ମେଟ୍ରୋ

ମଧୁମିତାଙ୍କ ମୃତ୍ୟୁ ମାମଲା: ଯେଉଁ ଦୁଇ ଯୁବତୀଙ୍କୁ ନେଇ ପରିବାରରେ ଉଠିଥିଲା ଝଡ଼,  ଏବେ ପୋଲିସକୁ କରିବେ ସାମ୍ନା

ଭୁବନେଶ୍ବର,୨୬।୭: ସାମ୍ବାଦିକା ମଧୁମିତା ପରିଡାଙ୍କ ମୃତ୍ୟୁ ମାମଲାରେ ପୋଲିସ ତଦନ୍ତ ଜାରି ରଖିଛି। ତେବେ ମୃତ୍ୟୁ ପୂର୍ବରୁ ମଧୁମିତା ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ତାଙ୍କ ଶେଷ ଭିଡିଓ ପୋଲିସକୁ ତଦନ୍ତରେ ଅନେକ ସାହାଯ୍ୟ କରିବ। ମୃତ୍ୟୁ ପୂର୍ବରୁ ମଧୁମିତା ସୋସିଆଲ…

‘୨୫ ଲକ୍ଷ ଭୂତ ରାଶନ କାର୍ଡରେ ହୋଇଛି କି ଆଧାର ଲିଙ୍କ୍‌ ’ ଜାଣନ୍ତୁ ଏମିତି କାହିଁକି କହିଲେ …

ଭୁବନେଶ୍ୱର,୨୬।୭: ବିଧାନସଭା ଶୂନ୍ୟକାଳରେ ଭୂତ ରାଶନ କାର୍ଡ ହିତାଧିକାରୀ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ। ବିଧାନସଭାରେ ସେ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ରାଜ୍ୟରେ ୨୫ ଲକ୍ଷ ଭୂତ କାର୍ଡ, ଯୋଗାଣ ମନ୍ତ୍ରୀ କହିଥିଲେ…

‘ନାଁ ବଦଳାଇଲେ ଗୋଲାପ ଫୁଲ ଦୁଦୁରା ଫୁଲ ହୋଇ ଯିବନି’, ଜାଣନ୍ତୁ କାହିଁକି ଏମିତି କହିଲେ ବିଜେଡି ବିଧାୟକ ଗଣେଶ୍ୱର ବେହେରା

ଭୁବନେଶ୍ବର,୨୬।୭: ବିଜେଡି ସରକାରଙ୍କ ଯୋଜନାର ନାଁ ବଦଳିବା ନେଇ ଗୃହରେ ଉଦବେଗ୍‌ ପ୍ରକାଶ ପାଇଛି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର…

ରାଜ୍ୟରେ ଖାଲିପଡ଼ିଛି ୧୭ ହଜାରୁ ଅଧିକ ଶିକ୍ଷକ ପଦ: ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ୱର,୨୬।୭: ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ ରାଜ୍ୟରେ ଖାଲିପଡିଛି । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ ୧୭ ହଜାର ୭୬୧ ଶିକ୍ଷକ ପଦବୀ ଖାଲି ଅଛି । ଏ ନେଇ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୬।୭: ଆସନ୍ତା ୨୯ ତାରିଖ ଅର୍ଥାତ୍‌ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି। ଏହା ପୂର୍ବରୁ ଗତ ୨୨ ତାରିଖରେ ସପ୍ତଦଶ…

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଭୁବନେଶ୍ୱର,୨୬ା୭: ଭୁବନେଶ୍ବର ରେଳ ଷ୍ଟେଶନ ଅତିକ୍ରମ ପରେ ଏକ ମାଲ୍‌ବାହୀ ଟ୍ରେନ୍‌ ଶୁକ୍ରବାର ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ଟ୍ରାକ୍‌ରୁ ଖସିଯାଇଥିଲା। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ପୂର୍ବତଟ ରେଳପଥ ପକ୍ଷରୁ…

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି। ଶୁକ୍ରବାର…

ଆହୁରି ବଢିବ ଆଳୁ ଦର! ଜାଣନ୍ତୁ କ’ଣ କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ…

ରାଜ୍ୟରେ ଲାଗୁ ହେଲା ଶ୍ରୀଅନ୍ନ ଅଭିଯାନ

ଭୁବନେଶ୍ୱର,୨୬।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ବଜେଟରେ ଶ୍ରୀଅନ୍ନ ଅଭିଯାନ ବିଷୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ୬୪୯ କୋଟି ବ୍ୟୟବରାଦ…

ସବୁଜ ହେବ ମହାନଦୀ କୂଳ

ଭୁବନେଶ୍ୱର,୨୬ା୭: ରାଜ୍ୟର ମୋହନ ମାଝୀ ସରକାର ବିଧାନସଭାରେ ଉପସ୍ଥାପିତ ପ୍ରଥମ ବଜେଟରେ ମହାନଦୀ ଅବବାହିକାରେ ମୃତ୍ତିକା କ୍ଷୟ ରୋକିବା, କୂଳର ସୌନ୍ଦର୍ଯ୍ୟକରଣ ଏବଂ ଆଧ୍ୟାମତ୍ିକ ଐତିହ୍ୟର ପ୍ରସାରକୁ ବିଶେଷ ଦୃଷ୍ଟି ଦେଇଛନ୍ତି। ତଦନୁଯାୟୀ ମହାନଦୀ ରିଭରଫ୍ରଣ୍ଟ ଡେଭେଲପ୍‌ମେଣ୍ଟ ଯୋଜନା କରାଯାଇଛି। ସମ୍ବଲପୁର…

ଏହିସବୁ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ବିଲ ପୈଠ ହେବ କୋହଳ

ଭୁବନେଶ୍ୱର, ୨୬ା୭ (ବନ୍ଦନା ସେଠୀ):ଉଠା ଜଳସେଚନ ଉପଭୋକ୍ତାଙ୍କ ବକେୟା ବିଦ୍ୟୁତ୍‌ ବିଲ୍‌ ଦେୟ ଅବଧିରେ କୋହଳ କରିଛନ୍ତି ରାଜ୍ୟ ସରକାର। ଚଳିତ ଖରିଫ ଋତୁରେ ଚାଷୀଙ୍କ ସ୍ବାର୍ଥରକ୍ଷା ନେଇ ଉଠାଜଳସେଚନ ଉପଭୋକ୍ତାଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ ଲାଗି ସମୟ ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?