ମେଟ୍ରୋ

ମୋବାଇଲ ଆପ୍‌ରେ ସ୍ଲଟ ବୁକିଂ କରି ମହାପ୍ରଭୁଙ୍କୁ କରିବେ ଦର୍ଶନ! ଜାଣନ୍ତୁ କ’ଣ କହିଲେ ଗଜପତି

ଭୁବନେଶ୍ୱର,୨୭।୬: ମହାପ୍ରଭୁଙ୍କୁ ସୁବିଧାରେ ଦର୍ଶନ ବ୍ୟବସ୍ଥା ବିଷୟରେ ବଡ଼ ସୂଚନା ଦେଇଛନ୍ତି ସୂଚନା ଗଜପତି। ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋବାଇଲ ଆପ୍‌ରେ ସ୍ଲଟ ବୁକିଂ ଦ୍ୱାରା ଦର୍ଶନ ଯୋଜନା ରହିଛି। ଯେକେହି ଦର୍ଶନାର୍ଥୀ ସ୍ଲଟ ବୁକିଂ କରି…

ଏବେ କେଉଁଠି ଆଇପିଏସ ଆଶିଷ ସିଂ? ପୋଲିସ ଡିଜିଙ୍କୁ ଚିଠି ଲେଖି ପଚାରିଲା ଗୃହ ବିଭାଗ

ଭୁବନେଶ୍ୱର,୨୭।୬: ଆଇପିଏସ ଆଶିଷ ସିଂ ଏବେ କେଉଁଠି ବୋଲି ଗୃହ ବିଭାଗ ପ୍ରଶ୍ନ କରିଛି। ଏନେଇ ପୋଲିସ ଡିଜିଙ୍କୁ ଗୃହ ବିଭାଗ ଅତିରିକ୍ତ ସଚିବ ଚିଠି ଲେଖି ଆଶିଷ ସିଂ ଚାକିରିରେ ଯୋଗ ଦେଲେଣି କି ନାହିଁ ବୋଲି ପଚାରିଛନ୍ତି। ତେବେ…

ମହାନଦୀ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନକୁ କାଉଣ୍ଟର କଲା ବିଜେଡି

ଭୁବନେଶ୍ୱର,୨୭।୬: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବୟାନକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ…

ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ

ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି ଉଚ୍ଚମାଧ୍ୟମିକ…

ଇସ୍ତଫା ଚର୍ଚ୍ଚା ନେଇ ଶରତ ପଟ୍ଟନାୟକ ଦେଲେ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୭।୬: ଇସ୍ତଫା ଚର୍ଚ୍ଚା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଶରତ କହିଛନ୍ତି, ଗତଥର ଅପେକ୍ଷା କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ନିର୍ବାଚନ ପୂର୍ବରୁ ଆମର ୬ ବିଧାୟକ ଥିଲେ, ଏଥର ୧୫ ବିଧାୟକ ଅଛନ୍ତି। ୨୫ ବର୍ଷରେ…

ବଢ଼ିଲା କନ୍ଦଳ: ପିସିସି ସଭାପତିଙ୍କ ଇସ୍ତଫା ଦାବି

ଭୁବନେଶ୍ୱର,୨୭ା୬: ସାଧାରଣ ନିର୍ବାଚନରେ ପରାଜୟ ପରେ ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ବଢ଼ିଚାଲଛି। ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ପିସିସି ସଭାପତି ଇସ୍ତଫା ଦେଇ ଦେବା ଉଚିତ ବୋଲି କହିଛନ୍ତି। ଦଳର ଶୋଚନୀୟ ପରାଜୟ ପାଇଁ ପିସିସି…

ଆଖି ବୁଜିଲା ନାଲି ବାଘୁଣୀ ‘ସାରା’

