ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ
କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍ ସମ୍ପ୍ରଦାୟର...
ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା
ପୁରୀ,୧୪ା୪(ଅଜିତ୍ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ...
ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର ଷ୍ଟାଣ୍ଡ୍ଅପ୍ କମେଡିଆନ ରିତୁଶ୍ରୀ
ଭୁବନେଶ୍ୱର,୧୪।୪(ଶର୍ମିଷ୍ଠା ପାଣିଗ୍ରାହୀ)ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଘର୍ଷପୂର୍ଣ୍ଣ। ହେଲେ ଏହି ସଂଘର୍ଷ ଭିତରେ ଏକାକୀ ସମସ୍ତ ପରିସ୍ଥିତିକୁ ସାମ୍ନା କରି ନିଜ ଭବିଷ୍ୟତ ଗଢ଼ିବା ସହ ନିଜ ମାଟି ତଥା ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ...
ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ...
ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି...
ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍
ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ...
ଭାଜପାରେ ସାମିଲ ହେଲେ ବିଧାୟକ ବ୍ୟାମକେଶଙ୍କ ମାମୁ
ଭୁବନେଶ୍ୱର,୧୩।୪: ଭାଜପାରେ ସାମିଲ ହେଲେ ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ମାମୁ ଅଜୟ ନାୟକ। ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ଅଜୟ। ତେବେ ଶନିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର...
‘ବିଜେଡିକୁ ହାରିବା ଭୟ ଘାରିଛି’
ଭୁବନେଶ୍ୱର,୧୩।୪: କଳାକାରଙ୍କୁ ନବୀନ ନିବାସ ଡାକରା ନେଇ ଭାଜପାର କଟାକ୍ଷ। ବିଜେଡିକୁ ଟାର୍ଗେଟ କଲେ ଭାଜପାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର। ସେ କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି, ସେଥିପାଇଁ ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଆଗରୁ କେବଳ ନବୀନ...
ଆଜି ଆସିବ ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଏହି ସବୁ ଆସନରେ ଦେବ ପ୍ରାର୍ଥୀ
ଭୁବନେଶ୍ୱର,୧୩।୪: ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବା ବେଳେ ଆଜି ଭାଜପା ତା’ର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ଏନେଇ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ତୋମାର ସୂଚନା ଦେଇଛନ୍ତି।...
ଛିଣ୍ଡୁନି ୧୩ ଅଙ୍କ, ଛକାପଞ୍ଝାରେ ୩ ଦଳ
ଭୁବନେଶ୍ୱର,୧୩।୪: ପାଖେଇ ଆସିଲାଣି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ । ହେଲେ ଏବେ ଯାଏଁ ବି ଛକାପଞ୍ଝା ସ୍ଥିତିରେ ୩ ଦଳ। ଛିଣ୍ଡୁନି ୧୩ଟି ବିଧାନସଭା ଆସନ। ବିଜେଡି, ଭାଜପା ଓ...
ବିଧାୟକ ପଦ ରଦ୍ଦ ହେବା ପରେ ଆଇନର ଆଶ୍ରୟ ନେବେ ଅରବିନ୍ଦ ଢାଲି
ଭୁବନେଶ୍ୱର,୧୩।୪: ବିଧାୟକ ପଦ ରଦ୍ଦ ହେବା ପରେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ଭାଜପା ପ୍ରାର୍ଥୀ ଅରବିନ୍ଦ ଢାଲି ଆଇନର ଆଶ୍ରୟ ନେବେ। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସେ ଏହା କହିଛନ୍ତି...
ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର
ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ...
Archives


