ମେଟ୍ରୋ

କମିଲା ଆଳୁ ଦର! ହେଲା ଏତିକି, ଯୋଗାଣ ମନ୍ତ୍ରୀ କହିଲେ …

ଭୁବନେଶ୍ୱର,୨୭।୭: ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର…

ଓଡ଼ିଶାରେ କେନ୍ଦ୍ର କୋଇଲା, ଖଣି ମନ୍ତ୍ରୀ, ପ୍ରତିକ୍ରିୟା ରଖି କହିଲେ ପୂର୍ବ ସରକାର ଏବେ ସରକାର ମଧ୍ୟରେ…

ଭୁବନେଶ୍ୱର,୨୭।୭: କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚି ସେ ତାଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି। କୌଣସି ରାଜ୍ୟକୁ…

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଛି । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନାହିଁ । ବାହାର ରାଜ୍ୟରୁ…

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା…

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି ଅଧ୍ୟକ୍ଷ ଥିବାବେଳେ ତାଙ୍କ ସହ ୭ ଜଣଙ୍କୁ ସଦସ୍ୟ ରଖାଯାଇଛି। ଏନେଇ ଘୋଷଣା ହେବାପରେ…

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ…

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଶୁକ୍ରବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ କେଉଁଠାରେ ୫୦ ଟଙ୍କାରେ ଲୋକମାନଙ୍କୁ କିଣିବାକୁ ପଡୁଛି। କିଛି ସ୍ଥାନରେ ଖୁଚୁରାରେ ୫୫ ଟଙ୍କାରେ…

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ ସରକାର ଶ୍ରୀଜୀଉଙ୍କ ନୀତିରେ…

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା ପାଇଁ ବେଶ୍‌ ଗୁରୁତ୍ୱ ବହନ କରିଛି। ଏହି ବଜେଟରେ ସମାଜର ୪ଟି ବର୍ଗଙ୍କ ଉପରେ…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭା ଶୂନ୍ୟକାଳରେ ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ସରକାର…

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?