ମେଟ୍ରୋ

କେନ୍ଦ୍ର ବଜେଟରେ ରାଜ୍ୟକୁ ଉପେକ୍ଷା ଉଦ୍‌ବେଗର ବିଷୟ: ଡି. ରାଜା

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ): ୨୦୨୪-୨୫ କେନ୍ଦ୍ର ବଜେଟ ସମ୍ପୂର୍ଣ୍ଣ ବିପର୍ଯ୍ୟୟକର ଓ ଏଥିରେ ରାଜ୍ୟକୁ ଉପେକ୍ଷା କରାଯିବା ଅତ୍ୟନ୍ତ ଉଦ୍‌ବେଗର ବିଷୟ ବୋଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ଶନିବାର ସିପିଆଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ…

ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୩…

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…

ଅଚାନକ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ ବ୍ୟବହୃତ…

ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି

ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍‌ପି ଯାଇଛନ୍ତି। ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ପୋଲାଭରମ ଓ ସତନ୍ତ୍ର ପ୍ୟାକେଜ ମାଗନ୍ତୁ…

ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି କି ଜାଣିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବିଧାନସଭା ଚାଲିବା ସମୟରେ ବାହାର ନିୟମକୁ…

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି, ଶ୍ରୀଘ୍ର…

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ ପାଖରୁ…

ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ: ମୋହନ ସରକାରଙ୍କୁ ଘେରିଲା କଂଗ୍ରେସ, ତାରା ବାହିନୀପତି କହିଲେ…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାର ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ କରିଛନ୍ତି। ତେବେ ଏ ନେଇ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବ। ବିଧାନସଭା ଅଧିବେଶନ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଅଗ୍ନି ବୀରଙ୍କ ପାଇଁ…

କିଏ ହେବ ପିସିସି ସଭାପତି: ଦିଲ୍ଲୀରୁ ଫେରି କହୁକହୁ ଏମିତି କହିଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୭।୭: ପରବର୍ତ୍ତୀ ପିସିସି ସଭାପତି ନେଇ କଂଗ୍ରେସ ଶିବିରରେ ମାନସ ମନ୍ଥନ ଚାଲିଛି। ତେବେ ଦିଲ୍ଲୀରୁ ଫେରିବା ପରେ କଂଗ୍ରେସର ବରିଷ୍ଠ ନେତା ବିଜୟ ପଟ୍ଟନାୟକ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଓଡ଼ିଶା ସ୍ବାର୍ଥ ପାଇଁ ଯିଏ…

ଓଡ଼ିଶାକୁ ଆସୁଛି ଆଳୁ: ଗର୍ଜିଲେ ତାରା, ନବୀନ ଚିଠି ଲେଖିଲେ ବୋଲି…

ଭୁବନେଶ୍ୱର,୨୭।୭: ରାଜ୍ୟରେ ହୁ ହୁ ହୋଇ ବଢୁଛି ଆଳୁଦର। ଭୁବନେଶ୍ୱର କଟକରେ ଆଳୁ କିଲୋ ପ୍ରତି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସିବା ଆରମ୍ଭ ହୋଇଛି। ଏବେ ଧୀରେ…

ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୭।୭: ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନର ବ୍ରେକରେ ଶନିବାର ନିଆଁ ଲାଗିଛି। ପୁରୀ ମାଳତିପାଟପୁର ରେଳ ଷ୍ଟେଶନ ନିକଟରେ ଟ୍ରେନ୍‌ ପଛ ପାଖ ଇଞ୍ଜିନରୁ ଧୂଆଁ ବାହାରିବା ଲୋକେ ଦେଖିଥିଲେ। ପରେ ଟ୍ରେନର ବ୍ରେକରେ ନିଆଁ ଲାଗିଥିବା ଜାଣିବାକୁ ପାଇଥିଲେ। ତେବେ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?