ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ…
ଭୁବନେଶ୍ୱର,୨୨ା୬: ଓଏଫ୍ଏସ୍ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍…
ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧଗୁଡ଼ିକର…
ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର,୨୨ା୬: ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି ଦିନେ ଦୁଇଦିନର କାମ ନୁହେଁ।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…
ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ…
କେନ୍ଦ୍ର ବଜେଟ୍ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍-ବଜେଟ୍ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ…
ରାଜ୍ୟର ୨୪ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ; ଜୁନରେ ୧୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୨୨।୬: ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଭୁବନେଶ୍ୱର ଆଞ୍ଚଳିକ…
ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ…
ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ…
ଅବସର ନେଲେ ୨୨ ଓଏସଏସ କ୍ୟାଡର ଅଧିକାରୀ, ତାଲିକାରେ ପ୍ରଦୀପ…
ଭୁବନେଶ୍ୱର,୨୨।୬(ଅସମାପିକା ସାହୁ): ଅବସର ନେଇଛନ୍ତି ୨୨ ଓଏସଏସ କ୍ୟାଡର ଅଧିକାରୀ।ଏନେଇ ଗୃହ ବିଭାଗ ନୋଟିସ ଜାରି କରିଛି।
ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା: ସନ୍ତୋଷ ସିଂ ସାଲୁଜା ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୨।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। କିଏ କାହିଁକି ଏଭଳି କାଣ୍ଡ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼…
ବରିଷ୍ଠ ଆଇଏଏସ୍ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୨।୬: ବରିଷ୍ଠ ଆଇଏଏସ୍ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି…
ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।…
Archives


