ମେଟ୍ରୋ

ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୨।୫: କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥ୍‌ରେ ପୁନଃ ମତଦାନ ହେବ। ଇସିଆଇଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଛନ୍ତି। ଆସନ୍ତାକାଲି ସକାଳ…

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ। ପ୍ରଣବ କୁମାର ଆଏଚଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟ୍ରେଲର ‘ଭାରତ ପର୍ବ’ ଦ୍ୱାରା…

ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…

ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ ଏହି ବିଧାୟକଙ୍କୁ ମଙ୍ଗଳବାର ଜବାବ ତଲବ କରାଯାଇଛି। ସମୀର ଦାଶ, ସୀମାରାଣୀ ନାୟକ,…

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ ଟାର୍ଗେଟ କରାଯାଉଛି। ଅନେକେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ବୋଲି କହୁଛନ୍ତି। ଏନେଇ…

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର…

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ ନେଇ ଜଣେ ଏମପିଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ, ପୁରୀ ଶ୍ରୀମନ୍ଦିର ଏବଂ ଏକାମ୍ର…

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି,…

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିବାବେଳେ ଅପରାଜିତା ଏହାର ପ୍ରମାଣ ମାଗିଛନ୍ତି। ଅପରାଜିତା କହିଛନ୍ତି, ଲିଙ୍ଗରାଜ…

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି…

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ ଥିଲେ। ହେଲେ ଆଜି ଭୁବନେଶ୍ୱରବାସୀଙ୍କ ସେବା କରିବା ପାଇଁ…

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ ଖୋଲିଛନ୍ତି। ପ୍ରଦୀପ କହିଛନ୍ତି, ଗୋଷାଣୀ ନୁଆଁଗାଁର ୧୩୨ ନମ୍ବର ବୁଥରେ ଇଭିଏମ ଠିକ୍‌ରେ ସିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri