ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି। ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ଯ୍ୟଟକ।…
ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ବର୍ଷର ଶେଷ ସାତ ଦିନ ଅର୍ଥାତ୍ ବଡ଼ଦିନ (ଡିସେମ୍ବର ୨୫) ଠାରୁ…
ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…
ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ ପଣ୍ଡା । ବିଜେଡି, ନବୀନ ପଟ୍ଟନାୟକ ଆମ ପାଇଁ ସବୁ କିଛି ବୋଲି ସେ…
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା
ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ ମାସ କେଉଁ ତାରିଖରେ ଆସିବେ ସେନେଇ କୌଣସି ସୂଚନା ମିଳିପାରି ନାହିଁ । ତେବେ…
ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…
ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି ପର୍ଯ୍ୟାୟରେ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ଖର୍ଚ୍ଚ…
ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୨୦୩୬ ସୁଦ୍ଧା ୫ ଶହ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…
ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ୍ ଟନ ଧାନ କିଣା ଯାଇଛି। ସେଥିମଧ୍ୟରୁ…
ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ
ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି କେଜି ୮୫୦ ଟଙ୍କା ଦରରେ ୫୨୫ କୁଇଣ୍ଟାଲ ବିକ୍ରି ହୋଇଥିଲା। ଅର୍ଥାତ୍ ବୁଧବାର ସମୁଦାୟ…
ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍ଓ୍ବେରେ ଫସିଲା ଅନେକ ବିମାନ
ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଅତ୍ୟନ୍ତ କମ୍ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ…
ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…
ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। କହିଛନ୍ତି, ଦାୟିତ୍ୱ ଗ୍ରହଣ ପରେ ମୁଁ ପ୍ରଥମେ ପୁରୀ…
Archives


