୨ ନୂଆ ଏସ୍ପି, ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ
ଭୁବନେଶ୍ୱର,୫।୪: ଦୁଇ ଏସ୍ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି। କଟକର ନୂଆ...
ଜୟଦେବ ଆସନ ଝୁଲାଇ ରଖିଛି ବିଜେଡି
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର):ଭୁବନେଶ୍ୱର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଏହାର ପ୍ରାର୍ଥୀ ଘୋଷଣା କରିଥିବାବେଳେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଛନ୍ତି। ୨୦୧୯ରେ ଏଠାରୁ ବିଜେଡି ଟିକେଟରେ ଜିତି ବିଧାୟକ ହୋଇଥିବା ଅରବିନ୍ଦ ଢାଲି...
୨୦ ଘରୋଇ ସ୍କୁଲକୁ ନୋଟିସ
ଭୁବନେଶ୍ୱର, ୫।୪(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଘରୋଇ ସ୍କୁଲରେ ମାଗଣା ପଢ଼ିବାକୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କୁ କିଛି ସ୍କୁଲ ଫେରାଇ ଦେବା ପରେ ବିବାଦ ତେଜିବାରେ ଲାଗିଛି। ଏହାର ପ୍ରତିବାଦରେ ଓଡ଼ିଶା ଅଭିଭାବକ ମହାସଂଘ...
ଭାଜପାକୁ ଘାରିଲାଣି ଅସନ୍ତୁଷ୍ଟଙ୍କ ଚିନ୍ତା
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ରାଜ୍ୟରେ ଭାଜପା ସରକାରକୁ ଆସିବ ବୋଲି ଭାଜପା ରାଜ୍ୟ ନେତୃବୃନ୍ଦ ଦୃଢ଼ୋକ୍ତି ପ୍ରକାଶ କରୁଛନ୍ତି। ଅନେକ ସମୟରେ ବିଜେଡିରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବହୁ ପରିମାଣରେ ବଢ଼ିଯାଇଥିବା ବେଳେ ଶାସକ ଦଳର ବହୁ ନେତା ଯୋଗାଯୋଗରେ...
ସକାଳେ ଛାଡିଥିଲେ ଭାଜପା, ଏବେ କଂଗ୍ରେସରେ ହେଲେ ସାମିଲ
ଭୁବନେଶ୍ୱର, ୪।୪: କଂଗ୍ରେସରେ ସାମିଲ ହେଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ପିପିସି ସଭାପତି ଶରତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଭାଜପାରୁ ଇସ୍ତଫା...
ଶଙ୍ଖ ଛାଡିଲେ ଆଠମଲ୍ଲିକ ବିଧାୟକ
ଭୁବନେଶ୍ୱର, ୪।୪: ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଗୁରୁବାର ସେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ଛାଡିଥିବା ସୂଚନା ମିଳିଛି। ଆଠମଲ୍ଲିକରୁ ବିଜେଡି ଏଥର ନଳିନୀକାନ୍ତ ପ୍ରଧାନଙ୍କୁ...
ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ
ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି।...
ଭାଜପାରୁ ଇସ୍ତଫା ଦେଲେ ସୋନାଲି ସାହୁ, ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା
ଭୁବନେଶ୍ୱର, ୪।୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ...
କଂଗ୍ରେସ ଫିକ୍ସ କଲା ପ୍ରାର୍ଥୀ ତାଲିକା; ବାଲେଶ୍ୱରରୁ ଶ୍ରୀକାନ୍ତ, ପୁରୀରେ ନୂଆ ମୁହଁ!
ଭୁବନେଶ୍ୱର,୪।୪: ମୁଣ୍ଡ ଉପରେ ନିର୍ବାଚନ। ରାଜ୍ୟରେ ବଢୁଥିବା ତାପମାତ୍ରର ପରି ରାଜ୍ୟ ରାଜନୀତି ମଧ୍ୟ ଦିନକୁ ଦିନ ଉଷ୍ମ ହେବାରେ ଲାଗିଛି। ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ମଧ୍ୟ ୪୯ ବିଧାନସଭା ଓ ୮ ଲୋକ...
ମରିବା ପର୍ଯ୍ୟନ୍ତ କଂଗ୍ରେସରେ ରହିବି: ସୁର
ଭୁବନେଶ୍ୱର,୪ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ସୋ-କଜ୍ର ଉତ୍ତର ରଖିଛନ୍ତି। ଗୁରୁବାର ସେ କଂଗ୍ରେସ ଭବନ ଯାଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟରେ ଏହାର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ମୁଁ ପୁଅ ପାଇଁ କୌଣସି ସଭାସମିତିରେ...
କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ
ଭୁବନେଶ୍ୱର,୪ା୪: ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପାରାଦୀପର ବାପି ସର୍ଖେଲ। ପିସିସି ସଭାପତିଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କିଛିଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିବା ବେଳେ ଆଜି ବାପି କଂଗ୍ରେସ ଛାଡ଼ିଛନ୍ତି।...
ବିଜେଡି ଛାଡ଼ିଲେ ରାମଚନ୍ଦ୍ର ପଣ୍ଡା
ଭୁବନେଶ୍ୱର,୪ା୪: ଗୁରୁବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ରାମଚନ୍ଦ୍ର ଜଣେ ଦକ୍ଷ ରାଜନୀତିଜ୍ଞ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ...
Archives


