ସୋସିଆଲ ମିଡିଆ, ମୋବାଇଲରେ ଭୋଟ ଡିଲ୍
ଭୁବନେଶ୍ୱର,୨୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୧୨ ଜିଲାରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିପାଇଁ ୨୩ ତାରିଖ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ରହିଛି। ତେଣୁ ଭୋଟରଙ୍କୁ ମତଦାନ ଯାଏ ନିଜ ସପକ୍ଷରେ ରଖିବା ଲାଗି…
ଭାଜପା ବିରୋଧରେ ଲୋକଙ୍କୁ ବିଭ୍ରାନ୍ତ କରୁଛି ବିଜେଡି
ଭୁବନେଶ୍ୱର,୨୫।୫(ସୁନିତ୍ ମିଶ୍ର): ବିଗତ ଦିନରେ ଓଡ଼ିଶାର ଗଣତାନ୍ତ୍ରିକ ଆନ୍ଦୋଳନର ବିଜେଡି ମୁଖ୍ୟ ରାଜନୈତିକ ସଙ୍ଗଠନ ଥିଲା। ଏହାର ରାଜନୈତିକ ବ୍ୟାପାର କମିଟି, ରାଜ୍ୟ କାର୍ଯ୍ୟନିର୍ବାହୀ ଓ ପାର୍ଲାମେଣ୍ଟାରି ବୋର୍ଡ ହିଁ ଦଳର ପ୍ରାଥୀ କିଏ ହେବ ସ୍ଥିର କରେ। ବିଜେଡିର ପୁରୁଣା…
ଆଜି ଆସୁଛନ୍ତି ସ୍ମୃତି ଇରାନୀ
ଭୁବନେଶ୍ୱର, ୨୫।୫(ସୁନିତ୍ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ…
ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ
ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର…
ବାତ୍ୟା ‘ରେମଲ’ ଆଣୁଛି ବର୍ଷା
ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ…
ଏହି ୪ ଭାଜପା ନେତାଙ୍କୁ ଏସସିବି ମନସ୍ତତ୍ତ୍ୱ ବିଭାଗରେ ଦେଖାଇବାକୁ ପରାମର୍ଶ ଦେଲା ବିଜେଡି
ଭୁବନେଶ୍ୱର,୨୪।୫: ନିର୍ବାଚନୀ ପାଗ ଭିତରେ ଥମୁନି ରାଜନୈତିକ ଆରୋପ ପ୍ରତ୍ୟାରୋପ। ରାଜଧାନୀ ପାଗ ମିଜାଜ ବଦଳୁଥିବାବେଳେ ସେଥିରେ ରାଜନୀତିର ପାରା କିନ୍ତୁ ଉପରମୁହାଁ ଧରିଛି। ଏହାରି ଭିତରେ ଭାଜପା ନେତାଙ୍କୁ କିଛି ନିଆରା ଶୈଳୀରେ ଟାର୍ଗେଟ କରିଛନ୍ତି ବିଜେଡି ନେତା ।…
ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ
ଭୁବନେଶ୍ୱର,୨୪।୫: ଶନିବାର ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭାର ୯୪ଲକ୍ଷ…
ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ
ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ…
ପୁଅ ପାଇଁ ଭୋଟ ମାଗିବାକୁ ଯାଇଥିଲେ, ମହିଳାଙ୍କୁ ଦେଲେ ଧମକ, ପ୍ରତାପଙ୍କ ନାଁରେ ବଡ଼ ଅଭିଯୋଗ
ଭୁବନେଶ୍ୱର,୨୪।୫: ଭୋଟ ମାଗିବାକୁ ଯାଇ ମହିଳା ୱାର୍ଡମେମ୍ବରଙ୍କୁ ଧମକ ଦେଲେ ବିଜେଡି ବିଧାୟକ ପ୍ରତାପ ଜେନା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଅଶାଳୀନ ଶବ୍ଦ ବ୍ୟବହାର କରୁଥିବା ବ୍ୟକ୍ତି ପ୍ରତାପ ଜେନା ବୋଲି କୁହାଯାଉଛି।…
ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ଭାଜପା ମିଛ କହିବାର ସବୁ ସୀମା ଟପିଯାଇଛି: ନବୀନ
ଭୁବନେଶ୍ୱର,୨୪।୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ…
ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମୁତୟନ ହେବେ ୩୫ ହଜାର ପୋଲିସ
ଭୁବନେଶ୍ୱର,୨୪।୫: ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରାଯିବା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି। ଏନେଇ ଡିଜିପି ସୂଚନା ଦେଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୧୦, ୫୫୧ ବୁଥ୍ , ୨୦% ସମ୍ବେଦନଶୀଳ ବୁଥ୍ ରହିଛି।…
Archives


