ଭିତ୍ତିହୀନ ବୋଲି…

ମମତା ଭାଜପାରେ ସାମିଲ ହେବା ପରେ ବଡ଼ ବୟାନ ଦେଲେ ପ୍ରଦୀପ

ଭୁବନେଶ୍ୱର,୧।୮: ଭାଜପାରେ ମମତା ମହାନ୍ତ ସାମିଲ ହେବା ନେଇ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ବନ ବୟାନ ଦେଇଛନ୍ତି। ପ୍ରଦୀପ କହିଛନ୍ତି, ଲେଖା ଛିଡ଼ି ଛିଡ଼ି ଆସୁଛି, ଆଜିକା ଦିନରେ ଏତିକି କହିବି ଭାଜପା ବଢୁଛି, ବିଜେଡି ଛିଡୁଛି। ଅନ୍ୟପଟେ, ଭାଜପାରେ ମିଶିବା…

ଭାଜପାରେ ମିଶିବା ପରେ ମମତା ଦେଲେ ପ୍ରଥମ ପ୍ରତିକ୍ରିୟା, କହିଲେ ଏଥିପାଇଁ ବିଜେଡିରୁ…

ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଭାଜପାରେ ସାମିଲ ହେବା ପରେ ମମତା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କାଲି ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା…

ଭାଜପାରେ ସାମିଲ ହେଲେ ମମତା ମହାନ୍ତ, କାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ଗୁରୁବାର ସେ ଭାଜପା ଦିଲ୍ଲୀ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏହି ସମୟରେ ସାଧାରଣ ସଂପାଦକ ଅରୁଣ ସିଂ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ।…

ବଢିଲା ଚର୍ଚ୍ଚା: ପଦ୍ମ ଧରିବେ ମମତା!

ଭୁବନେଶ୍ୱର,୧।୮: ଭାଜପାରେ ଯୋଗଦେଇ ପାରନ୍ତି ମମତା ମହାନ୍ତ। ଆଉ କିଛି ସମୟ ପରେ ଦିଲ୍ଲୀରେ ପଦ୍ମ ଧରିପାରନ୍ତି ବୋଲି ସମ୍ଭାବନା ରହିଛି। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।…

ହତ୍ୟାକାରୀ ସ୍ୱାମୀଙ୍କୁ ଫାଶୀ ଦଣ୍ଡାଦେଶ; ସ୍ତ୍ରୀ’ର ଗଳାକାଟି କରିଥିଲେ ହତ୍ୟା

ଭୁବନେଶ୍ୱର,୧ା୮: ୨୦୨୨ ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିବା ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସଂଜିତ ଦାସକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏସଡିଜେଏମ୍‌ କୋର୍ଟ। ପାରିବାରିକ ଅଶାନ୍ତିକୁ କେନ୍ଦ୍ର କରି ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ଦୋଷୀ ସଂଜିତ। ରିପୋର୍ଟ…

ସାମ୍ବାଦିକା ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱର,୧ା୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍‌ ଛାନ୍‌ଭିନ୍‌ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?