ମେଟ୍ରୋ

ଫଳାଫଳ ପୂର୍ବରୁ ଶଙ୍ଖ ଭବନରେ ପୂଜାର୍ଚ୍ଚନା

ଭୁବନେଶ୍ୱର,୪।୬:ଇଭିଏମରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍‌ ବଢ଼ି ଯାଇଛି। ବିଗତ ନିର୍ବାଚନ ଠାରୁ ଚଳିତ ନିର୍ବାଚନ ଅଧିକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିବାରୁ ରାଜ୍ୟ ଶାସନ…

ଆଜି ଫିଟିବ ଭାଗ୍ୟ ପେଡ଼ି

ଭୁବନେଶ୍ୱର,୪ା୬(ଅନିଲ ଦାସ):ନିର୍ବାଚନ ସରିଛି। ନେତାଠୁ ଜନତା ସଭିଏଁ ଚାହିଁ ରହିଛନ୍ତି ଫଳାଫଳକୁ। ମଙ୍ଗଳବାର ପ୍ରତୀକ୍ଷାର ଅନ୍ତ ଘଟିବ। ଇଭିଏମରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍‌ ବଢ଼ି…

ବିଜେଡିକୁ ଘାରିଛି ଭୟ, ଏକ୍‌ଜିଟ୍‌ ପୋଲକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୩।୬: ଶନିବାର ନିର୍ବାଚନ ଶେଷ ହେବା ପରେ ମଙ୍ଗଳବାର ଆସିବ ଫଳାଫଳ। ତେବେ ଓଡ଼ିଶାର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଜିତିବାକୁ ନେଇ ଆଶା ପ୍ରକଟ କରିଛନ୍ତି। ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ ଜାତୀୟ…

ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ

ଭୁବନେଶ୍ୱର,୩।୬: ଭୋଟ ଗଣତି ଓ ମତଦାନ ହାର ନେଇ ସିଇଓ ସୂଚନା ଦେଇଛନ୍ତି। ମୋଟ ୭୦ଟି କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି କରାଯିବ। ECI ୧୨୪ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ୮ଟି ବିଧାନସଭା କ୍ଷେତ୍ରରେ ୩୦ରୁ ଅଧିକ ରାଉଣ୍ଡ ଗଣତି…

ଓଡ଼ିଶାରେ ସକାଳ ୮ଟାରୁ ହେବ ମତଗଣନା, ଇସିଆଇ ଦେଲେ ସୂଚନା

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ଦେଶରେ ଶନିବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତେବେ ଏହି ୭ଟି ପର୍ଯ୍ୟାୟରେ ହୋଇଥିବା ଭୋଟିଂର କାଉଣ୍ଟିଂ ମଙ୍ଗଳବାର ସକାଳ ୮ଟାରେ ଆରମ୍ଭ ହେବାକୁ ଯାଉଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ଓ ନିର୍ବାଚନମଣ୍ଡଳୀଗୁଡିକର ଉପ-ନିର୍ବାଚନ…

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର,୩।୬: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌…

ଓଜେଇଇ ରେଜଲ୍ଟ ପ୍ରକାଶ, ଏମିତି ଜାଣନ୍ତୁ ନିଜର ର଼୍ୟାଙ୍କ

ଭୁବନେଶ୍ୱର,୩ା୬(ଅସମାପିକା ସାହୁ): ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୪)ର ଫଳାଫଳ ସୋମବାର ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ପରୀକ୍ଷା  ୬.୫.୨୦୨୪ରୁ ଆରମ୍ଭ ହୋଇ ୧୦.୦୫.୨୪ ପର୍ଯ୍ୟନ୍ତ ଚାଲିଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ…

ରାଜ୍ୟ କ୍ୟାବିନେଟର ଶେଷ ବୈଠକ, ବିଧାନସଭା ଭଙ୍ଗ ସୁପାରିସ

ଭୁବନେଶ୍ୱର,୩।୬: ସୋମବାର ବିଜେଡି ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ତେବେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟ କ୍ୟାବିନେଟରେ…

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୩ା୬: ସୋମବାର ଆରମ୍ଭ ହୋଇଛି ଚଳିତ ବିଧାନସଭାର ଏହି ଶେଷ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଆରମ୍ଭ ହୋଇଛି। ଏହି ଭର୍ଚୁଆଲ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ଚାଲିଛି। ଏହା ନବୀନ ସରକାରଙ୍କ…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଭୁବନେଶ୍ୱର,୩ା୬(ଅସମାପିକା ସାହୁ): ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ସୋମବାର ଡିସ୍‌ଚାର୍ଜ ହୋଇଛନ୍ତି। ସେମାନେ ହେଲେ ବଳରାମ ଦାସ(୧୫) ଏବଂ ମନମୋହନ ବେହେରା(୨୪)। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ୧୭ ଜଣଙ୍କ…

ବସିବ ପଞ୍ଚମ ପାଳିର ଶେଷ ବୈଠକ, ମନ୍ତ୍ରୀମଣ୍ଡଳ ଭଙ୍ଗ ନେଇ ହୋଇପାରେ ଆଲୋଚନା

ଭୁବନେଶ୍ୱର,୩।୬: ଓଡ଼ିଶାରେ ଜୁନ ୧ରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ନିର୍ବାଚନ ସରିବାର ୨ଦିନ ପରେ ଅର୍ଥାତ୍‌ ସୋମବାର BJD ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ ବସିବାକୁ ଯାଉଛି। ଆଉ କିଛି ସମୟ ପରେ ଏହି ବୈଠକ ବସିବାକୁ ଯାଉଛି।…

ଅଂଶୁଘାତ ନେଉଛି ଜୀବନ, ଓଡ଼ିଶାରେ ୭୨ଘଣ୍ଟାରେ ୯୯ଜଣଙ୍କ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର,୩।୬(ଅସମାପିକା ସାହୁ)ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ କଲବଲ କରୁଛି ତାତି। ପ୍ରବଳ ଖରାରେ ଏବେ ଅଂଶୁଘାତଜନିତ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି। ରାଜ୍ୟରେ ଚଳିତ ଖରାରେ ଏ ପର୍ଯ୍ୟନ୍ତ ମୋଟ ୨୬ ଜଣଙ୍କ ଅଂଶୁଘାତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri