ଓଏଚ୍ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର ସମୟରେ…
ଜୁଲାଇ ୧ରୁ ନୂଆ ଆପରାଧିକ ଆଇନ, ହଟିବ ବ୍ରିଟିଶ ଆଇନ
ଭୁବନେଶ୍ୱର,୧୪ା୬(ସତ୍ୟଜିତ୍ ରାଉତ): ଆସନ୍ତା ଜୁଲାଇ ୧ରୁ ଦେଶରେ ୩ ନୂଆ ଆପରାଧିକ ଆଇନ ଲାଗୁ ହେବ। ସେଗୁଡିକ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ। ବ୍ରିଟିଶ୍ ଅମଳରୁ ପ୍ରଚଳିତ ଆପରାଧିକ ଆଇନ…
ବିଧାନସଭାରେ କେମିତି ନିର୍ବାଚିତ ହୁଅନ୍ତି ବାଚସ୍ପତି, ଜାଣନ୍ତୁ…
ଭୁବନେଶ୍ୱର,୧୪।୬: ୨୪ବର୍ଷର ବିଜେଡି ଶାସନ ପରେ ରାଜ୍ୟରେ ଭାଜପା କ୍ଷମତାସୀନ ହୋଇଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ୮କ୍ୟାବିନେଟ ମନ୍ତ୍ରୀ, ୨ ରାଜ୍ୟ (ସ୍ବାଧୀନ ଚାର୍ଜ) ଶପଥ ଗହଣ କରିଛନ୍ତି। ମୋହନଙ୍କୁ ମିାାଇ…
ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅଧିକ ପାଓ୍ବାରଫୁଲ ଉପ ମୁଖ୍ୟମନ୍ତ୍ରୀ! ମନ୍ତ୍ରୀମାନଙ୍କ ଠାରୁ ମିଳେ କେତେ ଅଧିକ ଦରମା?
ନୂଆଦିଲ୍ଲୀ,୧୪।୬: ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ନୂଆ ସରକାର ଶପଥ ନେଇଛନ୍ତି। ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶାସନ କମାଣ ଧରିଥିବାବେଳେ ଓଡ଼ିଶାରେ ୨୪ବର୍ଷରେ କ୍ଷମତାକୁ ଆସିଛି ଭାରତୀୟ ଜନତା ପାର୍ଟି। ଚନ୍ଦ୍ରବାବୁଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି…
କୁଏଟ୍ ଦୁର୍ଘଟଣାରେ ଚାଲିଗଲା ୨ ଓଡ଼ିଆ ପୁଅଙ୍କ ଜୀବନ, କାହିଁକି ଏଠାକୁ ଖଟିବାକୁ ଯାଆନ୍ତି ଭାରତୀୟ, ଦରମା ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୪।୬: କୁଏଟ୍ର ଏକ ଦୁର୍ଘଟଣାରେ ପ୍ରାୟ ୫୦ ଜଣଙ୍କର ମୃତ୍ୟୁ ଘଟିଛି, ସେମାନଙ୍କ ମଧ୍ୟରୁ ୪୫ଜଣ ଭାରତୀୟ। ସବୁଠାରୁ ବଡ଼ କଥା ହେଉଛି ସେମାନଙ୍କ ମଧ୍ୟରେ ଦୁଇ ଓଡ଼ିଆ ପୁଅ ମଧ୍ୟ ଅଛନ୍ତି। କୁଏଟ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ…
ପହିଲି ରଜରେ ବର୍ଷା, ଏସବୁ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଲର୍ଟ
ଭୁବନେଶ୍ୱର,୧୪।୬: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ରଜ ଉତ୍ସବ । ସବୁଠି ଉତ୍ସବର ମାହୋଲ । ଏହାରି ଭିତରେ ରାଜ୍ୟରେ କେଉଁଠି ରଜ ପାଗ ତ କେଉଁଠି ଟାଣ ଖରା ଦେଖିବାକୁ ମିଳିଛି। ଚଳିତ ମାସ ୧୭ ଓ ୧୮ରେ ଦକ୍ଷିଣ…
କ୍ୟାବିନେଟ ଓ ରାଜ୍ୟ ମନ୍ତ୍ରୀଙ୍କ ମଧ୍ୟରେ ଫରକ୍ କ’ଣ? କାହାକୁ ମିଳେ କେତେ ଦରମା କେଉଁ ସୁବିଧା
ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାରର ସମସ୍ତ ମନ୍ତ୍ରୀ ଚାରିଦିନ ପୂର୍ବରୁ ଶପଥ ଗ୍ରହଣ କରିଛନ୍ତି। ମୋଦି ସରକାରଙ୍କ ୭୧ ସଦସ୍ୟ ବିଶିଷ୍ଟ କ୍ୟାବିନେଟ ନିଜ ନିଜ ମନ୍ତ୍ରଣାଳୟରେ ଦାୟିତ୍ୱ ନେଇଛନ୍ତି। ମୋଦି ସରକାରରେ ୩୦ ଜଣ କ୍ୟାବିନେଟ…
ଓଡ଼ିଆ ଅସ୍ମିତାକୁ ଦିଆଯିବ ଗୁରୁତ୍ୱ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତିର ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ମ୍ୟୁଜିୟମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ…
ଶପଥ ନେଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ
ଭୁବନେଶ୍ୱର,୧୪ା୬: ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ।…
୧୩ ଦିନରେ ସହରରୁ ୨୪ ଡେଙ୍ଗୁ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୪।୬ (ବନ୍ଦନା ସେଠୀ): ବର୍ଷାଋତୁ ଆରମ୍ଭ ନ ହେଉଣୁ ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରେ ଡେଙ୍ଗୁ ସଂକ୍ରମଣରେ ଖୋର୍ଦ୍ଧା ଜିଲା ସର୍ବଦା ଆଗରେ ରହୁଥିବାବେଳେ ଭୁବନେଶ୍ୱର ହଟ୍ସ୍ପଟ୍ ପାଲଟୁଛି। ଗତ ୨/୩ବର୍ଷ ଧରି ଏହି ଧାରା ବଜାୟ ରହିଛି।…
ଆସିଛି ରଜ
ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଗଣପର୍ବ ‘ରଜ’ ପାଇଁ ରାଜଧାନୀ ଉତ୍ସବ ମୁଖରିତ। ଏଥିପାଇଁ ସମସ୍ତଙ୍କ ମନରେ ଉଲ୍ଲାସ ଓ ଉତ୍ସାହ ଭରିଯାଇଛି। ସବୁଠି ପୋଡ଼ପିଠା, ପାନଭଙ୍ଗା ପ୍ରସ୍ତୁତି ସାଙ୍ଗକୁ ଦୋଳି ଲାଗିସରିଲାଣି। ଗୁରୁବାର ଝିଅବୋହୂମାନେ ରଜ ସଜବାଜ ବେଶ୍ ଉତ୍ସାହର ସହିତ…
ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବାଚସ୍ପତି ନିଯୁକ୍ତ
ଭୁବନେଶ୍ୱର,୧୩।୬: ରାଜ୍ୟପାଳ ରଘୁବର ଦାସ ଗୁରୁବାର ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ରଣେନ୍ଦ୍ର। ୧୮ ଓ ୧୯ରେ ଶପଥ ନେବେ ନୂଆ ବିଧାୟକ।…
Archives