ଭୁବନେଶ୍ୱର,୨୭।୬: ନନ୍ଦନକାନନରେ ଆଖି ବୁଜିଛି ନାଲି ବାଘୁଣୀ ‘ସାରା’। ବାଘ ସଫାରୀର ୩୩ ନମ୍ବର ଖୁଆଡରେ ରହୁଥିବା ଏହି ବାଘୁଣୀଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲା। ତେବେ ସାରା ୨୦୦୯ରେ ଭୋପାଳ ଚିଡ଼ିଆଖାନାରୁ ଓଡ଼ିଶା ଆସିଥିଲା। ଏବେ ତାକୁ ୧୯ ବର୍ଷ…

କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ: ରେସ୍‌ରେ ଅଛି ଏମାନଙ୍କ ନାଁ…

ଭୁବନେଶ୍ୱର,୨୭।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା…

ଓଡ଼ିଶାରେ ମଦ ବନ୍ଦ ହେଲେ କମିବ ରାଜସ୍ବ , ବର୍ଷ ଆରମ୍ଭରୁ ୧୦ ହଜାର କୋଟି ଆୟ କଲେଣି ସରକାର

ଭୁବନେଶ୍ୱର,୨୭।୬: ଓଡ଼ିଶାରେ ହେବନି ମଦ ବ୍ୟାନ୍‌। ଏନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟର ନୂଆ ସରକାରଙ୍କ ଏନେଇ କୌଣସି ଯୋଜନା ନ ଥିବା ସେ କହିଛନ୍ତି। ବୁଧବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ…

ଏଣିକି ଥାନାରେ ଅମାନିଆ ପଢ଼ିବେ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୨୭।୬ (ସୂର୍ଯ୍ୟକାନ୍ତ ବେହେରା)ଟ୍ରାଫିକ ନିୟମ ଭଙ୍ଗ କଲେ ଉଲ୍ଲଂଘନକାରୀଙ୍କୁ ଜରିମାନାରେ ଦଣ୍ଡିତ କରାଯାଉଛି। ଏପରିକି କୋର୍ଟରୁ ଜବତ ଗାଡ଼ି ମୁକୁଳାଇବାକୁ ନିର୍ଦ୍ଦେଶ ରହିଛି। ଏହାପରେ ବି ପରିସ୍ଥିତିରେ କୌଣସି ସୁଧାର ଆସୁନାହିଁ। ଦିନକୁ ଦିନ ଟ୍ରାଫିକ ନିୟମ ଉଲ୍ଲଂଘନ ଘଟଣା ବୃଦ୍ଧି…

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଅମାନବୀୟ: ଭାଜପା

ଭୁବନେଶ୍ୱର,୨୭ା୬(ଅନିଲ ଦାସ)ପୋଲିସର ନାଲିଆଖି ଦେଖାଇ ଗଣମାଧ୍ୟମ ସଂସ୍ଥା ଓ ସାମ୍ବାଦିକଙ୍କ କଣ୍ଠରୋଧ କରିବା ହେଉଛି ବିଜେଡିର ଚିରାଚରିତ ଅଭ୍ୟାସ। ଗଣମାଧ୍ୟମ ସଂସ୍ଥା ଓ ତାଙ୍କ କର୍ମଚାରୀଙ୍କ ଉପରେ ଆକ୍ରମଣ, ଧମକ ଦେବା ଭଳି ବିଜେଡିର ଅଗଣତାନ୍ତ୍ରିକ ଉଦାହରଣ ରହିଛି। ମଙ୍ଗଳବାର ଜଣେ…

ଏଥର ବି ଖାଲି ପଡ଼ିବ ସିଟ୍‌

ଭୁବନେଶ୍ୱର,୨୭।୬(ଅସମାପିକା ସାହୁ)୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ୧,୭୮,୯୭୬ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। କଳାରେ ୧,୦୯,୮୫୪ ଛାତ୍ରୀଛାତ୍ର ଥିବାବେଳେ ବିଜ୍ଞାନରେ ୪୫,୬୧୪, ବାଣିଜ୍ୟରେ ୧୭,୧୫୬, ଶାସ୍ତ୍ରୀରେ ୩,୫୭୪, ସେଲ୍‌ଫ ଫାଇନାନ୍ସିଂରେ ୨,୬୨୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri